-+91-9937148622 |

prerana_bgr@rediffmail.com |

  Friday 10th July 2026 |

| | | |

R.N.I. Regd No. ODIODI/2010/46693

Breaking News

ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   (10-Jul-2026)       ||      ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   (10-Jul-2026)       ||      *ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   (10-Jul-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (10-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   (10-Jul-2026)       ||      ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||      ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   (09-Jul-2026)       ||      ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (09-Jul-2026)       ||      ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||      ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||     

HOME   ଜିଲ୍ଲା

ଶିକ୍ଷକ ସୁରେଶ ବାରିକଙ୍କୁ ଡକ୍ଟରେଟ ଉପାଧି,ଶିକ୍ଷା ଜଗତରେ ଉଲ୍ଲାସ

24-Mar-2026



ବଲାଙ୍ଗୀର(ପ୍ରେରଣା ଖବର): ଭୁବନେଶ୍ୱର ଚନ୍ଦ୍ରଶେଖରପୁର ସ୍ଥିତ ରିଜିଓନାଲ କଲେଜ ଅଫ ମେନେଜମେଣ୍ଟ ର ପ୍ରେକ୍ଷାଳୟ ଠାରେ ୱାର୍ଲଡ଼ ଚେରିଟି ୱେଲଫେୟାର ଫାଉଣ୍ଡେସନ ର ଶାଖା ଜ୍ଞାନଦାନ ସମ୍ମାନ ସୂଚକ ଡକ୍ଟରେଟ ପୁରସ୍କାର ଫାଉଣ୍ଡେସନ ତରଫରୁ ରାଜ୍ୟସ୍ତରୀୟ ଇଣ୍ଡିଆନ ଆୱାର୍ଡ ସେରେମୋନୀ ଅନୁଷ୍ଠିତ ହୋଇଥିଲା।ଏହି ଅବସରରେ ସ୍ଥାନୀୟ ଗାନ୍ଧୀନଗର ପଡା ସ୍ଥିତ ପିଏମଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ର ସହକାରୀ ଶିକ୍ଷକ ସୁରେଶ ବାରିକ ଙ୍କୁ ଓଡ଼ିଆ ଭାଷା ଓ ସାହିତ୍ୟ ର ଉତ୍କର୍ଷତା ଏବଂ ସମୃଦ୍ଧି ପ୍ରତିପାଦନ ପାଇଁ ପୁଷ୍ପଗୁଚ୍ଛ,ମାନପତ୍ର, ଉପଢୌକନ,ସ୍ୱର୍ଣ୍ଣପଦକ ପ୍ରଦାନ ପୂର୍ବକ ଡକ୍ଟରେଟ ଉପାଧି ରେ ସମ୍ମାନିତ କରାଯାଇଥିଲା।ଡଃ ବାରିକ ଙ୍କ କବିତା ଗୁଡିକ କଳ୍ପନା ପ୍ରସୂତା ସଂସ୍କାର ଧର୍ମୀ ଭାବାଦ୍ରା,ରସାଦ୍ରା,ଛନ୍ଦୋମୟ ତଥା ଅର୍ଥ ବହୁଳା ହୋଇଥିବାରୁ ଶିଶୁ ଠାରୁ ଆରମ୍ଭକରି ବୃଦ୍ଧ ପର୍ଯ୍ୟନ୍ତ ଚିନ୍ତନଶୀଳ ପାଠକ ପାଠିକା ମାନଙ୍କ ନିମନ୍ତେ ହୃଦୟସ୍ପର୍ଶୀ ହୋଇଥାଏ।।ଜଣେ ଶିକ୍ଷକ ଭାବେ ସେ ନୂତନ ଶିକ୍ଷା ପଦ୍ଧତି ଦ୍ୱାରା ଅନେକ ଛାତ୍ରଛାତ୍ରୀ ଙ୍କୁ ପ୍ରେରଣା ଦେଇ ଚାଲିଛନ୍ତି।କବିତା,ଗଳ୍ପ ଓ ନାଟକ ରଚନା କ୍ଷେତ୍ରରେ ତାଙ୍କର ନିରନ୍ତର ପ୍ରୟାସ ଓ ନିଷ୍ଠା ତାଙ୍କ ସହକର୍ମୀ, ଛାତ୍ରଛାତ୍ରୀ ଓ ସାହିତ୍ୟ ମଣ୍ଡଳୀରେ ବହୁତ ସମ୍ମାନ ଦେଇଛି।ଏହି ସମ୍ମାନ ସୂଚକ ଡକ୍ଟରେଟ ପୁରସ୍କାର ତାଙ୍କର କବିତା ଓ ଶିକ୍ଷା କ୍ଷେତ୍ରରେ ଅପୂର୍ବ ଅବଦାନ ପାଇଁ ଯଥାଯଥ ସ୍ୱୀକୃତି।ଏହି ଉପଲବ୍ଧି ପାଇଁ ତାଙ୍କୁ ଜିଲ୍ଲା ବିଭିନ୍ନ ମହଲରୁ ଶୁଭେଚ୍ଛା ର ସୁଅ ଛୁଟିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   10-Jul-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   10-Jul-2026
  ଜିଲ୍ଲା  
*ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   10-Jul-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   10-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   10-Jul-2026
  ଜିଲ୍ଲା  
ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା   10-Jul-2026
  ଜିଲ୍ଲା  
ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   09-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   09-Jul-2026
  ଜିଲ୍ଲା  
ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   09-Jul-2026
  ଜିଲ୍ଲା  
୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   09-Jul-2026
  ଜିଲ୍ଲା  
ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   09-Jul-2026
  ଜିଲ୍ଲା  
ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   09-Jul-2026

You Might Also Like