-+91-9937148622 |

prerana_bgr@rediffmail.com |

  Friday 10th July 2026 |

| | | |

R.N.I. Regd No. ODIODI/2010/46693

Breaking News

କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   (10-Jul-2026)       ||      ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   (10-Jul-2026)       ||      ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   (10-Jul-2026)       ||      ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   (10-Jul-2026)       ||      ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   (10-Jul-2026)       ||      *ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   (10-Jul-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (10-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   (10-Jul-2026)       ||      ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||      ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   (09-Jul-2026)       ||      ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (09-Jul-2026)       ||      ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||      ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||     

HOME   ଜିଲ୍ଲା

ରାଜ୍ୟସଭାରେ ଉଠିଲା ସଲେପାଲି ଗ୍ରାଫାଇଟ ଖଣି ଖନନ ପଟ୍ଟା ନେଇ ଚିନ୍ତା ପ୍ରକଟ କଲେ ସାଂସଦ ଶ୍ରୀ ବିଶି.

24-Mar-2026



(ପ୍ରେରଣା ଖବର )ନୂଆଦିଲ୍ଲୀ, ୨୩ ମାର୍ଚ୍ଚ ୨୦୨୬:
ରାଜ୍ୟସଭାର ଚାଲୁଥିବା ବଜେଟ୍ ଅଧିବେଶନ ସମୟରେ ଓଡିଶାର ରାଜ୍ୟସଭା ସାଂସଦ ଶ୍ରୀ ନିରଞ୍ଜନ ବିଶି ବଲାଙ୍ଗୀର ଜିଲ୍ଲାର ପାଟଣାଗଡ଼ ସାଲେପାଲି ଅଞ୍ଚଳରେ ଗ୍ରାଫାଇଟ ଖଣି ଖନନ ଲିଜ ଦିଆଯାଇଥିବା ଘଟଣାକୁ ନେଇ ଗଭୀର ଚିନ୍ତା ବ୍ୟକ୍ତ କରିଛନ୍ତି। ସେ ଏନେଇ ଖଣି ମନ୍ତ୍ରଣାଳୟକୁ ଏକ ତାରାଙ୍କିତ ପ୍ରଶ୍ନ ପଚାରି ଥିଲେ।ସାଂସଦ ଶ୍ରୀ ବିଶି ପ୍ରଶ୍ନ କରିଥିଲେ ଯେ, ସlଲେପାଲି ଅଞ୍ଚଳରେ ଗ୍ରାଫାଇଟ ଖଣିଜ ବ୍ଲକ୍ ପାଇଁ କୌଣସି ଖନନ ଲିଜ ସଂଯୁକ୍ତ ଲାଇସେନ୍ସ କିମ୍ବା ନିଲାମ ପ୍ରକ୍ରିୟା ହୋଇଛି କି? ଯଦି ହୋଇଥାଏ, ତେବେ ଠିକାଦାର କିଏ, ନିଲାମ କେବେ ହୋଇଥିଲା ଏବଂ ଲିଜ ଅଞ୍ଚଳ ପରିମାଣ କେତେ ଦିଆଯାଇଛି ? ସେହିପରି ଏହି ବ୍ଲକ୍‌ରେ ଅନୁମାନିକ ଗ୍ରାଫାଇଟ ଭଣ୍ଡାର ଓ ପ୍ରକଳ୍ପର ବର୍ତ୍ତମାନ ସ୍ଥିତି ସମ୍ପର୍କରେ ମଧ୍ୟ ସୂଚନା ମାଗିଥିଲେ ।
ଏହାର ଉତ୍ତରରେ କୋଇଲା ଓ ଖଣି ରାଜ୍ୟମନ୍ତ୍ରୀ ଶ୍ରୀ ସତୀଶ ଚନ୍ଦ୍ର ଦୁବେ କହିଥିଲେ ଯେ, ୧୨୨୩.୨୯ ହେକ୍ଟର ଅଞ୍ଚଳରେ ବିସ୍ତୃତ ସlଲେପାଲି ଗ୍ରାଫାଇଟ ବ୍ଲକ୍‌ର  ନିଲାମ ହୋଇସାରିଛି। ଏହି ବ୍ଲକ୍‌ରେ ପ୍ରାୟ ୦.୧୫୩ ମିଲିଅନ୍ ଟନ୍ ଗ୍ରାଫାଇଟ ସମ୍ପଦ ରହିଛି।ଏହି ବ୍ଲକ୍‌ଟି ୧୫ ମେ ୨୦୨୫ରେ ଭିନମୀର ରିସୋର୍ସେଜ ପ୍ରାଇଭେଟ ଲିମିଟେଡ୍‌କୁ ନିଲାମ ମାଧ୍ୟମରେ ଦିଆଯାଇଛି । ୨୭ ମେ ୨୦୨୫ରେ ନିଲାମ ଘୋଷଣା ହୋଇଥିଲା ଏବଂ ୧୮ ଜୁଲାଇ ୨୦୨୫ରେ ଚୁକ୍ତିନାମା ପତ୍ର ଜାରି ହୋଇଛି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   10-Jul-2026
  ରାଜ୍ୟ  
ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   10-Jul-2026
  ଜିଲ୍ଲା  
ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   10-Jul-2026
  ଜିଲ୍ଲା  
ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   10-Jul-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   10-Jul-2026
  ଜିଲ୍ଲା  
*ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   10-Jul-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   10-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   10-Jul-2026
  ଜିଲ୍ଲା  
ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା   10-Jul-2026
  ଜିଲ୍ଲା  
ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   09-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   09-Jul-2026
  ଜିଲ୍ଲା  
ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   09-Jul-2026

You Might Also Like