-+91-9937148622 |

prerana_bgr@rediffmail.com |

  Saturday 11th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ ♦️ଛାତ୍ରଛାତ୍ରୀ ଙ୍କ ଭବିଷ୍ୟତ ସହ ଖେଳ କୁ ବରଦାସ୍ତ କରାଯିବ ନାହିଁ : ବିଜେଡି    (10-Jul-2026)       ||      ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ    (10-Jul-2026)       ||      ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   (10-Jul-2026)       ||      ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   (10-Jul-2026)       ||      ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   (10-Jul-2026)       ||      ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   (10-Jul-2026)       ||      ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   (10-Jul-2026)       ||      *ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   (10-Jul-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (10-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   (10-Jul-2026)       ||      ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||     

HOME   ଜିଲ୍ଲା

*ପ୍ରେସ ଓ ମେଡିକାଲ୍ ବ୍ୟାଙ୍କର୍ସ ଟିମ୍ ମଧ୍ୟରେ ବନ୍ଧୁତ୍ୱ ପୁର୍ଣ୍ଣ କ୍ରିକେଟ୍ ମ୍ୟାଚ୍*- *ହାରିଲେ, କିନ୍ତୁ ଶେଷ ବଲ ଯାଏ ସଂଘର୍ଷ କଲେ ଓ ଖେଳ ର ଖୁବ୍ ମଜା ନେଲେ ପ୍ରେସ ଦଳ*-

