-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ପୂର୍ତ୍ତ ବିଭାଗ କୋମାରେ: କୋଟି କୋଟି ଟଙ୍କାର କାମ ହେଉଛି ଅତି ନିମ୍ନମାନର

05-Feb-2021



କୋଦଳା(ଉମା ମହାରଣା) :ଗଞ୍ଜାମ ଜିଲ୍ଲା କୋଦଳା ପୂର୍ତ୍ତ ବିଭାଗରେ ଚାଲିଛି କୋଟି କୋଟି ଟଙ୍କାର କାମ ହେଲେ ତଦାରଖ କରିବା ନିମନ୍ତେ ଅଫିସରଙ୍କୁ ସମୟ ନାହିଁ, ଏହିପରି କାମ ଦେଖିବାକୁ ମିଳିଛି ବେଗୁନିଆପଡ଼ା ବ୍ଳକର ସୁମଣ୍ଡଳ ଠାରେ।୩୧/୧୨/୨୦୧୮ ରେ କଣ୍ଟ୍ରାକ୍ଟର ନଟବର ବେହେରା ନାମରେ ବାଣିଆ ବାଡ଼ି ଛକ ଠାରୁ ସୁମଣ୍ଡଳ ରାସ୍ତା ପର୍ଯ୍ୟନ୍ତ ୧୨୦୦ ମି.ମି କଂକ୍ରିଟ ବାବଦକୁ ନିର୍ମାଣ ପାଇଁ ୧ କୋଟି ୩୧ ଲକ୍ଷ ୨୬ ହଜାର ୨୨୮ ଟଙ୍କା ମଞ୍ଜୁର ହୋଇଥିଲା। ଏହା ୩୦/୦୬/୨୦୧୯ ମଧ୍ୟରେ କାର୍ଯ୍ୟ ଶେଷ କରିବାକୁ ଶେଷ ସମୟ ଧାର୍ଯ୍ୟ ହୋଇଥିଲା। କିନ୍ତୁ ତାହା ଏବେ କିଛି ମାସ ହେବ ଆରମ୍ଭ ହେଉଛି। ଶୁଣିବାକୁ ମିଳୁଛି କାଳେ ଏହି କାମକୁ ଜୈନିକ ବ୍ୟକ୍ତି ନଟବର ବେହେରାଙ୍କ ନାମରେ ଆଣି ସିଏ ଅନ୍ୟ ଜଣଙ୍କୁ ବିକ୍ରି କରି ଖୁବ ଟଙ୍କା ନେଇଛି।କିନ୍ତୁ ଏଠାରେ ପ୍ରଶ୍ନ ଉଠୁଛି ଯେ ଗୋଟିଏ କାମକୁ ତିନୋଟି କଣ୍ଟ୍ରାକ୍ଟର ମିଶି ଅତି ନିମ୍ନମାନର କାମ କରୁଥିବା ନଜର ରହିଛି। ଏହା ବି ଶୁଣିବାକୁ ମିଳୁଛି ଯେ ଏହି କଣ୍ଟ୍ରାକ୍ଟର ମାନଙ୍କ ରାଜନୀତି ରେ ଲମ୍ବା ହାତ ରହିଛି। ତେଣୁ ଏହି କାମକୁ କୋୖଣସି ଅଫିସର ମଧ୍ୟ ତଦାରଖ କରୁନାହାନ୍ତି। ଯାହା ଫଳରେ କି ଏହି କାମ ଅତି ନିମ୍ନ ମାନର ହେଉଛି। କିଛି ସ୍ଥାନୀୟ ଲୋକଙ୍କ କହିବା ମୁତାବକ ଏହି କାମ ପାଇଁ ଟେଣ୍ଡର ଫିକ୍ସିଂ ହୋଇଛି। କୋଟି କୋଟି ଟଙ୍କାର କାମ ଅତି ନିମ୍ନ ମାନର ହେଉଥିଲେ ମଧ୍ୟ କାହିଁକି ଏଥିପ୍ରତି ବିଭାଗୀୟ କର୍ତ୍ତୃପକ୍ଷଙ୍କ ସହ ଜେ.ଇ,ଏସ.ଡିଓ ତଦାରଖ କରୁନାହାନ୍ତି ତାହା ବଡ଼ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। କାଳେ ଏହି କାମ ପାଇଁ ରାଜନେତାଙ୍କୁ ହାତଗୁଞ୍ଜା ଦେଉଛନ୍ତି। ରାଜ୍ୟ ସରକାର ଯେଉଁ ଡିଣ୍ଡିମ ପିଟୁଛନ୍ତି ଯେ ରାଜ୍ୟରେ ଦୁର୍ନୀତିକୁ ପ୍ରଶୟ ଦିଆଯିବ ନାହିଁ ତାହାର ଏଠି ପ୍ରତିଫଳନ ଦେଖାଯାଉଛି।ଏଣୁ ଦେଖିବାକୁ ବାକି ରହିଲା ଯେ କେବେ ଏହା ଉପରେ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଆଖିପଡୁଛି ।ଆଗକୁ କିଭଳି ରାଜ୍ୟ ସରକାରଙ୍କ ରାଜକୋଷରୁ ଆସୁଥିବା କୋଟି କୋଟି ଟଙ୍କା ଯେପରି ବିଫଳ ନ ହେଇଯାଉ ସଠିକ ଦିଗରେ  କାର୍ଯ୍ୟ ହେଉ ତାହା ଦେଖିବାକୁ ବାକି ରହିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like