-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଅପରାଧ

ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ଭାଇ ଏବଂ ଭାଇବୋହୁଙ୍କୁ ହତ୍ୟା

05-Feb-2021



ନୂଆଦିଲ୍ଲୀ,(ପ୍ରେରଣା ଖବର ବ୍ୟୁରୋ): ଦିଲ୍ଲୀର ବିଟା ୨ ଥାନା ଅଞ୍ଚଳ ସ୍ଥିତ ଆଲ୍ଫା ୨ ସେକ୍ଟରରେ ଏକ ଭଡ଼ା ଘରେ ରହୁଥିବା ଦମ୍ପତ୍ତିଙ୍କୁ କେହି ଦୃର୍ବୁତ୍ତ ହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି । ହତ୍ୟା କରିବା ପରେ ଦୃର୍ବୁତ୍ତ ନିର୍ଭୟରେ ତାଙ୍କ ଘରୁ ଲୁଟ୍‌ପାଟ୍‌ କରିଛନ୍ତି । ଘଟଣା ଜାଣିବା ପରେ ପୋଲିସ୍‌ ଆୟୁକ୍ତ ଆଲୋକ ସିଂ, ଉପ-ଆୟୁକ୍ତ ଲବ କୁମାର, ଗ୍ରେଟର୍‌ ନୋଇଡା ଜୋନ୍‌ର ଡିସିପି ରାଜେଶ୍‌ କୁମାର ଏବଂ ଅନ୍ୟ ଅଧିକାରୀମାନେ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।

ତେବେ ଆଲ୍ଫା ୨ ସେକ୍ଟର ଅଞ୍ଚଳରେ ରହୁଥିବା ନରେନ୍ଦ୍ର ନାଥ( ୭୨) ଏବଂ ତାଙ୍କ ପତ୍ନୀ ସୁମନ ନାଥ ( ୬୪) ସେ ଅଞ୍ଚଳରେ ସାମାଜିକ କର୍ମୀ ଭାବେ ଲୋକଙ୍କ ସେବା କରୁଥିଲେ। ସୁମନ ନାଥ ମାଗଣା ଯୋଗ ତାଲିମ ଦେଉଥିବାବେଳେ ନରେନ୍ଦ୍ର ନାଥ ଅନେକ ସମୟରେ ଅସହାୟ ଲୋକଙ୍କୁ ସାହାଯ୍ୟ କରୁଥିଲେ। ଡବ୍ଲୁଏଚ୍‌ଓ ସୋସାଇଟିରେ ରହୁଥିବା ଦମ୍ପତିଙ୍କ ପୁଅ ଏବଂ ସରିତା ବିହାରରେ ରହୁଥିବା ତାଙ୍କ ଝିଅ ଶୁକ୍ରବାର ସକାଳେ ସେମାନଙ୍କ ମୋବାଇଲକୁ ବାରମ୍ୱାର ଫୋନ୍ କରିଥିଲେ। କିନ୍ତୁ ସେମାନେ ଫୋନ୍‌ ରିସିଭ୍‌ କରିନଥିଲେ । ଏହି କାରଣରୁ, ପାଖାପାଖି ରହୁଥିବା ସମ୍ପର୍କୀୟ ଆଲଫା ଟୁରେ ଦମ୍ପତିଙ୍କ ଘରେ ପହଂଚି ଥିଲେ । କିନ୍ତୁ କବାଟ ବନ୍ଦ ଥିବାରୁ ଚେଷ୍ଟା କରି ଘର ଭିତରକୁ ପ୍ରବେଶ କରିଥିଲେ । ଘରେ ପଶିବା ମାତ୍ରେ ସେମାନେ ମୃତ ଦେହ ପଡ଼ିଥିବା ଦେଖିଥିଲେ । ଘର ଭିତର ସ୍ଥିତିରୁ ସମ୍ପର୍କୀୟ ପୁରା ଘଟଣା ବିଷୟରେ ଜାଣିଯାଇଥିଲେ । ତେବେ ମୃତ ନରେନ୍ଦ୍ର ନାଥ ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲ ନାଥଙ୍କ ସମ୍ପର୍କୀୟ ଭାଇ ହୋଇଥିବା ମୃତକଙ୍କ ପୁଅ ରୋହିତ ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like