23-Mar-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ଶ୍ରୀ ରାମେଶ୍ୱର ଷ୍ଟାଡିୟମ୍ ଠାରେ ସୋନପୁର ପ୍ରେସ କ୍ରିକେଟ୍ ଟିମ ଓ ମେଡିକାଲ୍ ଟିମ୍ ମଧ୍ୟରେ ଏକ ବନ୍ଧୁତ୍ୱ ପୁର୍ଣ୍ଣ କ୍ରିକେଟ୍ ମ୍ୟାଚ୍ ଅନୁଷ୍ଟିତ ହୋଇଥିଲା l ୧୦ ଓଭର ବିଶିଷ୍ଟ ଏହି ଟେନିସ ବଲ କ୍ରିକେଟ୍ କୁ ସୁବର୍ଣ୍ଣପୁର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଶ୍ରୀ କେ. କେ, ହରିପ୍ରସାଦ ଶୁଭ ଉଦ୍ଘାଟନ କରିଥିଲେ l ଓ ଉଭୟ ଦଳ ର ଖେଳାଳି ଙ୍କ ସହ ପରିଚୟ ପ୍ରଦାନ କରି ଉତ୍ସାହିତ କରିଥିଲେ l ଟସ୍ ଜିଣି ମିଡିଆ ଟିମ ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇ ଡେଲି ଅଭ୍ୟାସ ରତ ଖେଳାଳି ମେଡିକାଲ୍ ଟିମ୍ କୁ ବ୍ୟାଟିଂ କରିବାକୁ କହି ସାହସିକତା ର ପରିଚୟ ଦେଇ ଥିଲେ l ମେଡିକାଲ ଟିମ ପ୍ରଥମେ ବ୍ୟାଟିଂ କରି ୧୦ ଓଭର ରେ ୧୭୬ ରନ୍ କରି ମିଡିଆ ଦଳ କୁ ୧୭୭ ରନ୍ ର ଟାର୍ଗେଟ ଦେଇଥିଲେ l ମେଡିକାଲ୍ ଟିମ୍ ପକ୍ଷରୁ କ୍ଷୀରୋଦ ବିଶ୍ଵାଳ ୫୬ ରନ୍ କରି ନଟ ଆଉଟ୍ ରହିଥିବା ବେଳେ ରସିକ ୫୧ ରନ୍ କରି ନଟ ଆଉଟ୍ ରହିଥିଲେ l ମିଡିଆ ଟିମ୍ ପକ୍ଷରୁ ପେସ୍ ବୋଲର ରତନ ପଟ୍ଟନାୟକ ୧ 
 ଓଭର ରେ ମାତ୍ର ୫୬ ରନ୍ ଓ ସନ୍ତୋଷ ମିଶ୍ର ୧ ଓଭର ରେ ମାତ୍ର ୩୬ ରନ୍ ଦେଇଥିଲେ l ମିଡିଆ ଦଳ ପକ୍ଷରୁ ମାନଭଞ୍ଜନ ପୂଜାରୀ ସର୍ବାଧିକ ୨୧ ରନ୍, ଶେଷଦେବ ୨୦ ରନ୍ ଓ ନିରଞ୍ଜନ ଭୋଇ ୧୮ ରନ କରିଥିଲେ l ଓ ଶେଷ ଓଭର ଶେଷ ବଲ ଯାଏ ଖୁବ୍ ସଙ୍ଘର୍ଷ ସହ ଖେଳି ୪ ୱିକେଟ୍ ରେ ମିଡିଆ ଦଳ ୯୮ ରନ କରିଥିଲେ l ମ୍ୟାଚ୍ ପରାଜୟ ସତ୍ତ୍ୱେ ଦୀର୍ଘ ବର୍ଷ ରୁ ଖେଳ ର ଅଭ୍ୟାସ ନ ଥାଇ ବି ବିଶାଳ ସ୍କୋର ର ପିଛା କରି ୯୮ ରନ କରି ଖୁବ ମଜା ନେଇଥିଲେ ମିଡିଆ ଦଳ l ମିଡିଆ ଦଳ ର ଟିମ୍ ମ୍ୟାନେଜର ଭାବେ ଭାସ୍କର ବାବୁ ଶ୍ରଦ୍ଧା କର ଦାଶ ଦାୟିତ୍ବ ତୁଲାଇ ଥିବା ବେଳେ ମନୋରଞ୍ଜନ ତ୍ରିପାଠୀ ଅଧିନାୟକ ଓ ସତ୍ୟବ୍ରତ ପଧାନ ଉପ ଅଧିନାୟକ ଦାୟିତ୍ବ ତୁଲାଇ ଥିଲେ l  ରତନ ପଟ୍ଟନାୟକ, ରାଜ କିଶୋର ତ୍ରିପାଠୀ, ସନ୍ତୋଷ ମିଶ୍ର, ସହଦେବ ମେହେର, ସରୋଜ ପଧାନ, ଧନଞ୍ଜୟ ଆଡ ଯୁଆଡି, ନିରଞ୍ଜନ ଭୋଇ, ମାନ ଭଞ୍ଜନ ପୁଝାରୀ , ଓ ଶେଷଦେବ ପ୍ରମୂଖ ଅଲ୍ ରାଉଣ୍ଡର ଖେଳାଳି ଏଥିରେ  ଭାଗ ନେଇ ଥିଲେ l ମେଡିକାଲ ବ୍ୟାଙ୍କର୍ସ ଟିମ୍ ପକ୍ଷରୁ ଅନାଦି, ସଂତୋଷ, ସୁଶାନ୍ତ, ବିକାଶ, ଅଶୋକ କ୍ଷୀରୋଦ ବିଶ୍ଵାଳ, ରୋଷିକ, ସରୋଜ, ରୋହିତ୍, ହିତେଶ ପ୍ରମୁଖ ଖେଳାଳି ଭାଗ ନେଇ ଥିଲେ  l ଅମ୍ପାୟାର ଭାବେ ନାରାୟଣ ରଥ, ରୋହିତ୍ କୁମାର ଦାୟିତ୍ବ ତୁଲାଇ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ ♦️ଛାତ୍ରଛାତ୍ରୀ ଙ୍କ ଭବିଷ୍ୟତ ସହ ଖେଳ କୁ ବରଦାସ୍ତ କରାଯିବ ନାହିଁ : ବିଜେଡି   10-Jul-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ   10-Jul-2026
  ଜିଲ୍ଲା  
ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   10-Jul-2026
  ରାଜ୍ୟ  
ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   10-Jul-2026
  ଜିଲ୍ଲା  
ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   10-Jul-2026
  ଜିଲ୍ଲା  
କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   10-Jul-2026
  ରାଜ୍ୟ  
ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   10-Jul-2026
  ଜିଲ୍ଲା  
ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   10-Jul-2026
  ଜିଲ୍ଲା  
ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   10-Jul-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   10-Jul-2026
  ଜିଲ୍ଲା  
*ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   10-Jul-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   10-Jul-2026

You Might Also Like