-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ରାଜ୍ୟସଭାରେ ଉଠିଲା ସଲେପାଲି ଗ୍ରାଫାଇଟ ଖଣି ଖନନ ପଟ୍ଟା ନେଇ ଚିନ୍ତା ପ୍ରକଟ କଲେ ସାଂସଦ ଶ୍ରୀ ବିଶି

23-Mar-2026



ନୂଆଦିଲ୍ଲୀ(ପ୍ରେରଣା ଖବର): ରାଜ୍ୟସଭାର ଚାଲୁଥିବା ବଜେଟ୍ ଅଧିବେଶନ ସମୟରେ ଓଡିଶାର ରାଜ୍ୟସଭା ସାଂସଦ ଶ୍ରୀ ନିରଞ୍ଜନ ବିଶି ବଲାଙ୍ଗୀର ଜିଲ୍ଲାର ପାଟଣାଗଡ଼ ସାଲେପାଲି ଅଞ୍ଚଳରେ ଗ୍ରାଫାଇଟ ଖଣି ଖନନ ଲିଜ ଦିଆଯାଇଥିବା ଘଟଣାକୁ ନେଇ ଗଭୀର ଚିନ୍ତା ବ୍ୟକ୍ତ କରିଛନ୍ତି। ସେ ଏନେଇ ଖଣି ମନ୍ତ୍ରଣାଳୟକୁ ଏକ ତାରାଙ୍କିତ ପ୍ରଶ୍ନ ପଚାରି ଥିଲେ।
ସାଂସଦ ଶ୍ରୀ ବିଶି ପ୍ରଶ୍ନ କରିଥିଲେ ଯେ, ସlଲେପାଲି ଅଞ୍ଚଳରେ ଗ୍ରାଫାଇଟ ଖଣିଜ ବ୍ଲକ୍ ପାଇଁ କୌଣସି ଖନନ ଲିଜ ସଂଯୁକ୍ତ ଲାଇସେନ୍ସ କିମ୍ବା ନିଲାମ ପ୍ରକ୍ରିୟା ହୋଇଛି କି? ଯଦି ହୋଇଥାଏ, ତେବେ ଠିକାଦାର କିଏ, ନିଲାମ କେବେ ହୋଇଥିଲା ଏବଂ ଲିଜ ଅଞ୍ଚଳ ପରିମାଣ କେତେ ଦିଆଯାଇଛି ? ସେହିପରି ଏହି ବ୍ଲକ୍‌ରେ ଅନୁମାନିକ ଗ୍ରାଫାଇଟ ଭଣ୍ଡାର ଓ ପ୍ରକଳ୍ପର ବର୍ତ୍ତମାନ ସ୍ଥିତି ସମ୍ପର୍କରେ ମଧ୍ୟ ସୂଚନା ମାଗିଥିଲେ ।
ଏହାର ଉତ୍ତରରେ କୋଇଲା ଓ ଖଣି ରାଜ୍ୟମନ୍ତ୍ରୀ ଶ୍ରୀ ସତୀଶ ଚନ୍ଦ୍ର ଦୁବେ କହିଥିଲେ ଯେ, ୧୨୨୩.୨୯ ହେକ୍ଟର ଅଞ୍ଚଳରେ ବିସ୍ତୃତ ସlଲେପାଲି ଗ୍ରାଫାଇଟ ବ୍ଲକ୍‌ର  ନିଲାମ ହୋଇସାରିଛି। ଏହି ବ୍ଲକ୍‌ରେ ପ୍ରାୟ ୦.୧୫୩ ମିଲିଅନ୍ ଟନ୍ ଗ୍ରାଫାଇଟ ସମ୍ପଦ ରହିଛି।
ଏହି ବ୍ଲକ୍‌ଟି ୧୫ ମେ ୨୦୨୫ରେ ଭିନମୀର ରିସୋର୍ସେଜ ପ୍ରାଇଭେଟ ଲିମିଟେଡ୍‌କୁ ନିଲାମ ମାଧ୍ୟମରେ ଦିଆଯାଇଛି । ୨୭ ମେ ୨୦୨୫ରେ ନିଲାମ ଘୋଷଣା ହୋଇଥିଲା ଏବଂ ୧୮ ଜୁଲାଇ ୨୦୨୫ରେ ଚୁକ୍ତିନାମା ପତ୍ର ଜାରି ହୋଇଛି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like