-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଅପରାଧ

କନ୍ଧମାଳ:-ମାଓବାଦୀ ଦୁଇ ଜଣଙ୍କୁ ହତ୍ୟା କରିଥିବା ଅଞ୍ଚଳରେ ଆଉ ଜଣକୁ ହତ୍ୟା:ମୃତ୍ୟୁ ଅସ୍ପଷ୍ଟ

05-Feb-2021



ବାଲିଗୁଡା(ସୁଶୀଲ  କୁମାର ପାଣିଗ୍ରାହୀ): ଆଉ ଜଣଙ୍କ ସନ୍ଦେହଜନକ ଭାବେ ଶବ ମିଳିବା ଘଟଣା ପରେ କନ୍ଧମାଳ ଜିଲ୍ଲା ବେଲଘର ଥାନା ଭଣ୍ଡରଙ୍ଗିରେ ମାଓ ଆତଙ୍କ ଖେଳିଯାଇଛି। ଶତାଧିକ ମାଓବାଦୀ ଏବେ ବେଲଘର ନିକଟ ଜଙ୍ଗଲରେ ଠୁଳ ହୋଇଥିବ‌ା ଶୁଣାଯାଉଛି। ଗାଁ ଲୋକ ମୁହଁ ଖୋଲୁନଥିବା ବ‌େଳେ ବାହାରକୁ କିମ୍ବା ଜଙ୍ଗଲକୁ ମଧ୍ୟ ଯାଉନାହାନ୍ତି। ଗତକାଲି ରାତିରେ ପୁଣି ଜଣକୁ ହତ୍ୟା କରିଥିବା ଶୁଣାଯାଉଛି। କିନ୍ତୁ ଏ ନେଇ କୌଣସି କେହି ସ୍ପଷ୍ଟ ସୂଚନା ଦେଉ ନଥିବା ବେଳେ ଗ୍ରାମବାସୀ ବି ଏ ନେଇ କିଛି ମୁହଁ ଖୋଲୁନାହାନ୍ତି। ଏ ସମ୍ପର୍କରେ ପୁଲିସ ବି କିଛି କହୁନଥିବା ବେଳେ ଜନୈକ ପୁଲିସ ଅଧିକାରୀଙ୍କ କହିବା ପ୍ରକାରେ ଗ୍ରାମରେ ପୀତାମ୍ବର ପାତ୍ର ନାମକ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। କିନ୍ତୁ କେଉଁ କାରଣରୁ ମୃତ୍ୟୁ ହେଇଛି ସେ ନେଇ ପୁଲିସ ନିକଟରେ କୌଣସି ଖବର ନଥିବା କହିଛନ୍ତି। ଏଭଳି ଘଟଣାରେ ପରିବାର କିମ୍ବା ଗ୍ରାମବାସୀ କାହାରିକୁ ନ ଜଣାଇ ଅନ୍ତିମ ସଂସ୍କାର କରିଦେବା ପରେ ଏନେଇ ସନ୍ଦେହ ସୃଷ୍ଟି ହୋଇଛି।ସୂଚନା ମୁତାବକ ଗତ ଶୁକ୍ରବାର ବିଳମ୍ବିତ ରାତିରେ ମାଓବାଦୀଙ୍କ ଦ୍ବାରା ହତ୍ୟା ହୋଇଥିବା ସ୍ଥାନୀୟ ସରପଞ୍ଚଙ୍କ ପୁଅ ଭବାନୀ ଶଙ୍କର ପାତ୍ରଙ୍କ ସହ ପୀତାମ୍ବର ମିଶି ଭଣ୍ଡରଙ୍ଗି ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଏକ ଦୋକାନ ଗୃହ ମଧ୍ୟରେ ଶୋଇଥିଲେ। ଏହା ପରେ ମାଓବାଦୀ ପୀତାମ୍ବରଙ୍କୁ ଡାକିବା ସହ ସମ୍ମୁଖରେ ଭବାନୀକୁ ହତ୍ୟା କରିଥିଲେ। ଏବଂ ପୁଲିସକୁ ସୂଚନା ନଦେବା ପାଇଁ ପୀତାମ୍ବରଙ୍କୁ ତାଗିଦ କରିଥିଲେ। ପୁଲିସ ସୂଚନାଦାତା ମାନେ ପ୍ରଜାକୋର୍ଟରେ ଆତ୍ମସମର୍ପଣ କରିବାକୁ ଚେତାବନୀ ଦେଇଥିଲେ। ସେହିଦିନ ଠାରୁ ପୀତାମ୍ବର ଭୟଭୀତ ହୋଇ ରହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like