-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

ନର୍ଲା ହାଇସ୍କୁଲ ଠାରେ ଜନଗଣନା ତାଲିମ ଶିବିର

20-Mar-2026



ନର୍ଲା   (ଚିନ୍ତାମଣି ନାଏକ ): ଜନଗଣନା-୨୦୨୭ ପାଇଁ ନର୍ଲା ସ୍ଥିତ ପଞ୍ଚାୟତ ସମିତି ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ ଗତ ୧୬.୦୩.୨୦୨୬ ରୁ ଜନଗଣନା ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି | ନର୍ଲା ତହସିଲଦାର ତଥା ଜନଗଣନା ଅଧିକାରୀ ଶ୍ରୀ ବିଭୁପ୍ରସାଦ ସିଂ ଙ୍କ ନେତୃତ୍ବରେ ୨୩୩ ଜଣ ଜନଗଣନାକାରୀ ଓ ୪୨ ଜଣ ସୁପରଭାଇଜରଙ୍କୁ ନେଇ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ଏଥିରେ। ଅତିରିକ୍ତ ତହସିଲଦାର ଶ୍ରୀ ମନୋରଞ୍ଜନ ନାୟକ, ବରିଷ୍ଠ ରାଜସ୍ୱ ସହାୟକ ଅଜିତ କୁମାର ସାହୁ ଓ ଭାଗୀରଥି ନାଏକ,ଟେକ୍ନିକାଲ ଆସିଷ୍ଟାଣ୍ଟ ଙ୍କ ପରିଚାଳନା ରେ  ଏହି କାର୍ଯ୍ୟକ୍ରମ ଆସନ୍ତା ମାର୍ଚ୍ଚ ୨୫ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ସୁସ୍ମିତା ସୁନାମୁଣ୍ଡି ଶିବିର ପରିଚାଳନାରେ ସହଯୋଗ କରିଥିବା ବେଳେ
ଜନଗଣନା ୨୦୨୭ (ପର୍ଯ୍ୟାୟ ୧) ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକ ତାଲିମ ଶିବିର ଅନୁଷ୍ଠିତ ହୋଇଛି । ଗୃହ ତାଲିକାକରଣ ପରିଚାଳନା ଓ ଗୃହ ଜନଗଣନା ପାଇଁ ୧୬ ତାରିଖରୁ ଆରମ୍ଭ ହୋଇ ଚଳିତ ମାସ ୨୫ ତାରିଖ ପର୍ଯ୍ୟନ୍ତ (୯ ଦିନ ଧରି ଏହି ତାଲିମ ଶିବିର) ଅନୁଷ୍ଠିତ ହେବ । ପ୍ରଥମ କରି ଏହି ଜନଗଣନା ଏକ ନୂଆ ରୂପରେ; ଯାହାକି ଡିଜିଟାଲ ମୋଡରେ କରାଯିବ ବୋଲି ତହସିଲଦାର ଓ ଅତିରିକ୍ତ ତହସିଲଦାର ଦୁଇ ଅଧିକାରୀ ସୂଚନା ଦେଇଛନ୍ତି । ଏହି ତାଲିମ୍ ଶିବିରରେ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ତାଲିମ୍ ଦେବାପାଇଁ ଚାରିଜଣ ତାଲିମ୍ ପ୍ରାପ୍ତ ତାଲିମ ଦାତା(ଶ୍ରୀମତୀ ସଙ୍ଘମିତ୍ରା ପଣ୍ଡା, କୌଶଲ୍ୟା ଗଡବା, ସୁରେଶ ଚନ୍ଦ୍ର ନାଏକ ଓ ବିକ୍ରମ ହରିଜନ) ଫିଲ୍ଡ ଟ୍ରେନର କୁ ନିଯୁକ୍ତି କରାଯାଇଅଛି।୨୦୧୧ ଜନଗଣନା ପରେ ଏହି ଜନଗଣନା କାର୍ଯ୍ୟକ୍ରମ ପ୍ରଥମ କରି ସମ୍ପୂର୍ଣ୍ଣ ଡିଜିଟାଲ ମୋଡରେ ହେବ | ଏଣୁ ୯ ଦିନ ବ୍ୟାପୀ ନିୟୋଜିତ ହେବାକୁ ଥିବା ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ପୁଙ୍ଖାନୁପୁଙ୍ଖ ଭାବେ ତାଲିମ ଦେବାର କାର୍ଯ୍ୟକ୍ରମ ରହିଛି I ନର୍ଲା ତହସିଲଦାର ଓ ଅତିରିକ୍ତ ତହସିଲଦାରଙ୍କ ତତ୍ତ୍ୱାବଧାନରେ ଏହି ଶିବିରକୁ ଶୁଭାରମ୍ଭ କରି ଡିଜିଟାଲ ମୋଡରେ ଓ  କିଭଳି ନିର୍ଭୂଲ ଭାବରେ ଜନଗଣନା କରିବେ ସେ ନେଇ ସମସ୍ତଙ୍କୁ ଅବଗତ କରିଥିଲେ ।ଏବଂ ତାଲିମ ସୁରୁଖୁରୁ ଭାବରେ ଚାଲିଥିବା  ଅତିରିକ୍ତ ତହସିଲଦାର ଶ୍ରୀ ମନୋରଞ୍ଜନ ନାୟକ ସୂଚନା ଦେଇଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like