-+91-9937148622 |

prerana_bgr@rediffmail.com |

  Saturday 18th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ   (18-Jul-2026)       ||      ପାଣିରେ ରୋଗ ଭଲ କରିବା ନାଁ ରେ କୋଟି କୋଟି ଟଙ୍କା ଆଦାୟ।   (18-Jul-2026)       ||      ଆଗଲପୁର ବ୍ଲକ ରେ ସମିତି ବୈଠକ                                     (18-Jul-2026)       ||      ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   (18-Jul-2026)       ||      ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   (17-Jul-2026)       ||      ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I    (17-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   (17-Jul-2026)       ||      ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   (17-Jul-2026)       ||      ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   (17-Jul-2026)       ||      ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   (17-Jul-2026)       ||      ପିକକ୍‌ ର ପ୍ରତିଷ୍ଠା ଦିବସ ପାଳିତ   (17-Jul-2026)       ||      ଜୟ ଭାରତ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ପାଇଁ ପ୍ରସ୍ତୁତି ବୈଠକ୍   (17-Jul-2026)       ||      କାଉଡୋଳା ଗ୍ରାମ ଠାରେ ଜଗତର ନାଥ ଜଗନ୍ନାଥ ଙ୍କ ଘୋଷ ଯାତ୍ରା ଅନୁଷ୍ଠିତ.   (17-Jul-2026)       ||      ବଲାଙ୍ଗିରର ବିଭିନ୍ନ ରଥଯାତ୍ରାରେ ସାମିଲ ହେଲେ ବିଧାୟକ କଳିକେଶ ନାରାୟଣ ସିଂହଦେଓ   (17-Jul-2026)       ||      ରଥଯାତ୍ରାରେ ଦର୍ଶନାର୍ଥିଙ୍କ ମୃତ୍ୟୁରେ କଂଗ୍ରେସ ସଭାପତି ଭକ୍ତଚରଣ ଦାସଙ୍କ ଶୋକ ପ୍ରକାଶ   (17-Jul-2026)       ||      ଅଘରିଆ ଜ୍ଯୋତି ଚତୁର୍ବିଂଶ ସଂସ୍କରଣ ଉନ୍ମୋଚନ    (16-Jul-2026)       ||      ବିଶ୍ଵର ସବୁଠାରୁ କ୍ଷୁଦ୍ର, ଛୋଟ,କୁନି ରଥ    (16-Jul-2026)       ||      ପୁରୀ ରଥଯାତ୍ରାରେ ସାମିଲ ହେଲେ ରାଜ୍ୟପାଳ   (16-Jul-2026)       ||     

HOME   ଜିଲ୍ଲା

ଜୟଦେବ ସମାରୋହର ଦ୍ଵିତୀୟ ସନ୍ଧ୍ୟା : ସମବେତ ଓଡ଼ିଶୀ ସଙ୍ଗୀତ ଓ ଛଉ ନୃତ୍ୟରେ ଦର୍ଶକ ମନ୍ତ୍ରମୁଗ୍ଧ

18-Mar-2026



ଭୁବନେଶ୍ୱର(ପ୍ରେରଣା ଖବର): ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ପକ୍ଷରୁ ଆୟୋଜିତ ହେଉଥିବା ଜୟଦେବ ସମାରୋହ-୨୦୨୬ର ଦ୍ଵିତୀୟ ଦିନର ସାଂସ୍କୃତିକ ସନ୍ଧ୍ୟା ଆଜି ବହୁ ଆଡ଼ମ୍ବର ସହକାରେ ଉତ୍କଳ ମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ମାର୍ଚ୍ଚ ୧୯ ତାରିଖ ପର୍ଯ୍ୟନ୍ତ ଜୟଦେବ ସମାରୋହ ଆୟୋଜିତ ହେବ। ଆଜିର କାର୍ଯ୍ୟକ୍ରମରେ ଗୁରୁ ଶ୍ରୀ ରାମହରି ଦାସ, ଗୁରୁ ଶ୍ରୀ ଧନେଶ୍ବର ସ୍ବାଇଁ, ଶ୍ରୀ ପ୍ରମୋଦ କୁମାର ମଣ୍ଡଳ ଶ୍ରୀ ପ୍ରକାଶ ଚନ୍ଦ୍ର ମିଶ୍ର ପ୍ରମୁଖ ଅତିଥି ଭାବେ ଯୋଗଦେଇ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ଦୀର୍ଘ ବର୍ଷର ଗୌରବମୟ ଯାତ୍ରା ସମ୍ପର୍କରେ ଆଲୋକପାତ କରିଥିଲେ। 

ଆଜି ଜୟଦେବ ସମାରୋହର ଦ୍ଵିତୀୟ ସନ୍ଧ୍ୟାରେ ଗୁରୁ ଡ଼. ଭାରତୀ ଜେନା ଓ ଗୁରୁ ଶ୍ରୀ ପ୍ରଦୀପ କୁମାର ଦାସଙ୍କ ନିର୍ଦ୍ଦେଶନାରେ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ସମବେତ ଓଡ଼ିଶୀ କଣ୍ଠ ସଙ୍ଗୀତ ପରିବେଷଣ କରିଥିଲେ। ଏହାପରେ  ସମବେତ ହିନ୍ଦୁସ୍ତାନୀ ବେହେଲା ବାଦନ ପରିବେଷଣ କରାଯାଇଥିଲା, ଯାହାର ନିର୍ଦ୍ଦେଶନା ଦେଇଥିଲେ ଗୁରୁ ଡ଼. ଦିବ୍ୟ ଦର୍ଶନ ବିଶ୍ୱାଳ ଓ ଗୁରୁ ଡ଼. ପ୍ରଶାନ୍ତ କୁମାର ପାଢ଼ୀ। ଆଜିର ସନ୍ଧ୍ୟାରେ ମୁଖ୍ୟ ଆକର୍ଷଣ ରହିଥିଲା ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ପରିବେଷିତ ଛଉ ନୃତ୍ୟ। ଗୁରୁ ଶ୍ରୀ ଗୌରମୋହନ ମହାନ୍ତ ଓ ଗୁରୁ ଡ଼. ରମଣୀ ରଞ୍ଜନ ଜେନା ଛଉ ନୃତ୍ୟର ନିର୍ଦ୍ଦେଶନା ଦେଇଥିଲେ।ଆଜିର କାର୍ଯ୍ୟକ୍ରମକୁ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼. ବିଜୟ କୁମାର ଜେନା ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ   18-Jul-2026
  ଜିଲ୍ଲା  
ପାଣିରେ ରୋଗ ଭଲ କରିବା ନାଁ ରେ କୋଟି କୋଟି ଟଙ୍କା ଆଦାୟ।   18-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ସମିତି ବୈଠକ                                     18-Jul-2026
  ଜିଲ୍ଲା  
ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   18-Jul-2026
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   17-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I   17-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   17-Jul-2026
  ଜିଲ୍ଲା  
ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   17-Jul-2026
  ଜିଲ୍ଲା  
ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   17-Jul-2026
  ଜିଲ୍ଲା  
ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   17-Jul-2026

You Might Also Like