-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||     

HOME   ଜିଲ୍ଲା

ବିଶ୍ଵ ପଖାଳ ଦିବସ ଓ ବିଶ୍ଵ କବିତା ଦିବସ ଉପଲକ୍ଷେ ଅଭାଷୀ ମାଧ୍ୟମରେ ବହୁଭାଷୀ କବିତା ଆସର

21-Mar-2026



ଓଡିଆ ସାହିତ୍ୟ ସେବା ଓ ସୁରକ୍ଷା ଅନୁଷ୍ଠାନ ଆନୁକୁଲ୍ୟ ରେ ସଭାପତି ଶ୍ରୀମତୀ ରଶ୍ମି ପାତ୍ରଙ୍କ ସଭାପତିତ୍ଵ ରେ ମଞ୍ଚ ପରିଚାଳନା ସହ  ବିଶ୍ଵ ପଖାଳ ଦିବସ ଓ ବିଶ୍ଵ କବିତା ଦିବସ ଉପଲକ୍ଷେ ଏକ ବହୁଭାଷୀ କବିତା ଆସର ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ବରିଷ୍ଠ ସାହିତ୍ୟିକା ତଥା ବିଶ୍ଵ ହିନ୍ଦୁ ପରିଷଦ ର ପ୍ରାନ୍ତ ମାତୃଶକ୍ତି ସଂଯୋଜିକା ସରସ୍ଵତୀ ନନ୍ଦ ଓ ପ୍ରକୃତି ବନ୍ଧୁ ଡ. ଡୋଲାମଣି ଶତପଥୀ,ବରଗଡ ରୁ ଯୋଗଦାନ ଦେଇ ନିଜ ମତାମତ ପ୍ରଦାନ କରି ପଖାଳ  ଓ କବିତା ର ଜୀବନ ସହ ମହତ୍ଵ ଓ ଗୁଣକାରୀ ସମ୍ପର୍କରେ ଆଲୋକପାତ କରିଥିଲେ ।  ଏଥିରେ ବହୁ ସାହିତ୍ୟ ପ୍ରେମୀ ଯୋଗଦାନ ପୂର୍ବକ କବିତା ପଠନ କରି ଆସର ଟିକୁ ସାଫଲ୍ୟ ମଣ୍ଡିତ କରିଥିଲେ  । ଅନୁଷ୍ଠାନ ର ସମ୍ପାଦକ ଶ୍ରୀ ଦିଲୀପ କୁମାର ପୁରୋହିତ ମଧ୍ୟ ବାସ୍ତବ ଜୀବନରେ କବିତାର କଣ ସବୁ ଆବଶ୍ୟକତା ଅଛି ତାହା ଆଲୋଚନା କରିଥିଲେ ଓ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ସହ ସମ୍ପାଦିକା ମମତା ପାତ୍ର ସ୍ୱାଗତ ସଂଙ୍ଗୀତ ଓ କଣ୍ଠଶିଳ୍ପୀ ଶ୍ରୀମତୀ ଚୁମ୍ କି ଦାସ  ଉପସ୍ଥାପନା ସହ ସୁଲଳିତ କଣ୍ଠରେ ଦେଶ ବନ୍ଦନା ଗାନ କରିଥିଲେ । ଶ୍ରୀ ଭବାନୀ ଶଙ୍କର ପଟେଲ ମହୋଦୟ ନିଜ ସଂକ୍ଷିପ୍ତ ବକ୍ତବ୍ୟରେ ଭିନ୍ନ ଭିନ୍ନ  ପଖାଳ ବିଷୟରେ କହିଥିଲେ ଓ ଏହା ମଧ୍ୟ ଉଲ୍ଲେଖ କରିଥିଲେ ଯେ ଏମିତି ଆସର ବଲାଙ୍ଗିର ରେ ପ୍ରଥମ ଥର ଅନୁଷ୍ଠିତ ହେଲା କହି ଧନ୍ୟବାଦ ଜଣାଇଲେ  ।  ସୁଷମା ଦାସ ,ଶ୍ରୀମତୀ ନିରୁପମା ମିଶ୍ର , ଶ୍ରୀମତୀ ଶୁକୁନ୍ତଳା ପାତ୍ର,  ସରସ୍ଵତୀ ମିଶ୍ର , ମିନାକ୍ଷୀ ପାତ୍ର, ଜାନକୀ ସୁବୁଦ୍ଧି,ଶ୍ରୀ ମନୋଜ କୁମାର ପାତ୍ର  ଯୋଗଦାନ କରି  ପ୍ରତି ମାସରେ ଏମିତି ଆସର ହେଉ କହି ମତାମତ ଦେଲେ । ଖୁବ ଉଚ୍ଚକୋଟିର ଆସର ଥିଲା କହି ସମସ୍ତେ ନିଜ ନିଜ ବକ୍ତବ୍ୟ ରଖି ଆସର ର ସମାପ୍ତି ଘୋଷଣା କରାଯାଇଥିଲା ॥


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026

You Might Also Like