-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||     

HOME   ଜିଲ୍ଲା

ରାଜ୍ୟ ସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ଉଦ୍‌ଯାପିତ

21-Mar-2026



ବଲାଙ୍ଗିର- ସଦାଇପାଲି ରାମଜୀ ଯୁବକ ସଂଘ ତରଫରୁ ପଲ୍ଲିଶ୍ରୀ ବିହାର ସ୍ଥିତ ରାଧାକୃଷ୍ଣ ମଣ୍ଡପ ରେ ଗତ ବୁଧବାର ରୁ ଚାଲିଥିବା ରାଜ୍ୟ ସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ଆଜି ଉଦ୍‌ଯାପିତ ହୋଇଯାଇଛି । ଅଜିର ଉଦଯାପନ ଉତ୍ସବ ରେ ସାମାଜିକ କର୍ମୀ ସୁଲୋଚନା ମିଶ୍ର ମାଁ ସମଲେଇଶ୍ୱରୀ ଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କରି ପୁଜାର୍ଚ୍ଚନା ପରେ ନାଟ୍ୟ ନିର୍ଦ୍ଦେଶକ୰ଉଗ୍ରେସନ ଷଡଙ୍ଗି ଓ ଲୀଳା ନାଟକ କଳାକାର ୰ ପବିତ୍ର ନାଏକ ଙ୍କ ସ୍ମୃତି ରେ ମଞ୍ଚ ସମର୍ପଣ କରାଯାଇଥିଲା । ସାଇଟ୍ କଲେଜ ର ପ୍ରତିଷ୍ଠାତା ତଥା ବିଶିଷ୍ଟ ସମାଜସେବୀ ଡ. ଶ୍ରୀକର ମିଶ୍ର ଅତିଥି ପରିଚୟ ପ୍ରଦାନ କରି ସ୍ୱାଗତ ଭାଷଣ ଦେଇଥିଲେ । ଏହି ଅବସର ରେ ଦିର୍ଘ ଅର୍ଦ୍ଧ ଶତାଦ୍ଧି ଧରି ତାଙ୍କ ସଂସ୍ଥା କିପରି କ୍ରୀଡାର ତଥା ନାଟକ ର ଉନ୍ନତି ସହ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ରେ ଯୋଡି ହୋଇ ଶିକ୍ଷା, ସ୍ୱାସ୍ଥ୍ୟ, ପରିବେଶ ତଥା ଅର୍ଥନୈତିକ ଉନ୍ନତି ରେ ଆଗେଇ ଚାଲି ସମସ୍ତଙ୍କ ର ଆସ୍ଥାଭାଜନ ହୋଇପରିଛି, ତାହା ସଂକ୍ଷେପରେ ବର୍ଣ୍ଣନା କରିଥିଲେ । ମୁଖ୍ୟ ଅତିଥି ଭାବରେ ଯୁବ ନେତା ଗୋପାଳଜୀ ପାଣିଗ୍ରାହୀ ଓ ସମ୍ମାନୀତ ଅତିଥି ଭାବରେ ସଫଳ ଉଦ୍ୟୋଗୀ କିଶୋର ରଥ ଯୋଗଦାନ କରି ନାଟକ ଜରିଆରେ କେବଳ ଭାଷା କାହିଁକି ସମାଜ କୁ ଉଚିତ ମାର୍ଗ ଦର୍ଶନ କରିପାରିବ ବୋଲି କହିଥିଲେ । ପୁନଶ୍ଚ ଏହି ସଂସ୍ଥା ବିଭିନ୍ନ

ଜନହିତକର କାର୍ଯ୍ୟ କରି ଜିଲ୍ଲାର ଗୌରବ ବଢାଉଛି ବୋଲି କହିଥିଲେ । ସାଇଟ୍ କଲେଜ ସଂପାଦକ ଡ. ନାରାୟଣ ପ୍ରସାଦ ମିଶ୍ର ଅଧ୍ୟକ୍ଷତା କରି ଏମିତି ସମସ୍ତଙ୍କ ଠାରୁ ସହଯୋଗ ମିଳିଲେ ଆଗକୁ ଅନ୍ୟ ଜିଲ୍ଲାମାନଙ୍କୁ ସାମିଲ କରି ନାଟବାଦୀ କୁ ଆହୁରି ଆକର୍ଶଣିୟ କରିପାରିବା ବୋଲି କହିଥିଲେ । ଏହି ଅବସରରେ ନାଟ୍ୟ କଳାକାର ସମ୍ବଲପୁର ର ତୁଷାରରଂଜନ ବାରିକ , ବିନିକାର ଗୋପାଳଚନ୍ଦ୍ର ପଣ୍ଡା ଓ ବଲାଙ୍ଗିରର ରାମଚନ୍ଦ୍ର ବିଶ୍ୱାଳଙ୍କୁ ନାଟକ ପ୍ରତିଭା ସମ୍ମାନ ରେ ସମ୍ମାନୀତ କରାଯାଇଥିଲା । ଶେଷରେ ରାମପ୍ରସାଦ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ । ତାପରେ ଅଧ୍ୟାପକ ଅଶୋକ ବେହେରାଙ୍କ ନିର୍ଦ୍ଦେଶନା ରେ ବରଗଡ ସୌଖିନ କଳାକାର ସଂଘ ର କଳାକାର ମାନେ ପରିବେଶଣ କରିଥିଲେ ନାଟକ “କାଠର ଚୌକି” । ପରେ ପରେ ସାଇଟ୍ କଲେଜ ର ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ସହ ସାଇଟ୍ ନର୍ସିଂ କଲେଜ ର ନିର୍ଦ୍ଦେଶିକା ତୃପ୍ତିମୟୀ ମିଶ୍ର, ନମିତା ପଟେଲ, ସ୍ନିଗଧାମିନତି ଦାନୀ, ଲୋପାମୁଦ୍ରା ମିଶ୍ର, ଅନ୍ୱେଷା ସିଂହଦେଓ, ବିଉଟି ମେହର, ହେମନ୍ତୀ ମେହେର, ଆଦ୍ୟାଶା ବେହେରା, ନୀରୁପମା ସତ୍‌ନାମୀ, ବୃନ୍ଦାବନ ମହାକୁର, ଅଶୋକ ପଧାନ, ପ୍ରଶାନ୍ତ ତ୍ରିପାଠୀ, ସନ୍ତୋଷ ବ୍ରହ୍ମା, ଆଦିତ୍ୟ ପଟ୍ଟନାୟକ, ବୁଲୁ ମିଶ୍ର, ପ୍ରହଲ୍ଲାଦ ଦର୍ଜି, ପ୍ରଫୁଲ୍ଲ ମିଶ୍ର, ପ୍ରେମାନନ୍ଦ ସାଏ, ମିଲି ବାରିକ, ଲୋକନାଥ ସିଂହ ଆଦି ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026

You Might Also Like