-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

ମୁରସିଂ ରେ ପିଇବା ପାଣି ସମସ୍ୟା, ନରସିଂହ ଙ୍କୁ ଅଭିଯୋଗ କଲେ ଗ୍ରାମବାସୀ

22-Mar-2026



ସମସ୍ୟା ସମାଧାନ ନ ହେବା ପର୍ଯ୍ୟନ୍ତ ଟେଂକର ଯୋଗେ ପାଣି ଯୋଗାଉ ବ୍ଲକ ପ୍ରଶାସନ-ନରସିଂହ 

ବଲାଙ୍ଗୀର/ଦେଓଗାଁ(ପ୍ରେରଣା ଖବର): ଦେଓଗାଁ ବ୍ଲକ ଅନ୍ତର୍ଗତ କୁତୁର୍ଲା ପଂଚାୟତ ର ମୁରସିଂ ଗାଁ ରେ ପିଇବା ପାଣି ର ଉତ୍କଟ ସମସ୍ୟା ଦେଖାଦେଇଛି l ବିଶେଷ କରି ଏହି ଗାଁ ର ପ୍ରତ୍ୟେକ ପଡା ଓ ଆଖ ପାଖ ଅଂଚଳର ଲୋକେ ପଂଚାୟତ ତଥା ବ୍ଲକ ପ୍ରଶାସନ କୁ ବାରମ୍ବାର ଅଭିଯୋଗ କରିଥିଲେ ହେଁ ପ୍ରଶାସନିକ ଅବହେଳା ଯୋଗୁଁ ମୁରସିଂ ଗ୍ରାମବାସୀ ପିଇବା ପାଣି ଭଳି ମୌଳିକ ସୁବିଧାରୁ ବଂଚିତ ହେଉଛନ୍ତି l ଆଜି ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର ମୁରସିଂହ ଗାଁ ବାଟ ଦେଇ ବଡ଼ବନ୍ଧ ଗାଁ ର ଏକ କାର୍ଯ୍ୟକ୍ରମକୁ ଯାଉଥିବା ବେଳେ ମୁରସିଂ ଗାଁବାସୀ ପିଇବା ପାଣି ସମସ୍ୟାକୁ ନେଇ ରାସ୍ତାରେ ଅଟକାଇ ଅଭିଯୋଗ କରିଥିଲେ l ଅଭିଯୋଗ ସୁଣିବା ପରେ ଶ୍ରୀ ମିଶ୍ର ତୁରନ୍ତ ବିଭାଗୀୟ ଯନ୍ତ୍ରୀଙ୍କୁ ଏ ସମସ୍ୟା ର ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେବାକୁ କହିବେ ବୋଲି ପ୍ରତିଶୃତି ଦେଇଥିଲେ l ତା ସହ ପାଣି ର ସ୍ଥାୟୀ ସମାଧାନ ନ ହେବା ପର୍ଯ୍ୟନ୍ତ ବ୍ଲକ ପ୍ରଶାସନ ତରଫରୁ ଟେଂକର ଯୋଗେ ପିଇବା ପାଣି ଗାଁ ଲୋକଙ୍କୁ ପ୍ରତ୍ୟେକ ଦିନ ପହଞ୍ଚେଇବାର ବ୍ୟବସ୍ଥା କରିବାକୁ ଦେଓଗାଁ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରିୟରଞ୍ଜନ କୁମାର ଙ୍କୁ ଶ୍ରୀ ମିଶ୍ର କହିଥିଲେ l ଗୋଷ୍ଠୀ ଉନ୍ନୟନ ଅଧିକାରି ଟେଂକର ଯୋଗେ ପାଣି ବଣ୍ଟନ କରାଯିବ ବୋଲି ଶ୍ରୀ ମିଶ୍ର ଙ୍କୁ ନିର୍ଭର ପ୍ରତିଶୃତି ଦେବା ସହ ସ୍ଥାୟୀ ଭାବେ ପିଇବା ପାଣି ବ୍ୟବସ୍ଥା ନାଁ ହେବ ପର୍ଯ୍ୟନ୍ତ ପିଇବା ପାଣି ଟେଂକର ଯୋଗେ ବଣ୍ଟନ କରାଯିବ ବୋଲି କହିଛନ୍ତି l

ଏହି ଆଲୋଚନା ବେଳେ ଶ୍ରୀ ମିଶ୍ର ଙ୍କ ସହ କଂଗ୍ରେସ ନେତା ଆଇଟମ ମିଶ୍ର, ବିଶ୍ୱଜିତ ପାତ୍ର, ପିଣ୍ଟୁ ପୋଢ଼, ମଦନ ସାହୁ, ମନୋରଞ୍ଜନ ହରପାଲ, ବିବିଧ ବାଗ, ସନ୍ତୋଷ ବାଗ,ଶଶିକାନ୍ତ ପଟେଲ, ତରୁଣ କୁମ୍ଭାର, ପ୍ରସନ ନାଗ, ସ୍ନିଗ୍ଧା ସୁନା, ସମିତି ସଭ୍ୟ ପଙ୍କଜିନୀ ଛତ୍ରିଆ ପ୍ରମୁଖ ଉପସ୍ଥିତ ଥିଲେ l

ତା ସହ ପାଣି ର ସ୍ଥାୟୀ ସମାଧାନ ନ ହେବା ପର୍ଯ୍ୟନ୍ତ ବ୍ଲକ ପ୍ରଶାସନ ତରଫରୁ ଟେଂକର ଯୋଗେ ପିଇବା ପାଣି ଗାଁ ଲୋକଙ୍କୁ ପ୍ରତ୍ୟେକ ଦିନ ପହଞ୍ଚେଇବାର ବ୍ୟବସ୍ଥା କରିବାକୁ ଦେଓଗାଁ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରିୟରଞ୍ଜନ କୁମାରଙ୍କୁ ଶ୍ରୀ ମିଶ୍ର କହିଥିଲେ l ଗୋଷ୍ଠୀ ଉନ୍ନୟନ ଅଧିକାରୀ ଟେଂକର ଯୋଗେ ପାଣି ବଣ୍ଟନ କରାଯିବ ବୋଲି ଶ୍ରୀ ମିଶ୍ର ଙ୍କୁ ନିର୍ଭର ପ୍ରତିଶୃତି ଦେବା ସହ ସ୍ଥାୟୀ ଭାବେ ପିଇବା ପାଣି ବ୍ୟବସ୍ଥା ନାଁ ହେବ ପର୍ଯ୍ୟନ୍ତ ପିଇବା ପାଣି ଟେଂକର ଯୋଗେ ବଣ୍ଟନ କରାଯିବ ବୋଲି କହିଛନ୍ତି l
ଏହି ଆଲୋଚନା ବେଳେ ଶ୍ରୀ ମିଶ୍ର ଙ୍କ ସହ କଂଗ୍ରେସ ନେତା  ଅସିତ ମିଶ୍ର, ବିଶ୍ୱଜିତ ପାତ୍ର, ପିଣ୍ଟୁ ପୋଢ଼, ମଦନ ସାହୁ, ମନୋରଞ୍ଜନ ହରପାଲ, ବିବିଧ ବାଗ, ସନ୍ତୋଷ ବାଗ,ଶଶିକାନ୍ତ ପଟେଲ, ତରୁଣ କୁମ୍ଭାର, ପ୍ରସନ ନାଗ, ସ୍ନିଗ୍ଧା ସୁନା, ସମିତି ସଭ୍ୟ ପଙ୍କଜିନୀ ଛତ୍ରିଆ ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like