-+91-9937148622 |

prerana_bgr@rediffmail.com |

  Wednesday 15th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   (14-Jul-2026)       ||      ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   (14-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର    (14-Jul-2026)       ||      ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ    (14-Jul-2026)       ||      ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   (14-Jul-2026)       ||      ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   (14-Jul-2026)       ||      ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   (14-Jul-2026)       ||      ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   (14-Jul-2026)       ||      ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||     

HOME   ଜିଲ୍ଲା

ରାଜ୍ୟ ସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ତୃତୀୟ ସଂନ୍ଧ୍ୟାରେ  ନାଟକ “ଆଏବା ସକାଲ” ଓ “ସୀତାଠାବ” ମଞ୍ଚସ୍ଥ

20-Mar-2026



ବଲାଙ୍ଗିର-  ସଦାଇପାଲି ରାମଜୀ ଯୁବକ ସଂଘ ତରଫରୁ ପଲ୍ଲିଶ୍ରୀ ବିହାର ସ୍ଥିତ ରାଧାକୃଷ୍ଣ ମଣ୍ଡପ ରେ ରାଜ୍ୟ ସ୍ତରୀୟ ମହାକୋଶଲ କୋଶଲି ନାଟବାଦୀ-ନାଟଯାତ୍‌ରା ଆଜି ତୃତୀୟ ଦିବସ ରେ ସାମାଜିକ କର୍ମୀ ସୁଲୋଚନା ମିଶ୍ର ମାଁ ସମଲେଇଶ୍ୱରୀ ଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କରି ପୁଜାର୍ଚ୍ଚନା ପରେ ମଞ୍ଚ ଖୋଲାଯାଇଥିଲା । ସାଇଟ ନର୍ସିଂ କଲେଜ ଅଧ୍ୟ୍ୟକ୍ଷା ସ୍ନିଗଧାମିନତି ଦାନୀ ଅଧ୍ୟ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବରେ ବଲାଙ୍ଗିର ଜିଲ୍ଲା ପରିଷଦ ଅଧ୍ୟ୍ୟକ୍ଷା ଦେବକୀ ସାହୁ ଯୋଗଦାନ କରିଥିଲେ । ବଲାଙ୍ଗିର ମୁୂ୍ୟନିସିପାଲିଟୀ ଅଧ୍ୟ୍ୟକ୍ଷା ଲିକା ସାହୁ ଓ ବଲାଙ୍ଗିର ବ୍ଲକ ଅଧ୍ୟ୍ୟକ୍ଷା ସରିତା ବାଗ, ପୂର୍ବତନ ବ୍ଲକ ଅଧ୍ୟ୍ୟକ୍ଷ ଗୋଲାପ ବାଗ ମଞ୍ଚାସୀନ ଥିଲେ । ସାଇଟ କଲେଜର ପ୍ରତିଷ୍ଠାତା ଡ. ଶ୍ରୀକର ମିଶ୍ର ସ୍ୱାଗତ ଭାଷଣ ଦେଇ ମଞ୍ଚ ପରିଚାଳନା କରିଥିଲେ । ଅତିଥି ବୃନ୍ଦ ମଞ୍ଚସ୍ଥ ହୋଇଥିବା ବରଗଡ ଜିଲ୍ଲା ସମର୍ପଣ ନାଟ୍ୟ ଅନୁଷ୍ଠାନ ର “ଆଏବା ସକାଲ” ନାଟକଟି ଆଜି ର ସମାଜ ପାଇଁ ଏକ ନୂତନ ବାର୍ତ୍ତା ନେଇ ମଞ୍ଚସ୍ଥ ହୋଇଥିଲା ବୋଲି ମନ୍ତବ୍ୟ ଦେଇଥିଲେ । ନାଟ୍ୟ ଜଗତ ରେ ଅବଦାନ ଥିବା ନାଟ୍ୟକାର ନିସାର ଅହମ୍ବଦ ନିସାର, ଗୀତିକାର ଶାନ୍ତନୁ ପୁରୋହିତ ଏବଂ ଅଭିନୟ ପ୍ରତି ସମର୍ପିତ ପ୍ରତିଭା ସୁଶ୍ରୀ ନୁର ଙ୍କୁ ନାଟକ ପ୍ରତିଭା ସମ୍ମାନ ରେ ସମ୍ମାନୀତ କରାଯାଇଥିଲା । ତାପରେ ଦେଓଗାଁ ବ୍ଲକ

ଚନ୍ଦ୍ରପୁର ଶ୍ରୀରାମଜୀ କଳାପରିଷଦ ର କଳାକାର ମାନେ ଗୀତିନାଟ୍ୟ “ସୀତାଠାବ” ପରିବେଶଣ କରିଥିଲେ । ହନୁମାନ ଭୂମିକାରେ ଅଭିନୟ କରିଥିବା ଶରତ ପୁଟେଲ ଙ୍କ ଅଭିନୟ ମର୍ମସ୍ପର୍ଶି ହୋଇଥିଲା । ମଞ୍ଚ ପରିଚାଳନା ରେ ବି.ଏସ.ସି. ନର୍ସିଂ ଛାତ୍ରୀ ଲିପିକା ମହାକୁର, ହେମାଙ୍ଗିନୀ ରାଉତ, ଇପସିତା ପ୍ରଧାନ, ହରିପ୍ରିୟା ମହାନନ୍ଦ, ଅଭିଲାଶରାଣୀ ନନ୍ଦ, ପାୟଲ ବୁଡେକ, ମାମୁନୀ ରଣା, ରିଆ ଓରାମ, ଅପର୍ଣ୍ଣାରାଣୀ ପୁଟେଲ, ତ୍ରିବେଣୀ ବାଗ, ପୁଷ୍ପାଞ୍ଜଳି ଖମାରୀ, ନମିତା ଏକ୍କା ତଥା ରାମପ୍ରସାଦ ଦାଶ ସହଯୋଗ କରିଥିଲେ । ଶେଷରେ ପ୍ରହଲ୍ଲାଦ ଦର୍ଜି ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   14-Jul-2026
ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   14-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର   14-Jul-2026
  ଜିଲ୍ଲା  
ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ   14-Jul-2026
  ଜିଲ୍ଲା  
ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   14-Jul-2026
  ଜିଲ୍ଲା  
ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   14-Jul-2026
  ଜିଲ୍ଲା  
ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   14-Jul-2026
  ଜିଲ୍ଲା  
ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   14-Jul-2026
  ଜିଲ୍ଲା  
ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   14-Jul-2026
  ରାଜ୍ୟ  
୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   14-Jul-2026
  ରାଜ୍ୟ  
ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ   13-Jul-2026
  ଜିଲ୍ଲା  
ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    13-Jul-2026

You Might Also Like