-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||     

HOME   ଜିଲ୍ଲା

ଶ୍ରୀ ସତ୍ୟ ସାଇ ସେବା ସଂଗଠନ ନୂଆପଡ଼ା ଜିଲ୍ଲାର ଜିଲ୍ଲା ସମ୍ମିଳନୀ

22-Mar-2026



ନୂଆପଡ଼ା (ରାମନାଥ ପଣ୍ଡା )
ଭଗବାନ୍ ଶ୍ରୀ ସତ୍ୟସାଇ ବାବାଙ୍କ ଅପାର କରୁଣାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ, ନୂଆପଡାର ଜିଲ୍ଲା ସମ୍ମିଳନୀ  ବୁଢ଼ୀ ପଦର ସମିତି ପ୍ରାଙ୍ଗଣରେ ମହା ସମାରୋହ ଆନନ୍ଦ ଉଲ୍ଲାସର ସହିତ ସମାପନ ହୋଇ ଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାର ୫ଟି ସମିତି ଯଥା ଖରିଆର୍, ସିନାପାଲି , ବୁଦ୍ଧି କୋମନା, ନୂଆପଡା ଓ ବୁଢ଼ୀ ପଦର ସମିତିରୁ ସମୁଦାୟ ୧୮୦ ଜଣ ସାଇ ଆଶ୍ରିତ ଭାଇ ଭଉଣୀ ଯୋଗଦାନ କରିବା ସହିତ ରାଜ୍ୟ ସ୍ତରରୁ ଦୁଇଜଣ କର୍ମକର୍ତ୍ତା ଶ୍ରୀଯୁକ୍ତ ବିପିନ୍ ବିହାରୀ ପାଣିଗ୍ରାହୀ ଓ ଶ୍ରୀଯୁକ୍ତ କୈଳାସ ଚନ୍ଦ୍ର ନାୟକ ଯୋଗଦାନ କରି ସମସ୍ତ କର୍ମକର୍ତ୍ତା ମାନଙ୍କୁ ପ୍ରେମ ଓ ସେବାର ବାର୍ତ୍ତା ପ୍ରଦାନ କରିଥିଲେ । ସଙ୍ଗଠନର ନୂଆପଡା ଜିଲ୍ଲା ସଭାପତି ଶ୍ରୀଯୁକ୍ତ ନଟବର କ୍ଷତ୍ରୀ ସମସ୍ତଙ୍କୁ ସ୍ବାଗତ ଓ ଉଦଘାଟନୀ ଅଭିଭାଷଣ ପ୍ରଦାନ କରିବା ସହିତ ଜିଲ୍ଲା ଯୁବ ସଂଯୋଜକ ସମୂହ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ 
। ସଂଗଠନର ୫ଟି ବିଭାଗ ଯଥା ଆଧ୍ୟାତ୍ମିକ , ସେବା , ଶିକ୍ଷା , ଯୁବ ଓ ମହିଳା ବିଭାଗ ସମ୍ବନ୍ଧରେ ଜିଲ୍ଲାର କର୍ମକର୍ତ୍ତା ମାନେ ଆଲୋଚନା କରିଥିଲେ । ବୁଢ଼ୀ ପଦର ସେବା ସମିତିର ଆବାହକ ଶ୍ରୀ ଖଗେଶ୍ବର ସା ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ ।ଏହି ଅବସରରେ ଏକ ନୂତନ ପୁସ୍ତକ "ସମର୍ପୟାମି " ଉନ୍ମୋଚନ ହୋଇଥିଲା ।ଏହା ସହିତ ବୁଢ଼ୀ ପଦର ସମିତିର ବରିଷ୍ଠ କର୍ମକର୍ତ୍ତା ମାନଙ୍କୁ ଜିଲ୍ଲା ସଂଗଠନ ତରଫରୁ ସମ୍ବର୍ଦ୍ଧିତ କରାଯାଇଥିଲା ।ବାସ୍ତବରେ ଆଜିର କାର୍ଯ୍ୟକ୍ରମରେ ଶୃଙ୍ଖଳା,ସତ୍ୟ,ନିଷ୍ଠା,ଶ୍ରଦ୍ଧା,ଉଦାରତା,ଅନୁଶାସନ ଭଳି ଅନେକ ଗୁଣ ପରିଲକ୍ଷିତ ହେଉଥିଲା ଯାହାକି ନିଶ୍ଚିତ ଭାବରେ ଜଣେ ବ୍ୟକ୍ତିର ଉତ୍ତମ ସ୍ଵଭାବ ବୋଲି ମାନିଥାଉ ।ଓମ୍ ଶ୍ରୀ ସାଇ ରାମ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026

You Might Also Like