-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

ଦାୟିତ୍ୱ ନେଲେ ନୂଆପଡ଼ା ନୂତନ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ

21-Mar-2026



ନୂଆପଡ଼ା (ରାମନାଥ ପଣ୍ଡା )
ନୂଆପଡ଼ା ଜିଲ୍ଲାର ନୂତନ ଜିଲ୍ଲା ସୂଚନା ଓ ଜନସମ୍ପର୍କ ଅଧିକାରୀ (ଡିଆଇପିଆରଓ) ଭାବେ ରମାକାନ୍ତ ବିଶ୍ୱାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବତନ ଡିଆଇପିଆରଓ ବିଦ୍ୟାପତି ପଣ୍ଡାଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଥିଲେ। ଶ୍ରୀ ପଣ୍ଡାଙ୍କୁ ବୌଦ୍ଧ ଜିଲ୍ଲାକୁ ଡିଆଇପିଆରଓ ଭାବେ ବଦଳି କରାଯାଇଛି।
ଓଡ଼ିଶା ସୂଚନା ସେବା (ଓଆଇଏସ-୨) ୨୦୨୫ ବ୍ୟାଚର ଅଧିକାରୀ ଶ୍ରୀ ବିଶ୍ୱାସ ଓଡ଼ିଶା ଲୋକସେବା ଆୟୋଗ ପରୀକ୍ଷାରେ ସେ ୨୬ତମ ସ୍ଥାନ ଅଧିକାର କରିଥିଲେ। 
ସେ ୦୫ ଡିସେମ୍ବର ୨୦୨୫ ତାରିଖରେ ନୂଆପଡ଼ାରେ ଉପଖଣ୍ଡ ସୂଚନା ଓ ଜନସମ୍ପର୍କ ଅଧିକାରୀ (ଏସଡିଆଇପିଆରଓ) ଭାବେ ଯୋଗଦେଇଥିଲେ। ୨୦୧୩ ମସିହାରେ ଏକାଡେମି ଅଫ୍ ମ୍ୟାନେଜମେଣ୍ଟ ଆଣ୍ଡ ଇନଫର୍ମେସନ ଟେକ୍ନୋଲୋଜିରୁ ସାମ୍ବାଦିକତା ଓ ଜନସଂଯୋଗରେ ସ୍ନାତକୋତ୍ତର ଶିକ୍ଷା ଅର୍ଜନ କରିବା ପରେ ସେ ତାଙ୍କ ସାମ୍ବାଦିକତା ଜୀବନ ‘ଓଡ଼ିଶା ପୋଷ୍ଟ’ ଇଂରାଜୀ ଦୈନିକ ଖବର କାଗଜରେ ସବ୍‌-ଏଡିଟର ଭାବେ ଆରମ୍ଭ କରିଥିଲେ। ପରେ ‘ପ୍ରଗତିବାଦୀ’ ଇଂରାଜୀ ୱେବସାଇଟ ଓ ‘ଓଟିଭି ଇଂଲିଶ ଡିଜିଟାଲ’ରେ ସିନିୟର ସବ୍‌-ଏଡିଟର କାର୍ଯ୍ୟ କରିଥିଲେ।ଦାୟିତ୍ୱ ଗ୍ରହଣ ପରେ ଶ୍ରୀ ବିଶ୍ୱାସ କହିଛନ୍ତି ଯେ, ସରକାରଙ୍କ ବିଭିନ୍ନ କଳ୍ୟାଣମୂଳକ ଯୋଜନା ଓ କାର୍ଯ୍ୟକ୍ରମଗୁଡ଼ିକୁ ସଠିକ ଭାବେ ଲୋକମାନଙ୍କ ମଧ୍ୟରେ ପହଞ୍ଚାଇବା ସହ ଜନସମ୍ପର୍କ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା ତାଙ୍କର ପ୍ରାଥମିକତା ରହିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like