-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

*ସୋନପୁର କଲେଜ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କଲେ ଜିଲ୍ଲାପାଳ ଓ ଏସ୍ ପି*-

19-Mar-2026



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ଜିଲ୍ଲାପାଳ ଡ. ନୃପରାଜ ସାହୁ ଓ ଏସପି ଶ୍ରୀ ନାରାୟଣ ନାଏକ ସୋନପୁର କଲେଜ ପରିଦର୍ଶନ କରି ଗତକାଲି ପ୍ରଥମ ଥର ପାଇଁ ସୋନପୁର କଲେଜ ରେ ହୋଇଥବା ଭଙ୍ଗାରୁଜା ଘଟଣାର ସ୍ଥିତି ଅନୁଧ୍ୟାନ କରିଥିଲେ । ଓ ଏ ଘଟଣା ନିନ୍ଦନୀୟ ବୋଲି କହିଥିଲେ l ପ୍ରଥମେ ଭଙ୍ଗାରୁଜା ହୋଇଥିବା କଲେଜ୍ ଅଧ୍ୟକ୍ଷ ଙ୍କ ଅଫିସ ଓ କଲେଜ ପରିସରରେ ମଧ୍ୟ ବୁଲି ସ୍ଥିତି ଅନୁଧ୍ୟାନ କରିଥିଲେ । ପରେ କଲେଜର ନୂତନ କୋଠା ର ୧୦୩ ନଂ କକ୍ଷରେ ୧୨୦ ଜଣ ଶିକ୍ଷକ ଏବଂ ଅଣଶିକ୍ଷକ କର୍ମଚାରୀଙ୍କ ଉପସ୍ଥିତିରେ ଜିଲ୍ଲାପାଳ ଡ. ସାହୁ ଓ ଏସପି ଶ୍ରୀ ନାୟକ ଗତକାଲି ଘଟଣା ବିଷୟରେ ସମୀକ୍ଷା କରିଥିଲେ । ଜିଆଇଏ, ବ୍ଲକ୍ ଗ୍ରାଣ୍ଟ, ଏସଏସବି ଓ ମ୍ୟାନେଜମେଣ୍ଟ ଷ୍ଟାଫଙ୍କ ସହିତ ପୃଥକ ଭାବରେ ପରିଚୟ ହୋଇଥିଲେ। ଗତକାଲି ର ଗଣ୍ଡଗୋଳ ବେଳେ ଏତେ ଜଣ କର୍ମଚାରୀ ଉପସ୍ଥିତ ଥାଇ କାହିଁକି ଘଟଣା ଘଟାଇଥିବା ଛାତ୍ରଙ୍କୁ କେହି ପ୍ରତିବାଦ ନ କଲେ ବୋଲି ବିସ୍ମିତ ହୋଇଥିଲେ । ବିଗତ ୩ ବର୍ଷ ଧରି ଚାଲୁଥିବା ଏହି କଲେଜର ପରୀକ୍ଷା ହବ୍ ସେଣ୍ଟର ଦୁଇ ଦିନ  ପୂର୍ବ ରୁ ହଠାତ ବନ୍ଦ ନିର୍ଦ୍ଦେଶ ଆସିବା ଏହା ଆପଣଙ୍କ ସଫଳତା କି ବୋଲି ଜିଲ୍ଲାପାଳ ସମାଲୋଚନା କରିଥିଲେ । ଯେଉଁ ୮/୧୦ ଜଣ କର୍ମଚାରୀ ସୋନପୁର କଲେଜର ଦୁର୍ନିତି ଓ ଗଣ୍ଡଗୋଳର ପ୍ରଚ୍ଛଦ ପଟରେ  ହାତ ଅଛି  ତାହା ବିଭିନ୍ନ ସୂତ୍ର ରୁ ଆମ ପୋଲିସ ପ୍ରଶାସନ ପାଖରେ ସବିଶେଷ ରିପୋର୍ଟ ପହଞ୍ଚିଛି ଓ ଆପଣ ମାନେ ଭାବନ୍ତୁ ନାହିଁ ଯେ ଆମେ ସ୍ଥାୟୀ ଭାବରେ ଏଠାରେ ରହି ଅରାଜକତା କରିବୁ । ପ୍ରତ୍ୟେକ ଗଣ୍ଡଗୋଳ  ଘଟଣାରେ ନିଜର ଅନୁଷ୍ଠାନ ଭିତରେ ହିଁ ଗୃହଶତ୍ରୁ ରହିଥାନ୍ତି  ବୋଲି ସମସ୍ତେ ଜାଣନ୍ତି। ଆଉ ଏ ଅଶାନ୍ତ ପରିବେଶ ପାଇଁ ସେମାନେ ହିଁ ଦାୟୀ ବୋଲି କହିଥିଲେ l ଏବେ ବି ସମୟ ଅଛି ବିଶୃଙ୍ଖଳିତ ଓ ଦୁର୍ନୀତି ଗ୍ରସ୍ତ କର୍ମଚାରୀ ସୁଧୁରି ଯାଅ ବୋଲି ତାଗିଦ କରି ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଗଢ଼ିବାକୁ ପରାମର୍ଶ କରିଥିଲେ । ଏହି ପରିଦର୍ଶନ ତଥା ବୈଠକ ରେ ପରିଚାଳନା କମିଟି ସଭାପତି ସୁବର୍ଣ୍ଣପୁର ଏଡିଏମ (ରାଜସ୍ବ) ରାଜେନ୍ଦ୍ର ମାଝୀ, କଲେଜ ଅଧ୍ୟକ୍ଷ ରାଧାକାନ୍ତ ନାଏକ, ଅଧ୍ୟାପକ ଓ ଆଲୁମିନୀ ସଂଘ ସମ୍ପାଦକ ଭାରତ ଭୂଷଣ ଦାଶ ଙ୍କ ସହିତ କଲେଜ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like