-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସୁସ୍ଥ ପରିବାର ଗଠନ ନିମନ୍ତେ ସଚେତନତା  କାର୍ଯକ୍ରମ

23-Mar-2026



କଟକ(ପ୍ରେରଣା ଖବର): ପ୍ରତ୍ୟେକ ପରିବାର ସମାଜର କେନ୍ଦ୍ରବିନ୍ଦୁ ଓ ପ୍ରଭାବଶାଳୀ ଅନୁଷ୍ଠାନ  ଯେଉଁଠାରୁ କୋମଳମତୀ ଶିଶୁମାନେ ସୃଷ୍ଟିହୋଇ ଭବିଷ୍ୟତରେ ଭଲ ନାଗରିକ ହୁଅନ୍ତି। ପରିବାରର ଭିତ୍ତିଭୂମି ଉପରେ ସମାଜ ପ୍ରତିଷ୍ଠିତ। ମା'ର ଚୁମ୍ବନ ଓ ପିତାଙ୍କ ଯତ୍ନରେ ଶିଶୁଟିଏ ଗଢ଼ାହୁଏ। ସ୍ନେହଁ, ପ୍ରେମ, ତ୍ୟାଗ ଓ ସହଯୋଗ ଦ୍ବାରା ପରିବାର ମଜବୁତ୍ ହୁଏ। ସୁସ୍ଥ ସୁନ୍ଦର ଓ ବଳିଷ୍ଠ ପରିବାରଗଢ଼ିବାକୁ ହେଲେ ପରସ୍ପର ଭିତରେ ଉତ୍ତମ ବୁଝାମଣା ଓ ସହଯୋଗ ନିହାତି ଆବଶ୍ୟକ।ଆଜିର ଏହି ଅତ୍ୟାଧୁନିକ ବିଜ୍ଞାନ ତଥା ଇଣ୍ଟରନେଟ ଯୁଗରେ ପରିବାର ଗୁଡ଼ିକ ଗଠନ ହେବା ପୂର୍ବରୁ ଧିରେ ଧିରେ ଭାଙ୍ଗି ଯାଉଛି। 

ଏହି  ପାରିବାରିକ ଜୀବନର ସମସ୍ୟା କୁ ନେଇ ଓଡ଼ିଶା ନାରୀ ସେବା ସଂଘ ର  ପରିବାର ପରାମର୍ଶ କେନ୍ଦ୍ର ପକ୍ଷରୁ ଏକ ସଚେତନତା କାର୍ଯକ୍ରମ କଟକ କlଜି ବଜାର ସ୍ଥିତ ଚମlର ବସ୍ତି ଅଞ୍ଚଳରେ ଅନୁଷ୍ଟିତ ହୋଇଯାଇଛି। ସଂଘର  ସାଧାରଣ ସମ୍ପାଦିକା ଆଭା କାନୁନଗୋ ଙ୍କ ଅଧ୍ୟକ୍ଷତା ରେ  ଏହି ସଚେତନତା କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲl  ପରିବାର ବୁଝାମଣା ମୂଖ୍ୟ ପରାମର୍ଶଦାତ୍ରି  ସରୋଜିନୀ ଓଝା  ଯୋଗ ଦେଇ କାର୍ଯକ୍ରମର ଆଭିମୁଖ୍ୟ ଉପସ୍ଥାପନ କରିଥିଲେ। ସଂଘର  ସଂଗଠନ

ସମ୍ପାଦିକା ମୀରା ବେଉରା  ଆର୍ଥିକ ସ୍ତରରେ ମହିଳା ମାନେ ସ୍ବାବଲମ୍ବୀ ହେଲେ ମଧ୍ୟ ନିଜର ଦୃଢ଼ ଇଚ୍ଛାଶକ୍ତି, ସ୍ନେହଁ, ଶ୍ର ଦ୍ଧା , ତ୍ୟାଗ ଓ ଭଲପାଇବା  ଦ୍ବାରା କିପରି ସୁସ୍ଥ ସୁନ୍ଦର ପରିବାର ଗଢ଼ିପରିବେ ସେ ସମ୍ପର୍କରେ ଆଲୋକପାତ କରିଥିଲେ । ପରସ୍ପରର ଗୁଣ ଚିହ୍ନି  ଉଭୟେ ଉଭୟଙ୍କୁ ସମ୍ମାନ ଜଣାଇବା  ଆବଶ୍ୟକ।  ସଂଘ ର ସହ ସଂପାଦିକl  ଇନ୍ଦିରା ଅରୋରl  ଏହି ସମ୍ପର୍କରେ ନିଜର ବକ୍ତବ୍ୟ ରଖି ଧନ୍ୟବାଦ୍ ଦେଇଥିଲେ lଏହି କାର୍ଯକ୍ରମକୁ  କାଉନସିଲର  ଅମ୍ବିକlରlଣି ପଲେଇ ଓ ସୂପର୍ଣ୍ଣl ବେହେରା ପ୍ରମୁଖ ଉପସ୍ଥିତ ରହି ପରିଚାଳନା କରିଥିଲେ। ପରିଶେଷରେ ସଙ୍ଘର କର୍ମକର୍ତା ମାନେ ମହିଳlମାନଙ୍କର  ସମସ୍ୟା ପଚାରି ବୁଝିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like