-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ବରୀ -ବିଞ୍ଝାରପୁର ରାସ୍ତା ର ଚିଙ୍ଗୁଡ଼ିଆ ନାଳ ରେ ନିର୍ମାଣ ହେବ ହାଇ ଲେବୁଲ ବ୍ରିଜ

20-Mar-2026



(ରଂଜିତ ମହାନ୍ତି )
ବରୀ, ଯାଜପୁର ଜିଲ୍ଲା ବରୀ -ବିଞ୍ଝାରପୁର ରାସ୍ତା ର ଚିଙ୍ଗୁଡ଼ିଆ ନାଳ ରେ ନିର୍ମାଣ ହେବ ହାଇ ଲେବୁଲ ବ୍ରିଜ ଏନେଇ ଚିତ୍ର ସ୍ପଷ୍ଟ ହୋଇଛି!ଯାହାଦ୍ୱାରା ବରୀ -ବିଞ୍ଝାରପୁର ଅଞ୍ଚଳ ବାସି ଙ୍କ ପକ୍ଷରୁ ଦୀର୍ଘ ଦିନର ଦାବି ପୂରଣ ହେବାକୁ ଯାଉଛି ବୋଲି କୁହାଯାଇଛି!ଦେଶ ସ୍ୱାଧୀନତା ର76ବର୍ଷ ହୋଇଯାଇଥିଲା ବେଳେ ବରୀ ବିଞ୍ଝାରପୁର ରାସ୍ତା ନିର୍ମାଣ ସରୁନି, ଏନେଇ ସାଧାରଣରେ ଅସନ୍ତୋଷ ବୃଦ୍ଧି ପାଉଥିଲା ବେଳେ ଚିଙ୍ଗୁଡ଼ିଆ ନାଳ ରେ ନିର୍ମାଣ ଧୀନ ବ୍ରିଜ ଟି ଅତି ନିମ୍ନ ମାନର ନିର୍ମାଣ ହେଉଥିଲା!ଏହାକୁ ଭାରତୀୟ ଜାତୀୟ ଜଳପଥ ବିଭାଗ ବନ୍ଦ କରି ଦେଇଥିଲା!ବନ୍ଦ ହେବାର ଦୀର୍ଘ ଏଗାର ବର୍ଷ ବିତିଯାଇଥିଲା ବେଳେ ସହ ଶହ ପଥ ଚାରି, ବାଇକ ଆରୋହୀ, ଚାଷୀ ନାହିଁ ନଥିବା ହଇରାଣ ହରକତ ହେଉଥିଲେ!ଜଳପଥ ବିଭାଗ ର ପ୍ଲାନ ରେ ବ୍ରିଜ ନିର୍ମାଣ ହେବ ବୋଲି ପରେ ଲୋକେ ଜାଣିବାକୁ ପାଇଥିଲେ!କିନ୍ତୁ ଜଳପଥ ବିଭାଗ ଏନେଇ ଏତେ ଗୁରୁତ୍ୱ ଦେଉନଥିଲା!ଫଳ ରେ ବ୍ରିଜ ନିର୍ମାଣ କାରି ସଂସ୍ଥା ତିନି ଚାରୋଟି ପିଲର କରି କାମ ବନ୍ଧ କରି ଚାଲିଯାଇଥିଲା!ବରୀ ବିଞ୍ଝାରପୁର ଗ୍ରାମବାସୀ ଙ୍କ ଉଦ୍ୟମ ରେ ଜଳପଥ ବିଭାଗ ପକ୍ଷରୁ ଏନୋସି ମିଳିଛି!ପୁନର୍ବାର ବ୍ରିଜ ନିର୍ମାଣ ହେବ ବୋଲି ସ୍ଥିର ହୋଇଛି!ଯେଉଁଠାରେ ହେଉଥିଲା ସେଠାରୁ ଦଶ ପନ୍ଦର ମିଟର ଦୂର ରେ ନୂତନ ଭାବେ ନିର୍ମାଣ ହେବ ବୋଲି ସୂଚନା ମିଳିଛି!ଏଥି ପାଇଁ ଆରଡ଼ି ବିଭାଗ କୁ ହସ୍ତାନ୍ତର କରାଯାଇଛି!ଆରଡ଼ି ବିଭାଗ ନୂତନ ପ୍ଲାନ ଏସ୍ଟିମେଣ୍ଟ କରି ଟେଣ୍ଡର କରିବ ବୋଲି ସ୍ଥିର ହୋଇଛି!ଟେଣ୍ଡର ପରେ ବ୍ରିଜ ନିର୍ମାଣ ହେବ, ସମ୍ପୂର୍ଣ ହେଲେ  ଶହ ଶହ ଜନସାଧାରଣ ଉପକୃତ ହେବେ ବୋଲି ଅଞ୍ଚଳ ବାସି କହିଛନ୍ତି, ଏଥି ସହିତ ତହସିଲ, ବ୍ଲକ, ଥାନା, ସବରେଜିଷ୍ଟର, ପ୍ରାଣୀ ଚିକିତ୍ସା କେନ୍ଦ୍ର, ଅଗ୍ନି ସେବା କେନ୍ଦ୍ର ସହିତ ଯୋଗାଯୋଗ କରିବାକୁ ସହଜ ହୋଇପାରିବ ବୋଲି ସ୍ୱର ଉଠିଛି!!ତୁରନ୍ତ ଆରଡ଼ି ବିଭାଗ ପ୍ଲାନ ଏସ୍ଟିମେଣ୍ଟ କରି ଟେଣ୍ଡର କରିବାକୁ ଅଞ୍ଚଳ ବାସି ଦାବି କରିଛନ୍ତି!ଏହି ପ୍ରକ୍ରିୟା କୁ ଆଗେଇ ନେବାରେ ଅଞ୍ଚଳ ର ଯୁବ ସମାଜ ସେବୀ ବିବେକ ନାଥ ଶର୍ମା, ବିବେକା ନନ୍ଦ ରାୟ, ଗିରିଜା ପ୍ରସାଦ ରାୟ,ନାରାୟଣ ପ୍ରସାଦ ସାମନ୍ତ ରାୟ ମହାପାତ୍ର, ନୀଳମଣି ସାମଲ,ଙ୍କ ସମେତ ଶତାଧିକ ଅଞ୍ଚଳ ବାସି ଙ୍କ ଅବଦାନ ଅତୁଳନୀୟ ବୋଲି କୁହାଯାଇଛି!


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like