-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

ଶ୍ରୀ ରାମନବମୀ ଓ ହନୁମାନ ଜୟନ୍ତୀ ପାଳନ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ

23-Mar-2026




ସମ୍ବଲପୁର: -(ସଂଜୀବ ପାଣିଗ୍ରାହୀ )

ଚଳିତ ବର୍ଷ ଶ୍ରୀ ରାମନବମୀ ଓ ହନୁମାନ ଜୟନ୍ତୀ ପାଳନ ନିମନ୍ତେ ଶାନ୍ତିପୂର୍ଣ୍ଣ ଓ ସମନ୍ୱିତ ଉତ୍ସବ ନିଶ୍ଚିତ କରିବା ପାଇଁ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷଠାରେ ଏକ ଶାନ୍ତି ଓ ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ ହୋଯାଇଅଛି। ଏହି ବୈଠକର ଶ୍ରୀଯୁକ୍ତ ହିମାଂଶୁ ଲାଲ ପୋଲିସ ଆଇଜି,ଉତ୍ତରାଞ୍ଚଳ ରେଞ୍ଜ, ସମ୍ବଲପୁର, ସମ୍ବଲପୁର ଜିଲ୍ଲାପାଳ ଶ୍ରୀ ସିଦ୍ଧେଶ୍ୱର ବଳିରାମ  ବୋନ୍ଦର(ଭା.ପ୍ର.ସେ),ସମ୍ବଲପୁର ଆରକ୍ଷୀ ଅଧିକ୍ଷକ ଶ୍ରୀ ମୁକେଶ ଭାମୂ(ଭା.ପୋ.ସେ), ସମ୍ବଲପୁର ମହାନଗର ନିଗମ ଆୟୁକ୍ତ ଶ୍ରୀ ରେହାନ କ୍ଷତ୍ରି(ଭା.ପ୍ର.ସେ) ଙ୍କ ସମେତ ଶାନ୍ତି ଓ ସମନ୍ୱୟ କମିଟି ସଦସ୍ୟମାନେ, ଜିଲ୍ଲା ପ୍ରଶାସନ, ପୋଲିସ ବିଭାଗ, ଏବଂ ସମ୍ବଲପୁର ଅଞ୍ଚଳର ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ସଂସ୍ଥାଗତ ଏବଂ କମିଟି ପ୍ରତିନିଧିମାନେ ଉପସ୍ଥିତ ଥିଲେ। 

ଚଳିତ ବର୍ଷ ଜିଲ୍ଲାରେ ଶ୍ରୀ ରାମନବମୀ ଓ ହନୁମାନ ଜୟନ୍ତୀ କିପରି ଶାନ୍ତି ଶ୍ରୁଙ୍ଖଳା ର  ସହିତ ପାଳନ କରାଯିବ ସେ ବିଷୟରେ ଆଲୋଚନା କରାଗଲା। ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବ ଏବଂ ଶୋଭାଯାତ୍ରା ସମୟରେ କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତିକୁ ଏଡାଇବା ପାଇଁ ସ୍ୱତନ୍ତ୍ର ପଦକ୍ଷେପ ନିଆଯିବ।  ଶୋଭାଯାତ୍ରା ସମୟରେ ନିରବଛିନ୍ନ ବିଦ୍ୟୁତ ଯୋଗାଣପାଇଁ tpwodl କୁ କୁହାଯାଇଛି।ସେହିପରି ଡ୍ରୋନ ଓ ସିସିଟିଭି ମାଧ୍ୟମରେ ସହରର ବିଭିନ୍ନ ସ୍ଥାନରେ ପୁଙ୍ଖାନୁପୁଙ୍ଖ ଭାବେ ନିରୀକ୍ଷଣ କରାଯିବ।ସହରରେ ରାସ୍ତାରେ ଥିବା ଖାଲଖମା କୁ ମରାମତି ମଧ୍ୟକରାଯିବାକୁ କୁହାଯାଇଛି।

ଶ୍ରୀଯୁକ୍ତ ହିମାଂଶୁ ଲାଲ ପୋଲିସ ଆଇଜି,ଉତ୍ତରାଞ୍ଚଳ ରେଞ୍ଜ, ସମ୍ବଲପୁର ଗତବର୍ଷ ଠୁ ଚଳିତବର୍ଷ ଆହୁରି କିପରି ଆନଦ ଉଲ୍ଲାସ ର ସହ ପାଳନ ହେବ ସେ ପାଇଁ ପ୍ରଚେଷ୍ଟା କରିବାକୁ ସମସ୍ତ  କମିଟି ସଦସ୍ୟଙ୍କୁ କହିଥିଲେ।
ସମ୍ବଲପୁର ଜିଲ୍ଲାପାଳ ଶ୍ରୀ ସିଦ୍ଧେଶ୍ୱର ବଳିରାମ ବୋନ୍ଦର(ଭା.ପ୍ର.ସେ) ଆନନ୍ଦ ଉଲ୍ଲାସ ତଥା ଶାନ୍ତିଶୃଙ୍ଖଳାର ସହ ପାଳନ କରିବାପାଇଁ ସମସ୍ତ ଙ୍କ ସହଯୋଗ କାମନା କରିଥିଲେ।

 ସଂପୃକ୍ତ ଅଧିକାରୀ ଙ୍କୁ ନିଜ ଦାୟୀତ୍ଵ ସଠିକ୍ ଭାବେ ପରିଚାଳନା କରିବାକୁ କହିଥିଲେ। ମୁଖ୍ୟତଃ ସେ, ପଦଯାତ୍ରା କିମ୍ବା ବାଇକ ରାଲି ସମୟରେ ସମ୍ବଲପୁର ର ଅଧି କ ଜନସମାଗମ ହେତୁ ପରିମଳ ବ୍ୟବସ୍ଥା ସଠିକ ଭାବେ କାର୍ଯ୍ୟ କରିବା ସହିତ ଗ୍ରୀଷ୍ମପ୍ରବାହ କୁ ଧ୍ୟାନରେ ରେ ରଖି ପର୍ଯ୍ୟାପ୍ତ ପରିମାଣ ର ପାନୀୟଜଳ ଏବଂ ଚିକିତ୍ସା ସୁବିଧାର ର ବ୍ୟବସ୍ତା କରିବାକୁ କହିଥିଲେ। ଟ୍ରାଫିକ୍ ପରିଚାଳନା ଓ ଭିଡ଼ ନିୟନ୍ତ୍ରଣକୁ କଡ଼ାକଡ଼ି ଲାଗୁ କରିବା ପାଇଁ ପୁଲିସ ବିଭାଗ ସହ ସମନ୍ୱୟ ରକ୍ଷା କରାଯିବ।  

ଏହି ବୈଠକରେ  ଆରକ୍ଷୀ ଅଧିକ୍ଷକ ଶ୍ରୀ ମୁକେଶ ଭାମୂ(ଭା.ପ୍ର.ସେ) ଶାନ୍ତି ଓ ଶୃଙ୍ଖଳା ର ସହ କରିବାକୁ ପୋଲିସ ବିଭାଗ ପକ୍ଷରୁ ସବୁ ପ୍ରକାର ସାହଯୋଗ ଦିଆଯିବ ବୋଲି କୁହାଯିବ। ଗତବର୍ଷ ଭଳି ଆନଦ ଉଲ୍ଲାସ ର ସହ କରିବାକୁ ସମସ୍ତ  କମିଟି ସଦସ୍ୟଙ୍କୁ କହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like