-+91-9937148622 |

prerana_bgr@rediffmail.com |

  Wednesday 15th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   (14-Jul-2026)       ||      ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   (14-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର    (14-Jul-2026)       ||      ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ    (14-Jul-2026)       ||      ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   (14-Jul-2026)       ||      ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   (14-Jul-2026)       ||      ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   (14-Jul-2026)       ||      ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   (14-Jul-2026)       ||      ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||     

HOME   ଜିଲ୍ଲା

"ବରିଷ୍ଠ ରେ ପ୍ରତିଜ୍ଞା ଓ କନିଷ୍ଠ ରେ ଅଙ୍କିତା ପ୍ରଥମ"

20-Mar-2026



ବଲାଙ୍ଗୀର(ପ୍ରେରଣା ଖବର): ସାପ୍ତାହିକ ଖବର କାଗଜ "ପ୍ରେରଣା" ର ୨୧ତମ ସ୍ଵନକ୍ଷତ୍ର ଦିବସ ଉତ୍ସବ ପାଳନ ଅବସରରେ ହାଇସ୍କୁଲ ଓ କଲେଜ ଛାତ୍ରଛାତ୍ରୀଙ୍କୁ ନେଇ ସ୍ଥାନୀୟ ଗାନ୍ଧୀନଗର ପଡା ସ୍ଥିତ ପିଏମଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଓଡ଼ିଆ ପ୍ରବନ୍ଧ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।ଏହି ପ୍ରତିଯୋଗିତାରେ ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର ବହୁ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ।ବରିଷ୍ଠ ବିଭାଗରେ ସରକାରୀ ମହିଳା ମହାବିଦ୍ୟାଳୟ ର ରାଜନୀତି ବିଜ୍ଞାନ (ସମ୍ମାନ)ର ପ୍ରଥମ ବର୍ଷ ଛାତ୍ରୀ ପ୍ରତିଜ୍ଞା ତ୍ରିପାଠୀ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ର ଅନୁରାଗ ପାଣିଗ୍ରାହୀ ଦ୍ଵିତୀୟ ଓ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଛାତ୍ରୀ ଶିବାଶ୍ରୀ ସାହୁ ତୃତୀୟ ସ୍ଥାନ ଅଧିକାର କରିଥିଲେ।ସେହିପରି କନିଷ୍ଠ ବିଭାଗରେ ପିଏମଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ରୀ ଅଙ୍କିତା ବିଶ୍ୱାଳ ପ୍ରଥମ,କିସ ଆବାସିକ ବିଦ୍ୟାଳୟ ର ନବମ ଶ୍ରେଣୀ ଛାତ୍ରୀ ଉର୍ମିଳା ଛତ୍ରିଆ ଦ୍ଵିତୀୟ,ପିଏମଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଛାତ୍ରୀ ମାନସୀ ରାଣୀ ଦାଶ ଓ ପି.ପି ଏକାଡେମୀ ର ଛାତ୍ର ନିରଞ୍ଜନ ଦୋରା ଯୁଗ୍ମ ଭାବେ ତୃତୀୟ ସ୍ଥାନ ଅଧିକାର କରିଥିଲେ।ଚଳିତ ମାସ ୨୭ ତାରିଖ ଦିନ ସ୍ଥାନୀୟ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ପ୍ରେରଣା ର ସ୍ଵନକ୍ଷତ୍ର ଦିବସରେ ସମସ୍ତ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯିବ।"ପ୍ରେରଣା" ର ସମ୍ପାଦକ ରଘୁ ନନ୍ଦନ ସିଂହ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି ପ୍ରବନ୍ଧ ପ୍ରତିଯୋଗିତା ରେ କିସ୍ ଆବାସିକ ବିଦ୍ୟାଳୟର ଅଧ୍ୟକ୍ଷ ଆକାଶ ମିଶ୍ର,ଶିକ୍ଷକ ସୁରେଶ ବାରିକ,ଶିକ୍ଷକ ହରି ଖେତୀ,ବିଘ୍ନରାଜ ଗଡୁଆ, ଦୀନେଶ କୁମାର ଭୋଇ ଓ ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   14-Jul-2026
ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   14-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର   14-Jul-2026
  ଜିଲ୍ଲା  
ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ   14-Jul-2026
  ଜିଲ୍ଲା  
ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   14-Jul-2026
  ଜିଲ୍ଲା  
ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   14-Jul-2026
  ଜିଲ୍ଲା  
ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   14-Jul-2026
  ଜିଲ୍ଲା  
ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   14-Jul-2026
  ଜିଲ୍ଲା  
ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   14-Jul-2026
  ରାଜ୍ୟ  
୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   14-Jul-2026
  ରାଜ୍ୟ  
ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ   13-Jul-2026
  ଜିଲ୍ଲା  
ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    13-Jul-2026

You Might Also Like