-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହପ୍ରତିଷ୍ଠା ଉତ୍ସବ ଆରମ୍ଭ

22-Mar-2026



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ଆଜିଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକକମିଟି ସହିତ ପଡାର ଶତାଧିକ ମହିଳା/ପୁରୁଷ କଳସ ଶୋଭାଯାତ୍ରା ରେ ସାମିଲ ହୋଇଛନ୍ତି । ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଓ ଚବିଶପ୍ରହର ନାମଯଜ୍ଞ ହେବ ବୋଲି ଆୟୋଜକକମିଟିର ସଭାପତି ଚନ୍ଦ୍ରମଣୀ ତ୍ରୀପାଠୀ ସୂଚନା ଦେଇଛନ୍ତି । ଏହି ଭବ୍ୟକାର୍ଯ୍ୟକ୍ରମ ପରିଚାଳନା କରିବାକୁ ଆୟୋଜକ କମିଟିର ସଭାପତି

ଭାବରେ ଚନ୍ଦ୍ରମଣୀ ତ୍ରୀପାଠୀ,ଉପସଭାପତି -ଋଷଭ ପୁଟେଲ,ଜାହ୍ନବୀ ନାଏକ,ସଂପାଦକ ଅରବିନ୍ଦ ପରୁଆ,ସହସଂପାଦକ ଅଶ୍ୱିନୀ ସାଏ ,କୋଷାଧ୍ୟକ୍ଷ ଭାବେ ମହେନ୍ଦ୍ର ସାଏ ଓ ସହକୋଷାଧ୍ୟକ୍ଷ ଦୁର୍ବାଦଳ ପଟେଲ ରହିଛନ୍ତି । ମନ୍ଦିରପ୍ରତିଷ୍ଠା କର୍ତ୍ତାଭାବରେ ଦେବାନନ୍ଦ ପଟେଲ ଓ ତାଙ୍କ ଧର୍ମପତ୍ନୀ ଜୟନ୍ତି ପଟେଲ,ଚବିଶପ୍ରହରୀ ନାମ ଯଜ୍ଞ ରେ କର୍ତ୍ତାଭାବେ ରାମକୃଷ୍ଣ ସାଏ ଓ ତାଙ୍କ ଧର୍ମପତ୍ନୀ ଦିପ୍ତିମୟୀ ସାଏ ରହିବେ । କଆଗାଁର ସୁଶାନ୍ତ ମିଶ୍ର ପୂଜକ  ଦାୟିତ୍ୱ ନେଇଛନ୍ତି । କମିଟି ସହିତ ପଡାର ବରିଷ୍ଠନାଗରିକମାନେ ଉପଦେଷ୍ଟା ରହିଛନ୍ତି । ପ୍ରକାଶ ଯେ, ଗଉଁତିଆ ଦୁର୍ଗାପ୍ରସାଦ ସାଏ ଙ୍କ ଉଦ୍ୟମରେ ଏଠାରେ ରାମଲୀଳା ନାଟକ ସହିତ ମନ୍ଦିର ନିର୍ମିତ ହୋଇଥିଲା l
          ଆସନ୍ତା ୫ଦିନ ଧରି ବଲାଙ୍ଗୀର ସହରର ତାଲପାଲିପଡା ଉତ୍ସବମୁଖର ହେବ । ତାଲପାଲିପଡାରେ ପୁନଃନିର୍ମିତ ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ଓ ଚବିଶପ୍ରହର ନାମଯଜ୍ଞ ପାଇଁ ଆୟୋଜକ କମିଟି ପକ୍ଷରୁ ବ୍ୟାପକ ପ୍ରସ୍ତୁତି କାର୍ଯ୍ୟକ୍ରମ ଚାଲିଛି । ଆଜି କଳସ ଶୋଭାଯାତ୍ରା ତଥା ଅଧିବାସ କାର୍ଯ୍ୟକ୍ରମରୁ ଆରମ୍ଭ ହୋଇ ୨୫ ତାରିଖରେ ବିଗ୍ରହପ୍ରତିଷ୍ଠା ଓ ୨୬ ତାରିଖରେ ସିଂଘାସନ ଆରୋହଣ,ଗର୍ଭଗୃହରେ ଷଡଶଉପଚାର ପୂଜା ସହିତ ପୂର୍ଣ୍ଣାହତି କରାଯିବ । ପ୍ରତ୍ୟେକଦିନ ହୋମଯଜ୍ଞ ସହିତ ନାମସଂକିର୍ତ୍ତନ୍ୟ କରାଯିବ । ଶେଷଦିନରେ ଛତିଶଗଡ ଝାରବନ୍ଧ ଓ ଧାନବସାର ବୈଠକୀ କିର୍ତ୍ତନ ମୁଖ୍ୟଆକର୍ଷଣ ରହିଛି । ତାଲପାଲିପଡାର ବିଶିଷ୍ଟବ୍ୟକ୍ତିଙ୍କୁ ନେଇ ଆୟୋଜକକମିଟି ଗଠନ କରାଯାଇଛି । ପଡାର ସମସ୍ତେ ସହଯୋଗର ହାତବଢାଉଛନ୍ତି । ପଡାର ସମସ୍ତବର୍ଗର ଲୋକ ଏଥିରେ ସାମିଲ ହୋଇଛନ୍ତି । ରାଜନୈତିକ ଭେଦଭାବ ଦୂରରେ ରହି ଏହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଯୁବଗୋଷ୍ଠୀ ବାହାରିଛନ୍ତି । ଗତ ୨ବର୍ଷ ତଳେ ମନ୍ଦିରର ରତ୍ନ୍ୱମୁଦ କରାଯାଇଥିଲା ।  କଳିକେଶନାରାୟଣ ସିଂଦେଓ

ସାଂସଦ ଥିବା ବେଳେ ପ୍ରଥମକରି ଏହି ମନ୍ଦିର ପୁନଃରୁଦ୍ଧାର ପାଇଁ ୫ଲକ୍ଷ ଟଙ୍କାର ଅନୁଦାନ ଦେଇଥିଲେ । ପରେ ରତ୍ନମୁଦ କାର୍ଯ୍ୟକ୍ରମ ବେଳେ ଆଉ ଅନୁଦାନ ଦେଇ ମନ୍ଦିରକାମକୁ ସଂପୂର୍ଣ୍ଣ କରାଇବାକୁ ପଡାବାସୀ ଅନୁରୋଧ କରିଥିଲେ । ଲୋକଙ୍କ ଦାବିକୁ ନେଇ କଳିକେଶନାରାୟଣ ସିଂଦେଓ ଓ ପୌରାଧ୍ୟକ୍ଷା ଅନୁଦାନ ଯୋଗାଡ କରି ଦେଇଥିଲେ ଯାହାପାଇଁ ମନ୍ଦିରଟି ସଂପୂର୍ଣ୍ଣ ହୋଇପାରିଛି । ବିଗ୍ରହପ୍ରତିଷ୍ଠା ଉତ୍ସବରେ ବିଧାୟକ କଳିକେଶନାରାୟଣ ସିଂଦେଓ,ପୌରାଧ୍ୟକ୍ଷା ଲିକା ସାହୁ ଓ କାଉନସିଲର ଅରବିନ୍ଦ ପରୁଆ ଉପସ୍ଥିତ ରହିବେ ବୋଲି ପ୍ରତିଶୃତି ଦେଇଥିବା ଆୟୋଜକ କମିଟି ପକ୍ଷରୁ ସୂଚନା ଦିଆଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026

You Might Also Like