-+91-9937148622 |

prerana_bgr@rediffmail.com |

  Saturday 18th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଗଲପୁର ବ୍ଲକ ରେ ସମିତି ବୈଠକ                                     (18-Jul-2026)       ||      ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   (18-Jul-2026)       ||      ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   (17-Jul-2026)       ||      ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I    (17-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   (17-Jul-2026)       ||      ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   (17-Jul-2026)       ||      ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   (17-Jul-2026)       ||      ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   (17-Jul-2026)       ||      ପିକକ୍‌ ର ପ୍ରତିଷ୍ଠା ଦିବସ ପାଳିତ   (17-Jul-2026)       ||      ଜୟ ଭାରତ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ପାଇଁ ପ୍ରସ୍ତୁତି ବୈଠକ୍   (17-Jul-2026)       ||      କାଉଡୋଳା ଗ୍ରାମ ଠାରେ ଜଗତର ନାଥ ଜଗନ୍ନାଥ ଙ୍କ ଘୋଷ ଯାତ୍ରା ଅନୁଷ୍ଠିତ.   (17-Jul-2026)       ||      ବଲାଙ୍ଗିରର ବିଭିନ୍ନ ରଥଯାତ୍ରାରେ ସାମିଲ ହେଲେ ବିଧାୟକ କଳିକେଶ ନାରାୟଣ ସିଂହଦେଓ   (17-Jul-2026)       ||      ରଥଯାତ୍ରାରେ ଦର୍ଶନାର୍ଥିଙ୍କ ମୃତ୍ୟୁରେ କଂଗ୍ରେସ ସଭାପତି ଭକ୍ତଚରଣ ଦାସଙ୍କ ଶୋକ ପ୍ରକାଶ   (17-Jul-2026)       ||      ଅଘରିଆ ଜ୍ଯୋତି ଚତୁର୍ବିଂଶ ସଂସ୍କରଣ ଉନ୍ମୋଚନ    (16-Jul-2026)       ||      ବିଶ୍ଵର ସବୁଠାରୁ କ୍ଷୁଦ୍ର, ଛୋଟ,କୁନି ରଥ    (16-Jul-2026)       ||      ପୁରୀ ରଥଯାତ୍ରାରେ ସାମିଲ ହେଲେ ରାଜ୍ୟପାଳ   (16-Jul-2026)       ||      କଟକରେ ବିଭିନ୍ନ ସ୍ଥାନମାନଙ୍କରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ରାଣୀହାଟଠାରେ ଛେରା ପହଁରା କରିଲେ ଜିଲ୍ଲାପାଳ   (16-Jul-2026)       ||      କଟାପାଲି ଡିଗ୍ରୀ ମହାବିଦ୍ୟାଳୟ ରେ ଶକ୍ତି ଶ୍ରୀ କାର୍ଯ୍ୟକ୍ରମ   (16-Jul-2026)       ||     

