-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||     

HOME   ଜିଲ୍ଲା

ବରିଷ୍ଠ କଂଗ୍ରେସ ପ୍ରେମୀ ତଥା ସମାଜସେବୀ ନନ୍ଦ କିଶୋର ଙ୍କ ପରଲୋକ

20-Mar-2026



(ରଂଜିତ ମହାନ୍ତି )
ବରୀ ଅଞ୍ଚଳ ର ବରିଷ୍ଠ କଂଗ୍ରେସ ପ୍ରେମୀ ସଂଗଠକ ସମାଜସେବୀ ତ‌ଥା ଅବସରପ୍ରାପ୍ତ କର୍ମଚାରୀ ନନ୍ଦ କିଶୋର ସେନାପତି (77)ଙ୍କ ପରଲୋକ ଘଟିଛି!କିଛି ଦିନ ହେବ ଅସୁସ୍ଥ ହୋଇ ଚିକିତ୍ସାନ ଥିଲେ!କଟକ ରେ ଏକ ଘରୋଇ ନର୍ସିଙ୍ଗ ହୋମ ରେ ପରଲୋକ ଘଟିଥିବା ପରିବାର ପକ୍ଷରୁ ସୂଚନା ମିଳିଛି! ସ୍ୱର୍ଗତ ସେନାପତି ଙ୍କ ବିୟୋଗ ଖବର ପ୍ରଚାରିତ ହେବାମାତ୍ରେ ସମଗ୍ର ଅଞ୍ଚଳ ରେ ଶୋକର ଛାୟା ଖେଳିଯାଇଛି।ଶେଷ ଦର୍ଶନ ପାଇଁ ତାଙ୍କ ନିଜ ବାସଭବନ ଅରାଙ୍ଗାବାଦ ରେ ବିଶିଷ୍ଠ ବ୍ୟକ୍ତି ମାନେ ପହଞ୍ଚି ସ୍ୱର୍ଗତ ଆତ୍ମା ର ସଦଗତି କାମନା କରି ପରିବାର ବର୍ଗ ଙ୍କୁ ସମବେଦନା ଜଣାଇଛନ୍ତି ! ଗୁରୁବାର ସନ୍ଧ୍ୟାରେ ଶେଷ କୃତ୍ୟ ସମ୍ପର୍ଣ୍ଣ ହୋଇଛି!ବଡ଼ ପୁଅ ଦୀପକ ମୁଖାଗ୍ନି ଦେଇଥିବା କୁହାଯାଇଛି! ସ୍ୱର୍ଗତ ସେନାପତି ଙ୍କ ପରଲୋକ ରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶ୍ରୀକାନ୍ତ ଜେନା, ବରିଷ୍ଠ କଂଗ୍ରେସ ନେତା ସନତ କୁମାର ଜେନା, ପୂର୍ବତନ ବିଧାୟକ ଚିହ୍ନୟ ପ୍ରସାଦ ବେଉରା, ଭାଜପା ନେତା ଜଗନ୍ନାଥ ପ୍ରସାଦ ପରିଡା, ବରିଷ୍ଠ ସାମ୍ବାଦିକ ବାଞ୍ଛାନିଧୂ ସାହୁ, ସମାଜସେବୀ ବିବେକ ରାୟ, ଜିଲ୍ଲା କଂଗ୍ରେସ ସଭାପତି ମାଗୁଣି ଜେନା, ଜିଲ୍ଲା କଂଗ୍ରେସ ସମ୍ପାଦକ ଦେବେନ୍ଦ୍ର ପ୍ରଧାନ, ଦେବ ଦାସ, ପୂର୍ବତନ ବିଧାୟିକା ସୁନନ୍ଦା ଦାସ, ଭାଜପା ନେତା ଆଶୁତୋଷ ପରିଡା ପ୍ରମୁଖ ଗଭୀର ଶୋକ ପ୍ରକାଶ କରି ପରିବାର ବର୍ଗ ଙ୍କୁ ସମବେଦନା ଜଣାଇଛନ୍ତି!


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026

You Might Also Like