-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ଯୁବକ ର ମୃତ୍ୟୁ ଘଟଣା କୁ ନେଇ ରାସ୍ତା ଅବରୋଧ, କ୍ଷତିପୂରଣ ଦାବିକଳେ ପରିବାର ଲୋକେ

19-Mar-2026



ଆଗଲପୁର, (ବିନୋଦ ଦୀପ)  ବଲାଙ୍ଗର ଜିଲ୍ଲା ଆଗଲପୁର ବ୍ଲକ ଝରଣିପାଲି ଗ୍ରାମ ଚୁଙ୍ଗୀଦ।ଦର ହରିଜନ ପଡ଼ା ନିକଟ ରାସ୍ତା ରେ ଟ୍ରୟ ଲର ଧକ୍କା ରେ ପାଣ୍ଡେସର। ଗ୍ରାମ ର ଧିରେନ୍ ପଧାନ (୪୫) ଙ୍କ   ମୃତ୍ୟୁ ହୋଇ ଯାଇଛି । ଉକ୍ତ  ଘଟଣା ଟି କାଲି ସାନ୍ଧ୍ୟ  ୫ ଟା  ବୋଲି ସୂଚନା ମିଳିଛି । ଟ୍ରୟ ଲର ଗାଡ଼ି ଟି ଭାଇବ୍ରୋ ଗାଡ଼ି କୁ ଲୋର୍ଡ କରି ଖଲିଆପାଲି ପଟ ରୁ ଚୁଙ୍ଗୀଦାଦର୍ ଦେଇ ଲୋଇସିଂହା ପଟକୁ ଯାଉ ଥିବା ବେଳେ ମୃତ ଧିରେନ ପଧାନ ବଡଟିକ୍। ଅଞ୍ଚଳ ରେ ଏ ନ ଜି ଓ ରେ କାର୍ଯ୍ୟକରି ସାରି ଫେରିଲା ବେଳେ ଉକ୍ତ ସ୍ଥାନରେ ଗାଡିଧକ୍କ। ଯୋଗୁଁ ମୃତ୍ୟୁ ହୋଇ ଯାଇଛି । ଏହି ମର ଶରୀର କୁ ଟ୍ରୟଳର ଗାଡ଼ି ରେ ନେଇ ଅଧା ରାସ୍ତା ରୁ ପିକଅପ ଗାଡ଼ିରେ ଲୋଇସିଂହା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର କୁ ଚିକିତ୍ସା ପାଇଁ ପଠାଇବା ବେଳେ ଲୋଇସିଂହା ରୁ ଡାକ୍ତର ବଲାଙ୍ଗୀର ଭୀମଭୋଇ ହସ୍ପିଟାଲ କୁ ସ୍ଥାନାନ୍ତରିତ କରିଥିଲେ ।ଏହି ଘଟଣାକୁ ଚୁଙ୍ଗୁ ଦ।ଦର ଗ୍ରାମ ର କେତେକ ବ୍ୟକ୍ତି ଧୀରେନ୍ ଙ୍କ ଗ୍ରାମ କୁ ଫୋନରେ ଜଣାଇଥିଲେ । ଏହାପରେ. ପରିବାର ଲୋକ ମଧ୍ୟ ଆଗଲପୁର ଥାନା ରେ ଏତଲା ଦେଇଥିଲେ । ମୃତ ଖବର ପାଇ ପୁଲିସ୍ ଉପରୋକ୍ତ ସ୍ଥାନକୁ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି । ଏହାପରେ ପୁଲିସ୍ ମଧ୍ୟ ବଲାଙ୍ଗୀର ଡାକ୍ତର ଖାନ।କୁ ପହଞ୍ଚିଥିଲେ ।ଏହି ସମୟ ରେ ଚିକିତ୍ସାଧୀନ ଅବସ୍ଥା ରେ ଧୀରେନ ଙ୍କ ମୃତ୍ୟୁ ହୋଇଯାଇଥିବା ଜାଣିବାକୁ ମିଳିଛି l ଏହାପରେ ତା ପରଦିନ ମୃତ ଧିରେନ ଙ୍କ ଶବ ବ୍ୟବଛେଦ କରାଯାଇ ଥିଲା ଓ ପାଣ୍ଡେସର। ଗ୍ରାମବାସି ଶବ କୁ ନେଇ ଭରସୂଜା ବସ ଷ୍ଟାଣ୍ଡ ରେ ରାସ୍ତା ରୋକ୍ କରିଥିଲେ । ଏହି ରାସ୍ତାରୋକ୍ ଦିନ 1 ଟ।ରୁ ସନ୍ଧ୍ୟା ପର୍ଯ୍ୟନ୍ତ ଅନିର୍ଦ୍ଦିଷ୍ଟ ସମୟ ଦେଖା ଯାଇଥିଲା । ଏହି ସମୟ ମଧ୍ୟରେ ଯାନବାହନ ଚଲାଚଳ ରେ ବ୍ୟାପକ ବାଧାସୃଷ୍ଟି ହୋଇଥିଲା । ମୃତ ପରିବାର କୁ କ୍ଷତିପୂରଣ ଦାବିରେ ରାସ୍ତା ରୋକ୍ କରାଯାଇ ଥିଲା । ଏହି ରାସ୍ତା ସମୟରେ ରେ ତହସିଲଦ।ର୍ ନବୀନ କିଶୋର ପାଢ଼ୀ ଓ ଆଗଲପୁର ଥାନା ଅଧିକାରୀ ଅନୀତା ନାୟକ ସମେତ ପୋଲିସ ଦଳ ଉକ୍ତ ସ୍ଥାନରେ ପହଂଚି ଲୋକଙ୍କୁ ବୁଝାଇବା ସହ ପ୍ରତିଶୃତି ଦେବା ପରେ ରାସ୍ତା ଅବରୋଧ ହଟିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like