-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||     

HOME   ଜିଲ୍ଲା

ପୂର୍ବତନ ନବରଙ୍ଗପୁର ବିଧାୟକଙ୍କୁ ଜିଲ୍ଲା ଭତ୍ରା ସମାଜ ତରଫରୁ ୧୨ବର୍ଷ ପାଇଁ ବାସନ୍ଦ କରାଗଲା*

22-Mar-2026



ନବରଙ୍ଗପୁର (ପ୍ରିୟଦର୍ଶିନୀ ପାତ୍ର)
ନବରଙ୍ଗପୁର ବିଧାନସଭା କ୍ଷେତ୍ରର ପୂର୍ବତନ ବିଧାୟକ ସଦାଶିବ ପ୍ରଧାନୀ ଓ ତାଙ୍କ ପରିବାରକୁ ଜିଲ୍ଲା ଭତରା ସମାଜ ତରଫରୁ ବାସନ୍ଦ କରାଯାଇଛି। ପୂର୍ବତନ ବିଧାୟକ ଶ୍ରୀ ପ୍ରଧାନୀ ତାଙ୍କ ଝିଅଙ୍କୁ ଭିନ୍ନ ଜାତିର ପୁଅ ସହିତ ବିବାହ କରିବାକୁ ପ୍ରସ୍ତୁତି କରୁଥିବା ବେଳେ ଏହା ଭତରା ସମାଜ ବିରୁଦ୍ଧ ହୋଇଥିବାରୁ ଶ୍ରୀ ପ୍ରାଧାନୀ ଓ ତାଙ୍କ ପରିବାରକୁ ବାସନ୍ଦ କରାଯାଇଛି। ଏହି ନିଷ୍ପତି ଝରିଗାଁ ବ୍ଲକ ଧାମଣାଗୁଡ଼ା ଦନ୍ତେଶ୍ୱରି ମନ୍ଦିର ପରିସରରେ ଜିଲ୍ଲା ଅଖିଳ ଭାରତୀୟ ଭତରା ବିକାଶ ପରିଷଦର ଏକ ଗୁରୁତ୍ବପୂର୍ଣ୍ଣ ବୈଠକରେ  ନିଆଯାଇଛି। ଏଥି ସହ ଚନ୍ଦାହାଣ୍ଡି ବ୍ଲକ ଅନକା ବେଢା ଗ୍ରାମର କ୍ଷୀରସିନ୍ଧୁ ମର୍କାମଙ୍କୁ ମଧ୍ୟ ଭତରା ସମାଜ ତରଫରୁ  ବାସନ୍ଦ କରାଯାଇଛି। ଏହି ବୈଠକରେ
ଜିଲ୍ଲାର ୧୦ ଗୋଟି ବ୍ଲକ ର ଭତରା ସମାଜର କାର୍ଯ୍ୟକର୍ତ୍ତାଙ୍କୁ ନେଇ ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ସର୍ବସମ୍ମତି କ୍ରମେ ସଦାଶିବ ପ୍ରଧାନୀ ଓ ତାଙ୍କ ପରିବାରକୁ ଜିଲ୍ଲାର ୧୦ ଗୋଟି ବ୍ଲକର ଭତରା ସମାଜ ତରଫରୁ ୧୨ ବର୍ଷ ପାଇଁ ବାସନ୍ଦ କରାଯାଇଥିଲା। ଏହି ବାସନ୍ଦ ସମୟରେ ଶ୍ରୀ ପ୍ରଧାନୀ ଙ୍କ ପରିବାର ଲୋକଙ୍କ କୌଣସି ସୁଖ ,ଦୁଃଖ କିମ୍ବା ସାମାଜିକ କାର୍ଯ୍ୟରେ ଜିଲ୍ଲାର ଭତରା ସମାଜର ଲୋକେ ଯୋଗ ଦେବେ ନାହିଁ। ଏହି ବୈଠକ ରେ ଅଖିଳ ଭାରତୀୟ ଭତରା ବିକାଶ ପରିଷଦ କେନ୍ଦ୍ରୀୟ କମିଟି ସଭାପତି ଜଗଦୀଶ ନାୟକ, ଜିଲ୍ଲା ଅଖିଳ ଭାରତୀୟ ଭତରା ବିକାଶ ପରିଷଦ ସଭାପତି ଜଗନ୍ନାଥ ମାଝୀ, ଉପସଭାପତି ରାମଧର ମାଝୀ, ପୂର୍ଣ୍ଣ ମାଝୀ, ଅନନ୍ତ ସୋରି, ସମ୍ପାଦକ ପ୍ରତାପ ଚନ୍ଦ୍ର ନାୟକ, ସହ ସମ୍ପାଦକ ମୋତିରାମ ସମରଥ ଓ ନବୀନ ଚନ୍ଦ୍ର ଭତରା, କୋଷାଧ୍ୟକ୍ଷ ଚନ୍ଦ୍ରୁ ପୂଜାରୀ ତଥା ହିରନ୍ ମାଝୀ, ମୋହନ ନାୟକ, ଘନ ମାଝୀ, ଜୟରାମ ଭତରା, ଗୋପୀନାଥ ମାଝୀ ସହ ଜିଲ୍ଲାର ୧୦ ଗୋଟି ବ୍ଲକ ରୁ ଶତାଧିକ ଭତରା ସମାଜ ର କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026

You Might Also Like