-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ପ୍ରବେଶ ଉତ୍ସବ "ଜ୍ଞାନ, ସଂସ୍କାର ଓ ସ୍ୱପ୍ନର ପ୍ରଥମ ଦିନ" - ଡ. ହେମନ୍ତ କୁମାର ଦାଶ

24-Mar-2026



ତୁଷୁରା (ପ୍ରେରଣା ଖବର )
 ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ତୁଷୁରା ଏନ୍‌ଏ‌ସି କ୍ଲଷ୍ଟରର ନବମ ତଥା ଚଳିତ ଶିକ୍ଷା ବର୍ଷ ର ଅନ୍ତିମ କ୍ଲଷ୍ଟର ସ୍ତରୀୟ ବୈଠକ ତୁଷୁରା ବାଳକ ହାଇସ୍କୁଲ ଠାରେ ପ୍ରଧାନ ଶିକ୍ଷୟିତ୍ରୀ ଭାନୁମତୀ ଛତ୍ରିଆ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ସାଧନ କର୍ମୀ ଭାବେ ଯୋଗ ଦେଇ ବିଶିଷ୍ଟ ସାହିତ୍ୟିକ ତଥା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଡ. ହେମନ୍ତ କୁମାର ଦାଶ କହିଥିଲେ - ପ୍ରବେଶ ଉତ୍ସବ ହେଉଛି "ଜ୍ଞାନ, ସଂସ୍କାର ଓ ସ୍ଵପ୍ନର ପ୍ରଥମ ଦିନ" । ଏହି ଦିନଟିକୁ ସ୍ମରଣୀୟ କରିବାକୁ ସମସ୍ତଙ୍କୁ ଆହ୍ବାନ ଦେଇଥିଲେ। ଏଥିରେ ସମ୍ମାନିତ ଅତିଥି ଭାବେ ବଲାଙ୍ଗିର ଡାଏଟ୍ ର ଅଧ୍ଯାପିକା ତଥା ଗୁଡଭେଲା ବ୍ଲକ୍ କୋଅର୍ଡିନେଟର୍ ସାମ୍ରାଜ୍ଞୀ ଐଶ୍ୱର୍ଯ୍ୟା ମିତ୍ରା ଯୋଗ ଦେଇ ପଢିବା ଗଢିବା ଓଡ଼ିଶା ର ସଫଳ ରୂପାୟନ ପାଇଁ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ। ଏଥିରେ ପ୍ରଧାନ ଶିକ୍ଷକ ମୋହନ ଭୋଇ, ଦୁତିଆ ସେଠ, ପ୍ରମୋଦ କୁମାର ନାଏକ, ଚନ୍ଦ୍ରଧ୍ବଜ ମେହେର ତଥା ସହକାରୀ ଶିକ୍ଷକ ପ୍ରଭାତ କିଶୋର ରାଏ, ପୂରନ ମେହେର, ସୁଧାଂଶୁ ରଞ୍ଜନ ସାହୁ ଏବଂ ଶିକ୍ଷୟିତ୍ରୀ ମିଲି ପୁରୋହିତ, ଆକାଂକ୍ଷା ରାଣୀ ଯୋଶୀ, ତପସ୍ଵିନୀ ରଣା, ଦୁର୍ଗାମଣି ମହାନନ୍ଦ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ। ଉକ୍ତ ବୈଠକରେ ଗତ ଆଠଟି ବୈଠକର ସିଂହାବଲୋକନ କରାଯାଇଥିଲା ତତ୍ ସହିତ ଶିକ୍ଷଣ ସୋପାନ ରେଜିଷ୍ଟର, ସମାପ୍ତି ସୂଚକ ମାନ ନିର୍ଦ୍ଧାରଣ ର ଫଳାଫଳ ବିଶ୍ଳେଷଣ ଏବଂ ପରବର୍ତ୍ତୀ ପଦକ୍ଷେପ, ଶ୍ରେଣୀ ପର୍ଯ୍ୟବେକ୍ଷଣ ସାଧନୀ,ଶିକ୍ଷଣ ପ୍ରସ୍ତୁତି କାର୍ଯ୍ୟକ୍ରମ, ବିଦ୍ୟାଳୟ ପରିଦର୍ଶନ ଓ ଆଲୋଚନା, ପ୍ରବେଶ ଉତ୍ସବ, ଖଡି ଛୁଆଁ ଏବଂ ଗ୍ରୀଷ୍ମ କାଳୀନ ଶିକ୍ଷଣ କାର୍ଯ୍ୟକ୍ରମ ତଥା ମୁଁ ଆଉ କଣ ଶିଖିବାକୁ ଚାହୁଁଛି ପ୍ରଭୃତି ପ୍ରସଙ୍ଗ ରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଥିଲା। ଶେଷରେ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ଛତ୍ରିଆ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like