-+91-9937148622 |

prerana_bgr@rediffmail.com |

  Tuesday 14th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   (14-Jul-2026)       ||      ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   (14-Jul-2026)       ||      ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   (14-Jul-2026)       ||      ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||     

HOME   ଜିଲ୍ଲା

ଉପଖଣ୍ଡ ସାମ୍ବାଦିକ ସଂଘ ପକ୍ଷରୁ ପଖାଳ ଦିବସ

21-Mar-2026



ଆଠଗଡ, ଆଠଗଡ ଉପଖଣ୍ଡ ସାମ୍ବାଦିକ ସଂଘ ଆନୁକୂଲ୍ୟରେ ବିଶ୍ୱ ପଖାଳ ଦିବସ ପାଳନ ହୋଇଯାଇଛି । ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପଠାରେ ସଂଘର ସଭାପତି ସର୍ବେଶ୍ୱର ପଣ୍ଡାଙ୍କ ସଂଯୋଜନାରେ ପଖାଳ ଦିବସର ମହତ୍ଵ ଓ ବିଶେଷତ୍ବ ଉପରେ ଚର୍ଚ୍ଚା ହୋଇଥିଲା । ଏଥିରେ ଯୋଗଦେଇ ସମ୍ପାଦକ ନୀଳକଣ୍ଠ ଦୋରା, ବରିଷ୍ଠ ସାମ୍ବାଦିକ ସନାତନ ରାୟ, ସତ୍ଯ ପ୍ରସାଦ ରଥ, ସୁଧି ରଞ୍ଜନ ଦାଶ, ଯଶୋବନ୍ତ ବାରିକ, ବିଶ୍ୱଜିତ ରାଉତ, ମନୋରଞ୍ଜନ ମହାନ୍ତି, ପ୍ରକାଶ ସାହୁ, ସନ୍ତୋଷ ବାରିକ, ବ୍ରହ୍ମାନନ୍ଦ ଲେଙ୍କା, ଉପେନ୍ଦ୍ର ବାରିକ, ନୃସିଂହ ରାଉତ ପ୍ରମୁଖ ଓଡିଆ ଜାତିର ଅନ୍ଯତମ ପରିଚୟ ହେଉଛି ଏହି ଲୋକଖାଦ୍ୟ ପଖାଳ ବୋଲି ମତବ୍ୟକ୍ତ କରିଥିଲେ । ଓଡିଆଙ୍କ ପ୍ରିୟ ଖାଦ୍ଯ ଆଜି ବିଶ୍ବ ଦରବାରରେ ପହଞ୍ଚି ପାରିଥିବାରୁ ଏହା ଆମ ପାଇଁ ଗୌରବର ବିଷୟ । ଓଡିଆ ଜନଜୀବନରେ କାଇଁ କେଉଁ ଆବହମାନ କାଳରୁ ପଖାଳ ଏକ ସ୍ଵାସ୍ଥ୍ଯକର ତଥା ପୃଷ୍ଟିକର ଖାଦ୍ଯ ଭାବେ ବିବେଚନା ହୋଇଆସିଛି। ଗରିବ, ଖଟିଖିଆ ମୂଲିଆ ଠାରୁ ଆରମ୍ଭ କରି ମଧ୍ୟବିତ୍ତ ଓ ଧନିକ ବର୍ଗର ପ୍ରତ୍ୟେକ ଓଡିଆଙ୍କର ପଖାଳ ହେଉଛି ଅତି ପ୍ରିୟ ଖାଦ୍ଯ। ଏପରିକି ଓଡିଶାର ମଉଡମଣି ଆରାଧ୍ଯ ଦେବତା ଜଗତରନାଥ ମହାପ୍ରଭୁ ଶ୍ରୀ ଜଗନ୍ନାଥ ଓ ମହାଲକ୍ଷ୍ମୀଙ୍କର ମଧ୍ଯ ପଖାଳ ଭୋଗ ଅତି ପ୍ରିୟ ବୋଲି ଉପସ୍ଥିତ ସାମ୍ବାଦିକ ମାନେ ପ୍ରକାଶ କରିଥିଲେ । ଏଥିରେ ଯୋଗ ଦେଇଥିବା ୨୦ଜଣରୁ ଉର୍ଦ୍ଧ୍ବ ସାମ୍ବାଦିକ ଦହି ପଖାଳ ସହିତ ଅନ୍ଯାନ୍ଯ ବହୁ ପ୍ରକାରର ବ୍ୟଞ୍ଜନ ଖାଇଥିଲେ । ଅବିନାଶ ଦାସ, ମିଲୁ ମିଶ୍ର ଓ ଅନ୍ଯମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   14-Jul-2026
  ଜିଲ୍ଲା  
ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   14-Jul-2026
  ଜିଲ୍ଲା  
ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   14-Jul-2026
  ଜିଲ୍ଲା  
ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   14-Jul-2026
  ରାଜ୍ୟ  
୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   14-Jul-2026
  ରାଜ୍ୟ  
ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ   13-Jul-2026
  ଜିଲ୍ଲା  
ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    13-Jul-2026
  ଜିଲ୍ଲା  
ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   13-Jul-2026
  ଜିଲ୍ଲା  
ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   13-Jul-2026
  ଜିଲ୍ଲା  
ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   13-Jul-2026

You Might Also Like