-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||     

HOME   ଜିଲ୍ଲା

ରାଜ୍ୟସ୍ତରୀୟ ଓଷ୍ଟା ମେଧା ଅନ୍ବେଷଣରେ ବଲାଙ୍ଗୀରର ଶ୍ରେଷ୍ଠ ପ୍ରଦର୍ଶନ

21-Mar-2026



ବଲାଙ୍ଗୀର(ପ୍ରେରଣା ଖବର): ଓଡିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା)ଆନୁକୂଲ୍ୟରେ ରାଜ୍ୟ ସ୍ତରରେ ଅନୁଷ୍ଠିତ ହୋଇ ଥିବା ମେଧା ଅନ୍ବେଷଣ ପରୀକ୍ଷାରେ ସମଗ୍ର ଓଡିଶାରୁ ୧୦୦ ଜଣଙ୍କ ମଧ୍ୟରୁ ବଲାଙ୍ଗୀର ଜିଲ୍ଲା ର ୯ଜଣ ଛାତ୍ରଛାତ୍ରୀ କୃତିତ୍ୱ ହାସଲ କରିଛନ୍ତି। ସଦର ବ୍ଲକ ଅନ୍ତର୍ଗତ ପଂଚାୟତ ଉଚ୍ଚ ବିଦ୍ୟାଳୟ,ବରଗାଁ ର ଛାତ୍ରୀ ଶାଶ୍ଵତିକା ମିଶ୍ର, ଶ୍ରୁତି ପଟେଲ ଓ ଶୁଚିସ୍ମିତା ନାଗ,ଧୋବା ହାଇସ୍କୁଲ ହର୍ଡାଟାଲ ର ଶିବନ୍ୟା ଭୋଇ, ଗୀତାଞ୍ଜଳି ବୁଡ଼େକ ଓ ଅର୍ଚ୍ଚନା ପଟେଲ,ମହନ୍ତ ଗିରିଧାରୀ ଉଚ୍ଚ ବିଦ୍ୟାଳୟ, ସିନଖମନ ର ଦିଶା ବଗର୍ତି ଓ ସଞ୍ଜନା ବାଗ,ପୋଲିସ ଉଚ୍ଚ ବିଦ୍ୟାଳୟ ମନୋହରପୁରର ଛାତ୍ର ଶିବଶଙ୍କର ସାହୁ ପ୍ରମୁଖ ଛାତ୍ରଛାତ୍ରୀଙ୍କୁ ରାଜ୍ୟସ୍ତରରେ ୩୦୦୦ ଟଙ୍କା ସହିତ ମାନପତ୍ର ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇ ଥିଲା। ରାଜ୍ୟସ୍ତରୀୟ ପୁରସ୍କାର ବିତରଣ ଉତ୍ସବରେ ଗାଇଡ ଭାବେ ଜିଲ୍ଲା କାର୍ଯ୍ୟକାରୀ ସଭ୍ୟ ଗୋବିନ୍ଦ ବଗର୍ତି ତାଙ୍କ ସହ ଯାଇଥିଲେ।ଏହି ସଫଳତା ପାଇଁ ରାଜ୍ୟ ଉପସଭାପତି ସୁଧୀର କୁମାର ନାଏକ, ରାଜ୍ୟ ସମ୍ପାଦିକା ରଂଜିତା ମିଶ୍ର, ଜିଲ୍ଲା ଓଷ୍ଟା ସଭାପତି ପ୍ରଦୀପ ପୁଟେଲ, କାର୍ଯ୍ୟକାରୀ ସଭାପତି ଅନିଲ କୁମାର ସାହୁ,ଜିଲ୍ଲା ଉପସଭାପତି ମଣିକର ମାଝୀ, ସମ୍ପାଦକ ଶଙ୍କର ପ୍ରସାଦ ମିଶ୍ର,ବ୍ଲକ ସମ୍ପାଦକ ସଞ୍ଜୟ କୁମାର ତ୍ରିପାଠୀ, ବ୍ଲକ ଉପସଭାପତି ସୁଧାନିଧି ମିଶ୍ର,ଜିଲ୍ଲା ଉପସଭାପତି ପ୍ରଣତି ପାଣିଗ୍ରାହୀ, ଜିଲ୍ଲା ସମ୍ପାଦିକା ପଦ୍ମାଳୟା ତ୍ରିପାଠୀ, ପୁଇଁତଲା ବ୍ଲକ ସମ୍ପାଦକ ଦିଲୀପ ବାରିକଙ୍କ ସମେତ ଜିଲ୍ଲାର ସମସ୍ତ ଓଷ୍ଟା କର୍ମକର୍ତ୍ତା କୃତୀ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026

You Might Also Like