-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ହିନ୍ଦୁ ନବବର୍ଷ ପାଳିତ ।

19-Mar-2026



ପଦ୍ମପୁର (ପ୍ରେରଣା ଖବର )
 ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ପାଳିତ ହୋଇଯାଇଛି। ଶିଶୁ ମନ୍ଦିର ପରିସରରେ ଦିବା ପର୍ଯ୍ୟାୟ ପ୍ରମୁଖ ମୁଦିରଥ ପଣ୍ଡା କାର୍ଯ୍ୟକ୍ରମ ର ଉଦ୍ଦେଶ୍ୟ କଥନ କରି ସ୍ଵାଗତ ଭାଷଣ ପ୍ରଦାନ କରିଥିଲେ। ଜୀବନାନନ୍ଦ ଶତପଥୀ ଦୀପ ପ୍ରଜ୍ଜ୍ୱଳନ ପୂର୍ବକ ହିନ୍ଦୁ ନବବର୍ଷ ବିଷୟରେ ଆଲୋଚନା କରିଥିଲେ। ସ୍ନିଗ୍ଧା ହାତୀ କାର୍ଯ୍ୟକ୍ରମ ର ସଂଯୋଜନା କରିଥିବା ବେଳେ ଲୋପାମୁଦ୍ରା ପୂଜାରୀ ଧନ୍ୟବାଦ ଅର୍ପଣ କରିଥିଲେ। ସେହିପରି ବିଦ୍ୟା ମନ୍ଦିର ପରିସରରେ ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଚୈତନ୍ୟ ଭୋଇ ଉପସ୍ଥିତ ରହି ଅତିଥି ପରିଚୟ ପ୍ରଦାନ କରିବା ସହିତ ଉଦ୍ଦେଶ୍ୟ କଥନ କହିଥିଲେ ।କାହିଁକି ହିନ୍ଦୁ ନବ ବର୍ଷ ପାଳନ କରାଯାଏ ସେ ବିଷୟରେ ଭାଇ ଭଉଣୀମାନଙ୍କୁ ମାର୍ଗଦର୍ଶନ କରିଥିଲେ । ।  ସଂଗ୍ରାମ ପଟେଲ ହିନ୍ଦୁ ନବ ବର୍ଷର ମାହାତ୍ମ୍ୟ ବିଷୟରେ ଆଲୋକପାତ କରିଥିଲେ ।ଭଉଣୀ ସହେଲି ସାହୁ ଓ ତନ୍ବି ମୃଣାଳିନୀ ସୁନା  ହିନ୍ଦୁ ନବ ବର୍ଷ  ଉପରେ  ବକ୍ତବ୍ୟ ପ୍ରଦାନ   କରିଥିଲେ ।ଏହି କାର୍ଯ୍ୟକ୍ରମକୁ ଭଉଣୀ ସୋନାଲି ସାହୁ ସଂଯୋଜନା କରିଥିବା ବେଳେ ବିଦ୍ୟା ମନ୍ଦିର ପ୍ରମୁଖ ଶ୍ରୀଯୁକ୍ତ ଦେବରାଜ ଡନସନା ଧନ୍ୟବାଦ ଅର୍ପଣ କରିଥିଲେ । ସମସ୍ତ ଭାଇ ଭଉଣୀମାନେ ପରସ୍ପର ଙ୍କୁ ହିନ୍ଦୁ ନବବର୍ଷ ର ଅଭିନନ୍ଦନ ଜଣାଇଥିଲେ । ସମସ୍ତ ଗୁରୁଜୀ ଗୁରୁମାମାନଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସଫଳ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like