-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||     

HOME   ଜିଲ୍ଲା

କନ୍ଧବାହାଳ ରେ ଦଣ୍ଡସେନା ସମାଜର ମହାସଭା ସମ୍ମିଳନୀ

22-Mar-2026



କଣ୍ଟାବାଞ୍ଜି(ମୋହନ ସୁନା): ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ କନ୍ଧବାହାଲ ଗାଁରେ ପାଟଣାରାଜ ଦଣ୍ଡସେନା (କଳାର) ସମାଜର ମହାସଭା ସମ୍ମିଳନୀ ଶନିବାର ଅନୁଷ୍ଠିତ ହୋଇ ଯାଇଛି । ବିଭିନ୍ନ ଅଞ୍ଚଳର ବରିଷ୍ଠ ସଦସ୍ୟ ମାନେ ଏହି ସମ୍ମିଳନୀରେ ଯୋଗ ଦେଇଥିଲେ । ତେବେ ଆଜିର ଏହି ମହାସଭାରେ ସକାଳ ୭ଟାରେ କଳସ ଯାତ୍ରା ଓ ପରେ ଦ୍ଵିପ ପ୍ରଜ୍ଵଲନ କରାଯାଇ ଆନୁଷ୍ଠାନିକ ଭାବେ ସଭାର ଆୟୋଜନ କରାଯାଇଥିଲା । ଆଜିର ଏହି ସଭାରେ ଓଡିଶା ପ୍ରଦେଶ କାର୍ଯ୍ୟକାରିଣୀ ସମିତି କଳାର ସମାଜ ସଭାପତି ତୀୟରାମ ଦଣ୍ଡସେନା, ସମ୍ପାଦକ ପ୍ରଫୁଲ୍ଲ ଦଣ୍ଡସେନା, ଖୋଳାହାରାଜ ଦଣ୍ଡସେନା କଳାର ସମାଜ ସଭାପତି ହୀରାଲାଲ ଦଣ୍ଡସେନା, ସମ୍ପାଦକ ଗୋକୁଳ ରାମ ଦଣ୍ଡସେନା, ଖଡ଼ିଆଳ ରାଜ ଦଣ୍ଡସେନା ସମାଜର ସଭାପତି ରୋହିତ କୁମାର ଦଣ୍ଡସେନା, ସମ୍ପାଦକ ଶୋଭାରାମ ଦଣ୍ଡସେନା, ସହ ଅନ୍ୟ ଅଂଚଳର ସଭାପତି ମାନେ ମଧ୍ୟ ମଞ୍ଚସିନ ଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ମଣ୍ଡଳେଶ୍ୱର ଗଙ୍ଗେଶ୍ବର ନେଓରା, ସଭାପତି ସୁରେଶ ଚନ୍ଦ୍ର ନେଓରା, ଉପସଭାପତି ଯୋଗେଶ୍ୱର ସୁନାନୀ, ସାଧାରଣ ସମ୍ପାଦକ ଖଗେଶ୍ବର ଦଣ୍ଡସେନା, ସହ ସମ୍ପାଦକ ପ୍ରକାଶ ଦଣ୍ଡ ସେନା, କୋଷାଦକ୍ଷ ରାଜେଶ ନେଓରା, ସରୋଜ ରଞ୍ଜନ ନେଓରା, ମୋହନ ନେଓରା, ଜୟଲାଲ ଦଣ୍ଡସେନା, ବିଶ୍ଵମ୍ବର ଦଣ୍ଡସେନା, ଦିଗମ୍ବର ଦଣ୍ଡସେନା, ଉପଦେଷ୍ଟା ମାୟାରାମ ଦଣ୍ଡସେନା, ଭାଗୀରଥି ସାହାଡ଼, ଲୋକେଶ ଦଣ୍ଡସେନା ପ୍ରମୁଖ ସାମିଲ ହୋଇ ଏହି କର୍ଯ୍ୟକ୍ରମକୁ ସଫଳ କରିବାରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026

You Might Also Like