-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

*ଉମେଶଙ୍କ ନାମରେ ସୋସିଆଲ ମିଡିଆରେ ମିଥ୍ୟା ଅପପ୍ରଚାର; ପ୍ରଦ୍ୟୁମ୍ନ ପାଢ଼ୀ ଗିରଫ* *ଏସପି ଅଫିସ ଘେରିଲେ ସଙ୍ଗଠନ କର୍ମକର୍ତ୍ତା*

24-Mar-2026



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ)
ସାମାଜିକ ଗଣମାଧ୍ୟମରେ ବ୍ୟକ୍ତିଗତ ଆକ୍ଷେପ ତଥା ମିଥ୍ୟା ଖବର ପୋଷ୍ଟ କରି ଅପପ୍ରଚାର କରୁଥିବା ଅଭିଯୋଗ ନେଇ ସୋନପୁର ଜିଲ୍ଲା ରାମପୁର ଥାନାରେ ସ୍ଥାନୀୟ ଯୁବ ସମାଜସେବୀ ଉମେଶ ପୂଜାରୀ ଗତ ୧୯ ତାରିଖ ଅଭିଯୋଗ କରିଥିଲେ । ଶ୍ରୀ ପୂଜାରୀ ଙ୍କ ଅଭିଯୋଗ ଅନୁଯାୟୀ ତାଙ୍କ ନାମରେ ଗତ କିଛିଦିନ ହେଲା ପ୍ରଦ୍ୟୁମ୍ନ କୁମାର ପାଢ଼ୀ ନାମକ ଜଣେ ଯୁବକ ମିଥ୍ୟା ତଥା ଆପତ୍ତିଜନକ ବ୍ୟକ୍ତିଗତ ଆକ୍ଷେପ ଖବର ସାମଜିକ ଗଣମାଧ୍ୟମରେ ପୋଷ୍ଟ କରୁଥିବା ନେଇ ଶ୍ରୀ ପୂଜାରୀ ଥାନାର ଦ୍ୱାରସ୍ଥ ହୋଇଥିବା ବେଳେ ଆଉ ଜଣେ ସ୍ଥାନୀୟ ଯୁବକ ବିକି ମୁଖୀ ମଧ୍ୟ ଜାତିଆଣ ଆକ୍ଷେପ କରିଥିବା ନେଇ ଅଭିଯୋଗ କରିଥିଲେ । ସାମାଜିକ ଗଣମାଧ୍ୟମରେ ମିଥ୍ୟା ଅପପ୍ରଚାର କରି ମୋର ସାମାଜିକ ଛବିକୁ କଦର୍ଯ୍ୟ କରିବା ଓ ହୀନ ରାଜନୀତି ପାଇଁ ମୋତେ ଜାଣିଶୁଣି ବଦନାମ କରିବାର ଚକ୍ରାନ୍ତ କରୁଛନ୍ତି ବୋଲି ଶ୍ରୀ ପୂଜାରୀ ସୂଚନା ଦେଇଛନ୍ତି । ସେ  ରାମପୁର ହାଇସ୍କୁଲ ଖେଳ ପଡ଼ିଆ ନିକଟରେ ହଠାତ ଶ୍ରୀ ପାଢ଼ୀଙ୍କ ସହ ଦେଖା ହେବା ପରେ ଶ୍ରୀ ପୂଜାରୀ ମିଥ୍ୟା ପୋଷ୍ଟ କାହିଁକି କରୁଛୁ ବୋଲି ପଚାରିବାରୁ ୫୦ ହଜାର ଟଙ୍କା ଦେଲେ ପୋଷ୍ଟ ଡିଲିଟ କରିବି ବୋଲି ଧମକ ଦେବା ସହ ଉଭୟଙ୍କ ମଧ୍ୟରେ ବଚସା ହୋଇଥିବା ଅଭିଯୋଗରେ ଉଲ୍ଲେଖ ହୋଇଥିଲା ବେଳେ ପ୍ରଦ୍ୟୁମ୍ନ ପିସ୍ତଲ ଦେଖାଇ ମାରିଦେବାକୁ ଧମକ ଦେଇଥିବା ଶ୍ରୀ ପୂଜାରୀ ଦର୍ଶାଇଛନ୍ତି । ଘଟଣା ପରେ ଶ୍ରୀ ପୂଜାରୀଙ୍କ ସମର୍ଥକ, ସ୍ଥାନୀୟ ସମାଜସେବୀ, ବୁଦ୍ଧିଜୀବୀ, ଆଇନଜୀବୀ, ଯୁବଗୋଷ୍ଠୀ ଥାନାରେ ଏଫଆଇଆର ଦେବା ସହ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଥିଲେ । ସେମାନେ କହିବା କଥା ଯେ ଶ୍ରୀ ପୂଜାରୀ ଜଣେ ସମାଜସେବୀ ତଥା ସ୍ଥାନୀୟ ଚାଷୀ ମାନଙ୍କ ସୁଖ ଦୁଃଖ ର ସାଥୀ ଅଟନ୍ତି । ଅଭିଯୋଗ ପାଇବା ପରେ ରାମପୁର ପୋଲିସ ମାମଲା ରୁଜୁ କରିବା ସହ ୨୦ ତାରିଖ ଶୁକ୍ରବାର ଦିନ ପ୍ରଦ୍ୟୁମ୍ନଙ୍କୁ ତାଙ୍କ ଘରୁ ଗିରଫ କରିଥିଲା । ତେବେ ନବ ନିର୍ମାଣ କୃଷକ ସଙ୍ଗଠନ ଏହି ଗିରଫଦାରୀକୁ ବେଆଇନ ଦର୍ଶାଇଛି । ଏପରିକି ପ୍ରଦ୍ୟୁମ୍ନ ସେଦିନ ସୋନପୁରରେ ଥିବା ସିସି ଟିଭି ଫୁଟେଜ ଥିବା କୃଷକ ସଂଗଠନ ଦାବୀ କରିଛି । ତେଣୁ ମାମଲାର ନିରପେକ୍ଷ ତଦନ୍ତ ପାଇଁ କୃଷକ ସଙ୍ଗଠନ ଦାବି କରିବା ସହ ସୋମବାର ଏସ୍‌ପିଙ୍କ ଅଫିସକୁ ଘେରାଉ କରିଥିଲା । ସଙ୍ଗଠନର ରାଜ୍ୟ ଉପ ସଭାନେତ୍ରୀ ସୋନାଲି ବିଶିଙ୍କ ନେତୃତ୍ବରେ ଏହି ଆନ୍ଦୋଳନ କରାଯାଇଥିଲା। ଏସପି ଶ୍ରୀ ନାରାୟଣ ନାୟକ କହିଛନ୍ତି ଶ୍ରୀ ପାଢ଼ୀ ଙ୍କ ନାମରେ ସମୁଦାୟ ୫ ଗୋଟି କେସ ଥିବା ଜଣାପଡିଛି ଏବଂ ଆଇନ ରୁ ଉର୍ଦ୍ଧ୍ବରେ କୌଣସି ବ୍ୟକ୍ତିତ୍ଵ ନୁହନ୍ତି ଆଇନ ତା ବାଟରେ ଯିବ । ସେପଟେ ଶ୍ରୀ ପୂଜାରୀ ଙ୍କ ସମର୍ଥକ ପୋଲିସ ଉପରେ ସମ୍ପୂର୍ଣ୍ଣ ଭରଷା ଥିବା କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like