-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

ଆପ ନେତା ଆଶିଷ ପାଣ୍ଡେ ଙ୍କ ନେତୃତ୍ୱରେ ମିଶ୍ରଣ ପର୍ବ

20-Mar-2026



ବଲାଙ୍ଗିର- ବଲାଙ୍ଗିର ଆମ ଆଦମୀ ପାର୍ଟି ଜିଲ୍ଲା ସଭାପତି ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ ପାଣ୍ଡେଙ୍କ ନେତୃତ୍ୱରେ ବଲାଙ୍ଗିର ସାମ୍ବାଦିକ ଭବନ ଠାରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା । ଏହି ମିଶ୍ରଣ ପର୍ବ ରେ ଆମ ଆଦମୀ ପାର୍ଟି ରେ ବଲାଙ୍ଗିରର ଆଇନଜିବି ତଥା ପୂର୍ବତନ ବାର ଏସୋସିଏସନ ସେକ୍ରେଟେରୀ ପ୍ରମୋଦ ବହିଦାର, କଣ୍ଟାବାଞ୍ଜି ର ସମାଜସେବୀ ତଥା ସାମ୍ବାଦିକ ଯସକେତନ ନାଗ, ଦେଓଗାଁ ବ୍ଲକ ବିଜେଡି କର୍ମୀ ରାଜ କୁମ୍ଭାର, ପୁଇଁନ୍ତଲା ବ୍ଲକର ସମାଜସେବୀ ଲଛମନ ପଟେଲ ଆଦି ପାର୍ଟିର ନୀତି ଆଦର୍ଶ ରେ ପ୍ରଭାବିତ ହୋଇ ଆପ ନେତା ଆଶିଷ ପାଣ୍ଡେଙ୍କ ନେତୃତ୍ୱରେ ଯୋଗ ଦେଇ ପାର୍ଟିର ଆଦର୍ଶ ରେ କାମ କରିବା ପାଇଁ ସଂକଳ୍ପ ନେଇଛନ୍ତି । ଶ୍ରୀ ପାଣ୍ଡେ କହିଛନ୍ତି

ଆମ ଆଦମୀ ପାର୍ଟି ଗୋଟେ ସ୍ୱଚ୍ଛ, ଶିକ୍ଷିତ, ଭ୍ରଷ୍ଟାଚାର ମୁକ୍ତ, ଦେଶ ଭକ୍ତ ଦଳ, ଆମ ଆଦମୀ ପାର୍ଟି ଦେଶକୁ ଶିକ୍ଷିତ, ସୁସ୍ଥ, ଉନ୍ନତି ଦିଗରେ ଆଗେଇ ନେବା ଏବଂ ଦେଶକୁ ନମ୍ବର ୱାନ କରିବା ଲକ୍ଷ୍ୟ, ଦେଶର ପ୍ରତ୍ୟେକ ଲୋକଙ୍କୁ ବିଜୁଳି, ପାଣି, ଶିକ୍ଷା, ସ୍ୱାସ୍ଥ୍ୟ ରୋଜଗାର ଭଳି ମୈଳିକ ଆବଶ୍ୟକତା ଯୋଗାଇବା ମୂଳ ଲକ୍ଷ୍ୟ । ଏହି କାର୍ଯ୍ୟକ୍ରମରେ ଆପ ବଲାଙ୍ଗିର ର ପଦାଧିକାରୀ ୟୁଥ ବିଙ୍ଗ ସଭାପତି ରମାକାନ୍ତ ବେହେରା, ବଲାଙ୍ଗିର ବିଧାନସଭା ସଭାପତି ସଦାଶିବ ମେହେର, ବଲାଙ୍ଗିର ସୋସିଆଲ ମିଡିଆ ଇନଚାର୍ଯ୍ୟ ସମ୍ରାଟ କିଶୋର ଭୋଇ, କାହ୍ନୁ କରଣ, ପଙ୍କଜ ସାହୁ, ଶଙ୍କର ପ୍ରସାଦ ନାଗ, ବାଳକୃଷ୍ଣ ନାଏକ, ପ୍ରଶାନ୍ତ ସାହୁ ଆଦି ମିଶ୍ରଣ ପର୍ବରେ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like