-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ବରଗଡ଼ରୁ ଭୁବନେଶ୍ୱର ଏକ ସକାଳ ଇଣ୍ଟରସିଟି ଟ୍ରେନ ଚଳାଚଳ କିମ୍ବା ସମ୍ବଲପୁର ଟ୍ରେନକୁ ବରଗଡ଼ ସମ୍ପ୍ରସାରଣ

24-Mar-2026



ବରଗଡପଶ୍ଚିମ ଓଡ଼ିଶାରେ ରେଳ ବିକାଶ ନେଇ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଚିଠି ଲେଖିଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ। ବରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ରେଳ ସଂଯୋଗୀକରଣ, ଟ୍ରେନ ନିୟମିତକରଣ, ରହଣି, ଭିତ୍ତିଭୂମି ବିକାଶ ଏବଂ ଯାତ୍ରୀ ସୁବିଧା ପାଇଁ ଜରୁରୀକାଳୀନ ହସ୍ତକ୍ଷେପ ପାଇଁ ଚିଠି ଲେଖିଛନ୍ତି । ବରଗଡ଼ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ବରଗଡ଼ ଏବଂ ଝାରସୁଗୁଡ଼ା ଜିଲ୍ଲାରେ କେତେକ ଗୁରୁତ୍ୱପୂର୍ଣ୍ଣ ରେଳ ସମସ୍ୟା ରହିଛି, ଯାହା ଯାତ୍ରୀଙ୍କ ସୁବିଧା ଏବଂ ଆଞ୍ଚଳିକ ବିକାଶ ପାଇଁ ତୁରନ୍ତ ସମାଧାନ ଆବଶ୍ୟକ। ଇସ୍ପାତ ଏକ୍ସପ୍ରେସର କ୍ରମାଗତ ବିଳମ୍ବ ହେଉଛି । ୧୨୮୭୧/୧୨୮୭୨ ଇସ୍ପାତ ଏକ୍ସପ୍ରେସ (କଣ୍ଟାବାଞ୍ଜି-ହାୱଡ଼ା) ୭-୮ ଘଣ୍ଟା ବିଳମ୍ବରେ ଚାଲୁଥିବାରୁ ପଶ୍ଚିମ ଓଡ଼ିଶାର ଛାତ୍ର, ରୋଗୀ ଓ ବ୍ୟବସାୟୀମାନେ ଅତିଷ୍ଠ ହୋଇ ପଡ଼ିଛନ୍ତି। ଏହାର ସମୟାନୁବର୍ତ୍ତିତା ପାଇଁ ତୁରନ୍ତ ପଦକ୍ଷେପ ନିଆଯାଉ ବୋଲି ସେ କହିଛନ୍ତି। ବ୍ରଜରାଜନଗରର ଏକ ପ୍ରମୁଖ ଶିଳ୍ପାଞ୍ଚଳ,ଏମସିଏଲ,ଏନଟିପିସି ଓ ଓରିଏଣ୍ଟ ପେପର ମିଲ୍ସ ଭଳି ଶିଳ୍ପାନୁଷ୍ଠାନ ରହିଛି । ଏହି ଅଞ୍ଚଳରୁ ରେଳବାଇ ବାର୍ଷିକ ୪୨୦୦ କୋଟିରୁ ଅଧିକ ଟଙ୍କା କୋଇଲା ପରିବହନରୁ ପାଉଥିଲେ ସୁଦ୍ଧା ଏଠାରେ ଯାତ୍ରୀ ସୁବିଧା ଅତ୍ୟନ୍ତ ନଗଣ୍ୟ ବୋଲି କହିଛନ୍ତି ପ୍ରଦୀପ ପୁରୋହିତ। ବ୍ରଜରାଜନଗରରେ ଟାଟା-ବିଲାସପୁର ଏକ୍ସପ୍ରେସର ରହଣି ପୁନଃ ପ୍ରଚଳନ କରାଯାଉ। ଆଜାଦ ହିନ୍ଦ୍, ସିକନ୍ଦରାବାଦ-ଦରଭଙ୍ଗା, ହାଇଦ୍ରାବାଦ-ରକ୍ସାଉଲ, ପୁରୀ-ବିକାନେର ଏବଂ ପୁରୀ-ଭାଲସାଡ ଏକ୍ସପ୍ରେସର ରହଣି ପାଇଁ ସେ ଅନୁରୋଧ କରିଛନ୍ତି । ବିଲାସପୁର-ପୁରୀ ମଧ୍ୟରେ ଏକ ନୂତନ ଟ୍ରେନ ପ୍ରଚଳନ କରିବାକୁ ଦାବି କରିଛନ୍ତି ବରଗଡ଼ ସାଂସଦ । ଗୋଣ୍ଡୱାନା ଏକ୍ସପ୍ରେସକୁ ସମ୍ବଲପୁର ପର୍ଯ୍ୟନ୍ତ ଏବଂ ଜନ ଶତାବ୍ଦୀ ଏକ୍ସପ୍ରେସକୁ ଝାରସୁଗୁଡ଼ା ୵ ରାଉରକେଲା ପର୍ଯ୍ୟନ୍ତ ସମ୍ପ୍ରସାରଣ କରିବାକୁ ସେ କେନ୍ଦ୍ର ରେଳମନ୍ତ୍ରୀଙ୍କ ନିକଟରେ ଦାବି ରଖିଛନ୍ତି ।  ଝାରସୁଗୁଡ଼ା-ହାଟିଆ ପ୍ୟାସେଞ୍ଜରକୁ ରାୟଗଡ଼ ପର୍ଯ୍ୟନ୍ତ ବଢ଼ାଯାଉ। ହୀରାକୁଦ ଏକ୍ସପ୍ରେସ ସପ୍ତାହକୁ ୩ ଦିନ ପରିବର୍ତ୍ତେ ପ୍ରତିଦିନ ଚଲାଯାଉ। ସେହିଭଳି ବ୍ରଜରାଜନଗରରେ ଶୌଚାଳୟ ନିର୍ମାଣ, କୋଚ୍ ଲୋକେଟର ଏବଂ ଉନ୍ନତ ଆଲୋକ ବ୍ୟବସ୍ଥା ପାଇଁ ଦାବି ହୋଇଛି।ବେଲପାହାଡ଼ ଷ୍ଟେସନକୁ 'ଅମୃତ ଭାରତ ଷ୍ଟେସନ' ଯୋଜନାରେ ତ୍ୱରାନ୍ୱିତ କରିବାକୁ ସେ ଚିଠିରେ ଉଲ୍ଲେଖ କରିଛନ୍ତି । ସେହିଭଳି ବରଗଡ଼-ନୂଆପଡ଼ା ରେଳ ଲାଇନ ପଶ୍ଚିମ ଓଡ଼ିଶା ଓ କେବିକେ ଅଞ୍ଚଳର ବିକାଶ ପାଇଁ ଏହି ପ୍ରକଳ୍ପକୁ ପ୍ରାଥମିକତା ଭିତ୍ତିରେ ଶେଷ କରିବାକୁ କେନ୍ଦ୍ର ରେଳମନ୍ତ୍ରୀଙ୍କ ଆଗରେ ଦାବି କରିଛନ୍ତି ବରଗଡ଼ ସାଂସଦ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like