-+91-9937148622 |

prerana_bgr@rediffmail.com |

  Tuesday 14th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||     

HOME   ଜିଲ୍ଲା

ସୁନାମୁଦିରେ ପଡ଼ା ସ୍ତରୀୟ ପୁଷ୍ଟି ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

21-Mar-2026



ନୂଆପଡ଼ା (ରାମନାଥ ପଣ୍ଡା )
 ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ ସୁନାମୁଦି ଗ୍ରାମଠାରେ ବାଙ୍ଗାଲୋରସ୍ଥିତ ଆଜିମ୍ ପ୍ରେମଜୀ ଫାଉଣ୍ଡେସନ୍‌ର ସହାୟତାରେ ପରିଚାଳିତ ଆଦିବାସୀ ପ୍ରକଳ୍ପ ଏବଂ ଖଡ଼ିଆଳସ୍ଥିତ 'ୟାର' (YAR) ଅନୁଷ୍ଠାନର ମିଳିତ ଆନୁକୁଲ୍ୟରେ ଏକ ପଡ଼ା ସ୍ତରୀୟ "ଗରମ ପୃଷ୍ଟିକର ଖାଦ୍ୟ" ସଚେତନତା କାର୍ଯ୍ୟକ୍ରମ ସଫଳତାର ସହ ସମ୍ପନ୍ନ ହୋଇଯାଇଛି ।
ଏହି କାର୍ଯ୍ୟକ୍ରମରେ 'ୟାର' ଅନୁଷ୍ଠାନର ସଭାପତି ମହେନ୍ଦ୍ର କୁମାର ଯୋଶୀ ମୁଖ୍ୟ ପରାମର୍ଶଦାତା ଭାବେ ଯୋଗଦେଇ ଆଦିବାସୀ ଅଞ୍ଚଳରେ ଶିଶୁ ଓ ମାଆ ମାନଙ୍କ ସ୍ୱାସ୍ଥ୍ୟ ସୁଧାର ତଥା କୁପୋଷଣ ଦୂରୀକରଣ ଉପରେ ଗୁରୁତ୍ୱାରୋପ କରିଥିଲେ।ଆକାଂକ୍ଷି ବ୍ଲକ ସହଯୋଗୀ ରାକେଶ କୁମାର ଷଡଙ୍ଗୀ,ପ୍ରଶିକ୍ଷିକା ଭାବେ ମହିଳା ସୁପରଭାଇଜର ବୈଦେହୀ ମାଝି ଯୋଗଦେଇ ଅଙ୍ଗନବାଡ଼ି କେନ୍ଦ୍ରରେ ପ୍ରଦାନ କରାଯାଉଥିବା ରନ୍ଧା ଖାଦ୍ୟର ଗୁଣବତ୍ତା ଓ ଏହାର ନିୟମିତ ସେବନର ଉପକାରିତା ସମ୍ପର୍କରେ ଉପସ୍ଥିତ ମା’ମାନଙ୍କୁ ପ୍ରଶିକ୍ଷଣ ପ୍ରଦାନ କରିଥିଲେ ।
ଅନ୍ୟମାନଙ୍କ ମଧ୍ୟରେ ସ୍ଥାନୀୟ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରର ସ୍ୱାସ୍ଥ୍ୟ ବିଶେଷଜ୍ଞ  ଅଙ୍କିତ ଦାସ ଏବଂ  ରାକେଶ କୁମାର ନାୟକ ଯୋଗଦେଇ ଶିଶୁମାନଙ୍କ ନିୟମିତ ସ୍ୱାସ୍ଥ୍ୟ ପରୀକ୍ଷା, ଓଜନ ବୃଦ୍ଧି ଓ ପରିଷ୍କାର ପରିଚ୍ଛନ୍ନତା ଉପରେ ପରାମର୍ଶ ଦେଇଥିଲେ । ସେହିପରି ଆୟୁଷ ମେଡିକାଲ ଅଫିସର ପ୍ରାକୃତିକ ଖାଦ୍ୟ ମାଧ୍ୟମରେ ଶରୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବା ପାଇଁ ଗୁରୁମନ୍ତ୍ର ଦେଇଥିଲେ ।
ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମକୁ 'ୟାର' ଅନୁଷ୍ଠାନର କର୍ମକର୍ତ୍ତା ଖୁସିରାମ ଭୋଇ, ପ୍ରବୀଣ ପଟେଲ ଏବଂ  ଋଷି ରାମ ମାଝୀ ସୁଚାରୁରୂପେ ପରିଚାଳନା କରିଥିଲେ। ଏହି ଅଭିଯାନରେ ସୁନାମୁଦି ଗ୍ରାମର ବହୁ ସଂଖ୍ୟକ ମହିଳା ଓ ଅଭିଭାବକ ସାମିଲ ହୋଇ ଶିଶୁଙ୍କୁ ପୃଷ୍ଟିକର ଖାଦ୍ୟ ପ୍ରଦାନ ପାଇଁ ସାମୂହିକ ଶପଥ ନେଇଥିଲେ । ପରିଶେଷରେ  ଖୁସିରାମ ଭୋଇ ଉପସ୍ଥିତ ସମସ୍ତ ଅତିଥି ଓ ଗ୍ରାମବାସୀଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ   13-Jul-2026
  ଜିଲ୍ଲା  
ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    13-Jul-2026
  ଜିଲ୍ଲା  
ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   13-Jul-2026
  ଜିଲ୍ଲା  
ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   13-Jul-2026
  ଜିଲ୍ଲା  
ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   13-Jul-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026

You Might Also Like