-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ବରପାଲି ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ହିନ୍ଦୁ ନବ ବର୍ଷ ପାଳିତ ,

19-Mar-2026



ବରପାଲି,(ସୁଦାମ ଦୀପ)
ବରଗଡ ଜିଲ୍ଲା  ବରପାଲି ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ହିନ୍ଦୁ ନବ ବର୍ଷ ପାଳନ ସହ ଓଡ଼ିଶା ସାହିତ୍ୟ ଏକାଡେମୀ,ଗଙ୍ଗାଧର ସାହିତ୍ୟ ପରିଷଦ ଏବଂ ସରସ୍ଵତୀ ଗୁ ଶିଶୁ  ବିଦ୍ୟା ମନ୍ଦିର ବରପାଲି ଙ୍କ ତରଫରୁ ସ୍ୱଭାବ କବି ଗଂଗାଧର ମେହେର ଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳିତ ହୋଇଯାଇଛି । ଏହି ସଭାରେ ସମ୍ମାନୀତ ଅତିଥି ଭାବେ ବିଶିଷ୍ଟ ସମାଜ ସେବୀ ଶ୍ରୀଯୁକ୍ତ ମୋତିଲାଲ ଅଗ୍ରୱାଲ, ମୁଖ୍ୟବକ୍ତା ଭାବେ ସମ୍ବଲପୁର ବିଶ୍ଵ ବିଦ୍ୟାଳୟର ପରୀକ୍ଷା ନିୟନ୍ତ୍ରକ ଡକ୍ଟର ଉମେଶ ଚନ୍ଦ୍ର ମହାପାତ୍ର, ବିଶିଷ୍ଟ ଅତିଥି ଭାବେ ଶିକ୍ଷାବିତ ତଥା ଆଦର୍ଶ ଶିକ୍ଷକ ଶ୍ରୀଯୁକ୍ତ ଭୋଜରାଜ ସ୍ୱାଇଁ, ସ୍ୱାଗତ ଭାଷଣ ଓ ପରିଚୟ ଗଂଗାଧର ସାହିତ୍ୟ ପରିଷଦ ର କାର୍ଯ୍ୟକାରୀ ସଭାପତି ଡକ୍ଟର ଶୁକମୁନି ମେହେର, ପ୍ରାରମ୍ଭିକ ସୂଚ଼ନା ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ବରପାଲି ର ସଭାପତି ଶଙ୍କର୍ଷଣ ମେହେର, ସଭାମୁଖ୍ୟ ଶ୍ରୀଯୁକ୍ତ ମନୋରଞ୍ଜନ ମେହେର ଓ କୃତଜ୍ଞତା ଜ୍ଞାପନ କରିଥିଲେ  ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ନିରଞ୍ଜନ ହୋତା।ଡକ୍ଟର ଉମେଶ  ଚନ୍ଦ୍ର ମହାପାତ୍ର ତାଙ୍କ ଭାଷଣରେ ଗଙ୍ଗାଧର ଙ୍କ ସାହିତ୍ୟ ର  ସୂକ୍ଷ୍ମା ତି ସୂକ୍ଷ୍ମ ଦର୍ଶନ ତତ୍ତ୍ଵ କୁ ଓଜସ୍ଵିନୀ ବକ୍ତବ୍ୟ ମାଧ୍ୟମ ରେ ଶ୍ରୋତାଙ୍କୁ ମନ୍ତ୍ରମୁଗ୍ଧ କରିଥିଲେ।ଠିକ୍ ସେହିପରି ଗଙ୍ଗାଧର ଙ୍କ ଉତ୍ତର ଦାୟାଦ ଡକ୍ଟର ପ୍ରଫେସର ମଣୀନ୍ଦ୍ର କୁମାର ମେହେର ଙ୍କ ଦୂରଭାଷ ମାଧ୍ୟମରେ ଶୁଭେଚ୍ଛା ବାର୍ତ୍ତା ମଧ୍ୟ ଶ୍ରୋତା ଙ୍କୁ ଶ୍ରବଣ ସହ ଡକ୍ଟର ମଣୀନ୍ଦ୍ର କୁମାର ମେହେର ଙ୍କ ଦ୍ଵାରା ରଚିତ ପୁସ୍ତକ "ଗଙ୍ଗାଧର ଙ୍କ ସମାଧି ମନ୍ଦିର" ଓ ଶ୍ରୀଯୁକ୍ତ ଭୋଜରାଜ୍  ସ୍ୱାଇଁ ଙ୍କ ରଚିତ ପୁସ୍ତକ "ଗଙ୍ଗାଧରଙ୍କ ସାହିତ୍ୟରେ ବିଜ୍ଞାନ" ପୁସ୍ତକ ର ଶୁଭ ଉନ୍ମୋଚନ କରାଯାଇଥିଲା ।ପ୍ରାରମ୍ଭିକ ସଙ୍ଗୀତ ଗାନ କରିଥିଲେ ଶିଶୁ ବିଦ୍ୟା ମନ୍ଦିରର ଭଉଣୀ ଗଣ।ଏହି କାର୍ଯ୍ୟକ୍ରମରେ ସମସ୍ତ ଗୁରୁଜୀ ଗୁରୁମା ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like