HOME   ଜିଲ୍ଲା

ଗଞ୍ଜେଇ ସହ ୪ଟି ବାଇକ ଜବତ, ୭ ଗିରଫ

19-Mar-2026



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ ଥାନା ଓ ଘଣ୍ଟାପଡା ଥାନା ପୁଲିସ ପକ୍ଷରୁ ପୃଥକ ପୃଥକ ସ୍ଥାନରେ ଚଢ଼ାଉ କରି ଉଭୟ ଥାନା ପୁଲିସ ୩୨କେଜି ଗଞ୍ଜେଇ ସହ ଚାରିଟି ବାଇକ ଜବତ କରିଛି  l  ଉଭୟ ଘଟଣାରେ ୭ଜଣ ଗଞ୍ଜେଇ ମାଫିଆଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ପୁଲିସ କହିଛି  l  ସୂଚନାନୁସାରେ କଣ୍ଟାମାଳ ଥାନା ଲୁଇସିଂ - ମାତାକୁପା ରାସ୍ତାରେ କଣ୍ଟାମାଳ ପୁଲିସ ପକ୍ଷରୁ ପେଟ୍ରୋଲିଙ୍ଗ ଚାଲିଥିବା ସମୟରେ ବାଲାନ୍ଦାପଡା ପଟୁ କଣ୍ଟାମାଳ ଦିଗକୁ ଆସୁଥିବା ଏକ ପଲସର ବାଇକ କୁ ଲୁଇସିଂ ଛକରେ ସନ୍ଦେହରେ ପୁଲିସ ଅଟକାଇ ଯାଞ୍ଚ କରିଥିଲା l  ଯାଞ୍ଚ ସମୟରେ ବାଇକରୁ ୮କେଜି ଗଞ୍ଜେଇ ମିଳିଥିଲା  l ଘଟଣାରେ ଦୁଇ ଅଭିଯୁକ୍ତ ପୁଇଁତଲା ଥାନା ର ଚମ୍ପେଶ୍ୱର ବାରିକ ଓ ଗୋଛାପଡା ଥାନା ଅନ୍ତର୍ଗତ ଟିକ୍ରାପଡ଼ା ଗ୍ରାମର ରାଜା ପ୍ରଧାନ ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା କଣ୍ଟାମାଳ ଥାନାଧିକାରୀ ଆଇଆଇସି ବାସୁଦେବ ଭୋଇ ପ୍ରକାଶ କରିଛନ୍ତି l   ସେହିପରି ଘଣ୍ଟାପଡା ଥାନାରେ ଅନ୍ୟଏକ ଘଟଣାରେ ଗଞ୍ଜେଇ ସହ ତିନୋଟି ବାଇକ ଜବତ କରିଥିବା ବେଳେ ୫ଜଣ ଗଞ୍ଜେଇ ମାଫିଆଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଘଣ୍ଟାପଡା ପୁଲିସ   l  ସୁଚନାନୁସାରେ  ଘଣ୍ଟାପଡା ଥାନାଧିକାରୀ ସୌମ୍ୟରଞ୍ଜନ ପାତ୍ର ଙ୍କ ନେତୃତ୍ୱରେ ଏକ ପୁଲିସ ଟିମ ଘଣ୍ଟାପଡା ବ୍ରିଜ ଛକ ରାସ୍ତାରେ ପେଟ୍ରୋଲିଙ୍ଗ କରୁଥିଲେ l ସେହିସମୟରେ ମାଣ୍ଡିଆଯୋର ପଟୁ  ଆସୁଥିବା ତିନୋଟି ବାଇକ କୁ ଘଣ୍ଟାପଡା ବ୍ରିଜ ଛକରେ ସନ୍ଦେହରେ ପୁଲିସ

ଅଟକାଇ ଯାଞ୍ଚ କରିଥିଲା | ଯାଞ୍ଚ ସମୟରେ ବାଇକ ଗୁଡ଼ିକରୁ ୨୪କେଜି ଗଞ୍ଜେଇ ଜବତ କରିଥିଲା ପୁଲିସ l ଗିରଫ ଅଭିଯୁକ୍ତ ମାନେ ବରଗଡ଼ ଜିଲ୍ଲା କଳାପାଣି ର ଲିଙ୍ଗ ନାଗ, ମୁଚେଲପଦର ଗ୍ରାମର ଠାକୁର କୁମ୍ଭାର,କାଏରମାଣ୍ଡୁ ର ଆରନ ମାହାର ସମେତ ୫ଜଣ ବୋଲି ଘଣ୍ଟାପଡା ପୁଲିସ ସୂଚନା ଦେଇଛି | ଏନେଇ ଘଣ୍ଟାପଡା ଥାନା ପକ୍ଷରୁ ଏକ ମାମଲା ରୁଜ୍ଜୁ କରି ଅଧିକ ତଦନ୍ତ ଜାରି ରଖିଥିବା ଘଣ୍ଟାପଡା ଥାନାଧିକାରୀ ସୌମ୍ୟ ରଞ୍ଜନ ପାତ୍ର ସୂଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଗଲପୁର ବ୍ଲକ ରେ ସମିତି ବୈଠକ                                     18-Jul-2026
  ଜିଲ୍ଲା  
ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   18-Jul-2026
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   17-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I   17-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   17-Jul-2026
  ଜିଲ୍ଲା  
ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   17-Jul-2026
  ଜିଲ୍ଲା  
ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   17-Jul-2026
  ଜିଲ୍ଲା  
ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   17-Jul-2026
  ଜିଲ୍ଲା  
ପିକକ୍‌ ର ପ୍ରତିଷ୍ଠା ଦିବସ ପାଳିତ   17-Jul-2026
  ଜିଲ୍ଲା  
ଜୟ ଭାରତ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ପାଇଁ ପ୍ରସ୍ତୁତି ବୈଠକ୍   17-Jul-2026

You Might Also Like