-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||     

HOME   ଜିଲ୍ଲା

ବୁବେଲ ସ୍କୁଲରେ ପିଏମଶ୍ରୀ ବାର୍ଷିକ ଉତ୍ସବ 

21-Mar-2026



ବଲାଙ୍ଗୀର (ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ପୁଇଁନ୍ତଲା ବ୍ଳକ୍ ଅନ୍ତର୍ଗତ ପିଏମଶ୍ରୀ ନିଧି ସାଗର ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବୁବେଲ ଠାରେ ପିଏମ୍ ଶ୍ରୀ ବାର୍ଷିକ ଉତ୍ସବ ୨୦୨୫-୨୬ ଅନୁଷ୍ଠିତ ହୋଇଛି l ମିଥୁନ କୁଅଁର, ଅଶୋକ ପ୍ରଧାନ ଓ ଯୋଗେଶ୍ୱରୀ କୁମ୍ଭାର ମଞ୍ଚ ପରିଚାଳନା କରିଥିବା ବେଳେ ସଭାପତିତ୍ଵ କରିଥିଲେ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀମତୀ ଗିରିଜା ବାଙ୍କୀ। ବାର୍ଷିକ ଉତ୍ସବର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ପଠନ କରିବା ସହ ବାର୍ଷିକ ବିବରଣୀ ପଠନ କରିଥିଲେ l ମୁଖ୍ୟବକ୍ତା ଭାବରେ ବଲାଙ୍ଗୀର ଯୁଧିଷ୍ଠିର ଆଇନ ମହାବିଦ୍ୟାଳୟର ଅଧ୍ୟକ୍ଷ ସଂଜିବ କୁମାର ପ୍ରଧାନ ଯୋଗ ଦେଇ ବାର୍ଷିକ ଉତ୍ସବ ହେଉଛି 

ପିଲାମାନଙ୍କ ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକୁ ଆଣିବାର ଏକ ପ୍ଲାଟଫର୍ମ  ବୋଲି କହିଥିଲେ। ମୁଖ୍ୟ ଅତିଥି ଭାବରେ ଶ୍ରୀମତୀ ରତ୍ନlମୟୀ ପୁରୋହିତ ପୁଇନ୍ତଲା ବ୍ଲକ ଶିକ୍ଷା ଅଧିକାରୀ ଯୋଗଦେଇ କହିଥିଲେ ଯେ 'ଶୃଙ୍ଖଳା ହେଉଛି ସଫଳତାର ଚାବିକାଠି' l ସେହିପରି ସମ୍ମାନୀତ ଅତିଥି ଭାବରେ ବିଜ୍ଞାନ ଶିକ୍ଷକ ପର୍ଶୁରାମ ସାହୁ ଭଗବାନ ମିଶ୍ର, ମହାଦେବ ତୁମୁନିଆ ଯୋଗଦେଇ ଥିଲେ। ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ। ବିଦ୍ୟାଳୟ ପାଇଁ ଗୌରବ ଆଣି ଥିବା NRST, PMST, ଶିକ୍ଷାର୍ଥୀ ଏମ ଏସ ପି ଆୱାର୍ଡ, 

ପି.ଏମ. ଶ୍ରୀ କୁଇଜ୍, ବିଜ୍ଞାନ, ନାଟକ, JRC , Science ଏକଜିବିସନର କୃତୀ ପ୍ରତିଯୋଗୀ ମାନଂକୁ  ପୁରସ୍କାର  ଓ ସମ୍ମାନୀତ କରାଯାଇଥିଲା। ୫ ଜଣ ଶିକ୍ଷକ ମିଥୁନ କୁଅଁର, ଦିନେଶ ମହାନନ୍ଦ, ଅଶୋକ ପ୍ରଧାନ, ମମତାମୟୀ ମିଶ୍ର, ଗୋବର୍ଦ୍ଧନ ପ୍ରଧାନଙ୍କୁ ଶ୍ରେଷ୍ଠ ଶିକ୍ଷକ ଭାବରେ ସମ୍ମାନିତ କରାଯାଇଥିଲା l ପାଖାପାଖି ୨୦ ଟି ଦଳ ବିଭିନ୍ନ ସଂସ୍କୃତିକ କାର୍ଯକ୍ରମ ଭାଗ ନେଇ ପ୍ରଦର୍ଶନ ଦେଖାଇ ଥିଲେ l  ପରିଶେଷରେ ଶ୍ରୀ ମିଥୁନ କୁଅଁର ଧନ୍ୟବାଦ୍ ଅର୍ପଣ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026

You Might Also Like