-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||      ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା    (06-Aug-2026)       ||      ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||     

HOME   ଦେଶ ବିଦେଶ

ଚୀନ ସହଯୋଗରେ ଜାମ୍ମୁ ଓ କାଶ୍ମୀରରେ ପୁଣି ଧାରା ୩୭୦ ଲାଗୁ ହେବ ବୋଲି ଆଶା: ଫାରୁକ ଅବଦୁଲ୍ଲା

11-Oct-2020



ଦିଲ୍ଲୀ,୧୧/୧୦- ଜାମ୍ମୁ ଓ କାଶ୍ମୀରରେ ଧାରା ୩୭୦ ଉଚ୍ଛେଦ ପାଇଁ ଲଦାଖ ସୀମାରେ ଚୀନ ଏପରି ଆକ୍ରମଣାତ୍ମକ ରୂପ ଦେଖଉଛି ବୋଲି କହିଛନ୍ତି ଜାମ୍ମୁ-କାଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲା। ଧାରା ୩୭୦ ଉଚ୍ଛେଦକୁ ଚାଇନା ଆଦୌ ଗ୍ରହଣ କରି ନାହିଁ। ଏଥିପାଇଁ ଲଦାଖ ସୀମାରେ ଚୀନ ଏପରି ସ୍ଥିତି କରିଛି। ଚୀନ ସହଯୋଗରେ ପୁଣିଥରେ ଏହି ଧାରା ଲାଗୁ ହେବା ନେଇ ଆଶା କରୁଛି ବୋଲି ଫାରୁକ କହିଛନ୍ତି। ସେ କହିଛନ୍ତି “ଲଦାଖ ସୀମାରେ ଚାଇନା ଯାହା ବି କରୁଛି ତାହା କେବଳ ଧାରା ୩୭୦ ଉଚ୍ଛେଦ ପାଇଁ। ଏହାକୁ ସେମାନେ କେବେ ବି ଗ୍ରହଣ କରିପାରି ନାହାଁନ୍ତି। ଚୀନା ସମର୍ଥନରେ ପୁଣିଥରେ ଜାମ୍ମୁ ଓ କାଶ୍ମୀରରେ ଧାରା ୩୭୦ ଲାଗୁ ହେବା ନେଇ ମୁଁ ବେଶ୍‌ ଆଶାବାଦୀ ଅଛି!! 

ଚାଇନାର ଏଭଳି ମନୋଭାବ ପାଇଁ ପରୋକ୍ଷରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦାୟୀ କରି ଫାରୁକ କହିଛନ୍ତି  “ ମୁଁ ଚାଇନା ରାଷ୍ଟ୍ରପତିଙ୍କୁ ଡାକିନଥିଲି। ଏହା ପ୍ରଧାନମନ୍ତ୍ରୀ କରିଥିଲେ। ସେ କେବଳ ତାଙ୍କୁ ଆମନ୍ତ୍ରଣ କରିନଥିଲେ, ବରଂ ତାଙ୍କ ସହିତ ବସି ଝୁଲା ଝୁଲିଥିଲେ। ଏବଂ ତାଙ୍କୁ ଚେନ୍ନାଇ ବୁଲାଇ ନେଇ ତାଙ୍କ ସହିତ ଭୋଜନ ବି କରିଥିଲେ! 

*ସୂଚନା ଥାଉକି ଧାରା ୩୭୦ ଓ ୩୫ଏ ଭାରତୀୟ ସମ୍ବିଧାନରେ ଜାମ୍ମୁ ଓ କାଶ୍ମୀରକୁ ସ୍ୱତନ୍ତ୍ର ସ୍ୱାଧୀନତା ଦେଉଥିଲା। ଏହି ଧାରା ଜାମ୍ମୁ ଓ କାଶ୍ମୀରରେ ସ୍ୱତନ୍ତ୍ର ସମ୍ବିଧାନ ଓ ସ୍ୱତନ୍ତ୍ର ଦଣ୍ଡବିଧାନ ବ୍ୟବସ୍ଥା ରଖିବାକୁ ଅନୁମତି ଦେଇଥିଲା।*

ଅଗଷ୍ଟ ୫ ତାରିଖରେ ଏଥିପାଇଁ ସଂସଦରେ ଦୁଇଟି ସଂକଳ୍ପ ପାରିତ ହୋଇଥିଲା। ପ୍ରଥମ ଧାରା ୩୭୦ ଉଚ୍ଛେଦ ଓ ଦ୍ୱିତୀୟଟି ହେଲା ରାଜ୍ୟର ବିଭାଜନ କରି ଦୁଇଟି କେନ୍ଦ୍ର ଶାସିତ ଅଞ୍ଚଳ ଗୋଟିଏ ଜାମ୍ମୁ ଓ କାଶ୍ମୀର ଓ ଅନ୍ୟଟି ଲଦାଖ କରିବାର ପ୍ରସ୍ତାବ!!*

ଜାମ୍ମୁ ଓ କାଶ୍ମୀର ନେଇ କେନ୍ଦ୍ରର ନିଷ୍ପତ୍ତି ଉପରେ ଫାରୁକ କହିଥିଲେ  “୨୦୧୯ ଅଗଷ୍ଟ ୫ ତାରିଖରେ କେନ୍ଦ୍ର ସରକାର ଯାହା କଲେ ତା ଗ୍ରହଣୀୟ ନୁହେଁ। ଏମିତିକି ଜାମ୍ମୁ-କାଶ୍ମୀର ସମସ୍ୟାକୁ ସଂସଦରେ ଉଠାଇବାକୁ ବି ଅନୁମତି ଦିଆଗଲା ନାହିଁ ବୋଲି ଫାରୁକ କହିଛନ୍ତି!! 


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   07-Aug-2026
  ରାଜ୍ୟ  
ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   07-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   07-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   06-Aug-2026
  ଜିଲ୍ଲା  
ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   06-Aug-2026
  ଜିଲ୍ଲା  
ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ   06-Aug-2026
  ଜିଲ୍ଲା  
ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   06-Aug-2026
  ଜିଲ୍ଲା  
ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   06-Aug-2026
ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   06-Aug-2026
  ଜିଲ୍ଲା  
ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   06-Aug-2026
  ଜିଲ୍ଲା  
କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   06-Aug-2026

You Might Also Like