-+91-9937148622 |
prerana_bgr@rediffmail.com |
Friday 25th September 2026 |
R.N.I. Regd No. ODIODI/2010/46693
Breaking News
22-Mar-2026
(ଡୋଲେଶ୍ବସ ବାଗ )
ନୂଆପଡ଼ା ଜିଲ୍ଲା କୋମନା ବ୍ଲକ ପାର୍ବତ୍ୟାଞ୍ଚଳ ସୁନାବେଡ଼ା ଅଭୟାରଣ୍ୟ ରେ ପ୍ଲାଷ୍ଟିକ ମୁକ୍ତ ଜିଲ୍ଲା ଗଠନ ବାର୍ତ୍ତା ନେଇ ଜିଲ୍ଲାପାଳ ମଧୁସୂଦନ ଦାଶ ଗସ୍ତ କରିଥିଲେ। ସ୍ୱଚ୍ଛତା କାର୍ଯ୍ୟକ୍ରମ ରେ ଯୋଗ ଦେଇ ପ୍ଲାଷ୍ଟିକ ମୁକ୍ତ ସୁନାବେଡ଼ା କରିବା ପାଇଁ ଅଞ୍ଚଳ ବାସୀ ଙ୍କୁ ଆହ୍ବାନ କରିଥିଲେ। ଚାକୋଟିଆ ଭୁଞ୍ଜିଆ ଆଦିମ ଜନଜାତି ଙ୍କ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ବୁଲି ଦେଖିଥିଲେ।ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।