-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||     

HOME   ଜିଲ୍ଲା

*ଅଷ୍ଟପ୍ରହର ନାମ ଯଜ୍ଞରେ ଶିକ୍ଷାବିତ ବାବୁଲାଲଙ୍କ ଦ୍ୱାରା ଶ୍ରୀମଦ ଭାଗବତ ଗୀତା ବଣ୍ଟନ*

22-Mar-2026



ନବରଙ୍ଗପୁର(ପ୍ରିୟଦର୍ଶିନୀ ପାତ୍ର)
ଧାର୍ମିକ ପରିବେଶରେ ଭକ୍ତି ଓ ସଂସ୍କାରର ସନ୍ଦେଶ ପ୍ରସାର
  ପାପଡ଼ା ହାଣ୍ଡି ବ୍ଲକର ମୈଦଲ ପୁର ଗ୍ରାମ ପଞ୍ଚାୟତ ର ଛୋଟାଗୁଡା  ଅଞ୍ଚଳରେ ଆୟୋଜିତ ଅଷ୍ଟପ୍ରହର ନାମ ଆଧ୍ୟାତ୍ମିକ ଯଜ୍ଞ ଅତ୍ୟନ୍ତ ଭକ୍ତିମୟ ପରିବେଶରେ ସମ୍ପନ୍ନ ହୋଇଥିଲା। ଏହି ପବିତ୍ର ଅବସରରେ ଶିକ୍ଷାବିତ ବାବୁଲାଲ ସେମଳାଙ୍କ ତରଫରୁ ଭକ୍ତମାନଙ୍କୁ ଶ୍ରୀମଦ୍ ଭାଗବତ ଗ୍ରନ୍ଥ ବଣ୍ଟନ କରାଯାଇଥିଲା।ଏହି କାର୍ଯ୍ୟକ୍ରମରେ ଅନେକ ଭକ୍ତ, ସମାଜସେବୀ ଓ ସ୍ଥାନୀୟ ଗଣ୍ୟମାନ୍ୟ ବ୍ୟକ୍ତିବର୍ଗ ଉପସ୍ଥିତ ରହି ଭକ୍ତିମୟ ପରିବେଶକୁ ଆରୋ ଉଜ୍ଜ୍ୱଳ କରିଥିଲେ। ବାବୁଲାଲ ସେମଳାଙ୍କ ଏହି ପଦକ୍ଷେପ ଧାର୍ମିକ ଜ୍ଞାନର ପ୍ରଚାର ସହିତ ନୂତନ ପିଢ଼ୀକୁ ସଂସ୍କାରମୟ ଜୀବନ ଦିଗରେ ପ୍ରେରଣା ଦେବାରେ ଉପକୃତ ହେବ ବୋଲି ମତ ପ୍ରକାଶ ପାଇଛି। ଅଞ୍ଚଳର ଧର୍ମପରାୟଣ ବ୍ୟକ୍ତି ମେଘନାଦ ବିଷୋୟୀ,ରାମକୃଷ୍ଣ ବିଷୋୟୀ, ମହେଶ୍ଵର ପାତ୍ର , ପ୍ରମୁଖ ଯୋଗଦାନ ରେ ପରିବେଶ ରେ ଲୋକଙ୍କ ଉତ୍ସାହ ଦେଖା ଦେଇଥିଲା। ଗାଁର ଯୁବକ ଶଙ୍କର ଦଳପତି, ଯୁଗେଶ ଜଳପତି , ଚୈତନ୍ୟ ପାଇକ, ଧନୁର୍ଜୟ ପୂଜାରୀ, ଭଗବାନ ମାଝ୍ଦୀ,ହରେକୃଷ୍ଣ ଦଳପତି ଙ୍କ ପ୍ରୟ୍ବାସେ ନାମ ଯଜ୍ଞ ଅଷ୍ଟପ୍ରହରୀ ଅନୁଷ୍ଠିତ ପାଇଁ ପ୍ରୟାସ ହୋଇଛି ।  
ଯଜ୍ଞ ଅବସରରେ ନାମ ସଙ୍କୀର୍ତନ, ପାଠ ପାଠନ ଓ ପ୍ରସାଦ ବଣ୍ଟନ ମଧ୍ୟ ହୋଇଥିଲା, ଯାହାରେ ସମସ୍ତେ ଭାଗ ନେଇ ଆଧ୍ୟାତ୍ମିକ ଆନନ୍ଦ ଅନୁଭବ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026

You Might Also Like