-+91-9937148622 |

prerana_bgr@rediffmail.com |

  Saturday 18th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   (17-Jul-2026)       ||      ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I    (17-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   (17-Jul-2026)       ||      ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   (17-Jul-2026)       ||      ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   (17-Jul-2026)       ||      ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   (17-Jul-2026)       ||      ପିକକ୍‌ ର ପ୍ରତିଷ୍ଠା ଦିବସ ପାଳିତ   (17-Jul-2026)       ||      ଜୟ ଭାରତ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ପାଇଁ ପ୍ରସ୍ତୁତି ବୈଠକ୍   (17-Jul-2026)       ||      କାଉଡୋଳା ଗ୍ରାମ ଠାରେ ଜଗତର ନାଥ ଜଗନ୍ନାଥ ଙ୍କ ଘୋଷ ଯାତ୍ରା ଅନୁଷ୍ଠିତ.   (17-Jul-2026)       ||      ବଲାଙ୍ଗିରର ବିଭିନ୍ନ ରଥଯାତ୍ରାରେ ସାମିଲ ହେଲେ ବିଧାୟକ କଳିକେଶ ନାରାୟଣ ସିଂହଦେଓ   (17-Jul-2026)       ||      ରଥଯାତ୍ରାରେ ଦର୍ଶନାର୍ଥିଙ୍କ ମୃତ୍ୟୁରେ କଂଗ୍ରେସ ସଭାପତି ଭକ୍ତଚରଣ ଦାସଙ୍କ ଶୋକ ପ୍ରକାଶ   (17-Jul-2026)       ||      ଅଘରିଆ ଜ୍ଯୋତି ଚତୁର୍ବିଂଶ ସଂସ୍କରଣ ଉନ୍ମୋଚନ    (16-Jul-2026)       ||      ବିଶ୍ଵର ସବୁଠାରୁ କ୍ଷୁଦ୍ର, ଛୋଟ,କୁନି ରଥ    (16-Jul-2026)       ||      ପୁରୀ ରଥଯାତ୍ରାରେ ସାମିଲ ହେଲେ ରାଜ୍ୟପାଳ   (16-Jul-2026)       ||      କଟକରେ ବିଭିନ୍ନ ସ୍ଥାନମାନଙ୍କରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ରାଣୀହାଟଠାରେ ଛେରା ପହଁରା କରିଲେ ଜିଲ୍ଲାପାଳ   (16-Jul-2026)       ||      କଟାପାଲି ଡିଗ୍ରୀ ମହାବିଦ୍ୟାଳୟ ରେ ଶକ୍ତି ଶ୍ରୀ କାର୍ଯ୍ୟକ୍ରମ   (16-Jul-2026)       ||      *ଡାବୁଗାଁ ରେ ପାଳିତ ହେଲା ଜଗନ୍ନାଥ ରଥଯାତ୍ରା*   (16-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନ ସାମିଲ   (16-Jul-2026)       ||     

HOME   ଜିଲ୍ଲା

ସାପ୍ତାହିକ ପ୍ରେରଣା ର ୨୧ତମ ସ୍ଵନକ୍ଷତ୍ର ଅବସରରେ କଲେଜସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା

19-Mar-2026



ବଲାଙ୍ଗୀର (ପ୍ରେରଣା ଖବର): ଆସନ୍ତା ମାର୍ଚ୍ଚ ୨୭ ତାରିଖ ଶୁକ୍ରବାର ପବିତ୍ର ରାମ ନବମୀ ତଥା ସାପ୍ତାହିକ 'ପ୍ରେରଣା' ର ୨୧ତମ ସ୍ୱନକ୍ଷତ୍ର ଦିବସ ଅବସରରେ  ସ୍କୁଲ ଓ କଲେଜ ଛାତ୍ରଛାତ୍ରୀ ମାନଙ୍କୁ ନେଇ ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଯାଇଛି। ଏହି କ୍ରମରେ ଆଜି ସ୍ଥାନୀୟ ସରକାରୀ ମହିଳା ମହାବିଦ୍ୟାଳୟ ଠାରେ କଲେଜେସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ପ୍ରେରଣାର ସମ୍ପାଦକ ରଘୁନନ୍ଦନ ସିଂହଙ୍କ ପରିଚାଳନାରେ 

ଅନୁଷ୍ଠିତ ଏହି ପ୍ରତିଯୋଗିତାରେ ବିଚାରକ ଭାବରେ ପ୍ରଫେସର ଡ. ପ୍ରେମଚାନ୍ଦ ମହାନ୍ତି, କବି, ଅଧ୍ୟାପକ ତଥା ସାମ୍ବାଦିକ ସନ୍ଦୀପ କୁମାର କୁଅଁର, ଐଶର୍ଯ୍ୟା ଦାସ, କିସ୍ ରେସିଡେଣ୍ଟାଲ୍ ସ୍କୁଲର ଅଧ୍ୟକ୍ଷ ଆକାଶ ମିଶ୍ର,  ଆକାଶ ଇନଷ୍ଟିଚ୍ୟୁଟ ର ସେଣ୍ଟର ହେଡ଼ ପ୍ରିୟଦର୍ଶୀ ବେହେରା ପ୍ରମୁଖ ଯୋଗ ଦେଇ କୃତୀ ପ୍ରତିଯୋଗୀ ମାନଙ୍କ ନାମ ଘୋଷଣା କରିଥିଲେ। ଆଜିର ପ୍ରତିଯୋଗିତାରେ ସ୍ୱରୂପା ରାଣୀ ଠାକୁର, ଆଶାଲତା ସେଠୀଙ୍କ  ସମେତ କଲେଜର ଅଧ୍ୟାପକ, ଅଧ୍ୟାପିକା ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   17-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I   17-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   17-Jul-2026
  ଜିଲ୍ଲା  
ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   17-Jul-2026
  ଜିଲ୍ଲା  
ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   17-Jul-2026
  ଜିଲ୍ଲା  
ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   17-Jul-2026
  ଜିଲ୍ଲା  
ପିକକ୍‌ ର ପ୍ରତିଷ୍ଠା ଦିବସ ପାଳିତ   17-Jul-2026
  ଜିଲ୍ଲା  
ଜୟ ଭାରତ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ପାଇଁ ପ୍ରସ୍ତୁତି ବୈଠକ୍   17-Jul-2026
  ଜିଲ୍ଲା  
କାଉଡୋଳା ଗ୍ରାମ ଠାରେ ଜଗତର ନାଥ ଜଗନ୍ନାଥ ଙ୍କ ଘୋଷ ଯାତ୍ରା ଅନୁଷ୍ଠିତ.   17-Jul-2026
  ଜିଲ୍ଲା  
ବଲାଙ୍ଗିରର ବିଭିନ୍ନ ରଥଯାତ୍ରାରେ ସାମିଲ ହେଲେ ବିଧାୟକ କଳିକେଶ ନାରାୟଣ ସିଂହଦେଓ   17-Jul-2026

You Might Also Like