-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ସଡ଼କ ଦୁର୍ଘଟଣାରେ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀଙ୍କ ମୃତ୍ୟୁ

24-Mar-2026



ଆଠଗଡ଼(ପ୍ରେରଣା ଖବର): ବଡମ୍ବା ଥାନା ଅନ୍ତର୍ଗତ ନୂଆ ତଇଳା ଠାରେ ରବିବାର ସନ୍ଧ୍ୟାରେ ଦୁର୍ଘଟଣାରେ ଆହତ ହୋଇଥ‌ିବା ବିଶ୍ବଜିତ ସାହୁ (୩୫ ) ଙ୍କର ଆଠଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ମୃତ୍ୟୁ ଘଟିଛି। ଶ୍ରୀ ସାହୁ ରବିବାର ସନ୍ଧ୍ୟାରେ ବଡ଼ମ୍ବାରୁ ସ୍କୁଟି ଯୋଗେ ନିଜ ଗ୍ରାମ ସାନବାରସିଂହକୁ ଫେରୁଥିବା ବେଳେ ବିପରୀତ ଦିଗରୁ ଆସୁଥ‌ିବା ଏକ ଟ୍ରାକ୍ଟର ସହ ନୂଆ ତଇଳା ଠାରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ବିଶ୍ବଜିତ ଗୁରୁତର ଆହତ ହୋଇଥିଲେ। ଖବର ପାଇ ପରିବାର ଲୋକେ ତାଙ୍କୁ ବଡମ୍ବା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇ ଯାଇଥିଲେ। ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ କଟକ ପଠାଇ ଦିଆଯାଇଥିଲା। ସେଠାରେ ଚିକିତ୍ସା ପରେ ଡାକ୍ତରଙ୍କ ପରାମର୍ଶକ୍ରମେ ସୋମବାର ସକାଳେ ପରିବାର ଲୋକେ ତାଙ୍କୁ ଘରକୁ ନେଇ
ଆସିଥିଲେ। ଘରକୁ ଆଣିବାର କିଛି ଘଣ୍ଟା ବ୍ୟବଧାନ ପରେ ପୁନଶ୍ଚ ବିଶ୍ବଜିତଙ୍କର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ମାଣିଆବନ୍ଧ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ ତାଙ୍କୁ କଟକ ବଡ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା। କଟକ ଯିବା ବାଟରେ ତାଙ୍କର ଅବସ୍ଥା ଗୁରୁତର ହୋଇପଡ଼ିବାରୁ ଆଠଗଡ଼ ଉପଖଣ୍ଡ ଚିକିତ୍ସାଳୟକୁ ନିଆଯାଇଥିଲା ଏବଂ ସେଠାରେ ପହଞ୍ଚିବାର କିଛି ସମୟ ପରେ ତାଙ୍କର ମୃତ୍ୟୁ ଘଟିଥିଲା । ସ୍ୱାସ୍ଥ୍ୟ କେନ୍ଦ୍ର ତରଫରୁ ତାଙ୍କର ଶବ ବ୍ୟବଚ୍ଛେଦ କରାଯାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ପ୍ରକାଶ ଯେ ମୃତ ବିଶ୍ବଜିତ ମାଣିଆବନ୍ଧ ଗୋଷ୍ଠୀ କେନ୍ଦ୍ର ଅଧୀନ ଜେମାଦେଇପୁର ଉପ ସ୍ବାସ୍ଥ୍ୟକେନ୍ଦ୍ରରେ ଗୋଷ୍ଠୀ ସ୍ଵାସ୍ଥ୍ୟ ଅଧିକାରୀ ଭାବେ କାର୍ଯ୍ୟରତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like