-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ଶିଶୁ ଅଧିକାର, ବାଲ୍ୟ ବିବାହକୁ ନା, ସଖି , ୱାନ ଷ୍ଟପ" ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

24-Mar-2026



(ପ୍ରିୟଦର୍ଶିନୀ ପାତ୍ର)
ନବରଙ୍ଗପୁର ପାପଡ଼ା ହାଣ୍ଡି ରେ  ଶିଶୁ ଅଧିକାର ସୁରକ୍ଷା ଓ ସଚେତନତାକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି କାର୍ଯ୍ୟକ୍ରମଟି ସୌରଭ ଉପାଧ୍ୟାୟ,ସିଆରସିସି ବାବୁଲାଲ ସାଗର,ପ୍ରଧାନ ଶିକ୍ଷୟିତ୍ରୀ ପ୍ରତିମା ଯାଦବ,ସରପଞ୍ଚ ବନିତା ପଟ୍ଟ ନାୟକ, ୱାର୍ଡ ମେମ୍ବର ମଞ୍ଚାସୀନ ଥିଲେ ଶିଶୁ ଅଧିକାର ସହଯୋଗୀ, ଏସୋସିଏସନ୍ ଫର ଭଲଣ୍ଟାରୀ ଆକ୍ସନ୍ (ନୀତି ଆୟୋଗର ବିକାଶ ସହଭାଗୀ) ଦ୍ୱାରା ଆୟୋଜିତ ହୋଇଥିଲା।
କାର୍ଯ୍ୟକ୍ରମରେ ସୈାରଭ ସାର  ଶିଶୁମାନଙ୍କ ମୌଳିକ ଅଧିକାର ସମ୍ପର୍କରେ ବିସ୍ତୃତ ଅବଗତ କରାଯାଇଥିଲା। ଶିକ୍ଷାର ଅଧିକାର, ସୁରକ୍ଷାର ଅଧିକାର, ସ୍ୱାସ୍ଥ୍ୟ ଓ ବିକାଶର ଅଧିକାର ଏବଂ ଖେଳ ଓ ଅଂଶଗ୍ରହଣର ଅଧିକାର ବିଷୟରେ ଆଲୋଚନା ହୋଇଥିଲା।  ଶିଶୁମାନଙ୍କୁ ସୁସ୍ଥ ପରିବେଶ ଓ ଶିକ୍ଷାର ସୁଯୋଗ ଦେବାର ଆବଶ୍ୟକତା ଉପରେ ଜୋର ଦେଇଥିଲେ।
ଏହି ଅବସରରେ ସସ୍ମିତା ପାତ୍ର, ଆର୍ଥିକ ଓ ସାକ୍ଷରତା ବିଷୟରେ ବିଶେଷଜ୍ଞ (ମହିଳା ସଶକ୍ତିକରଣ କେନ୍ଦ୍ର), ଡିଏସଡବ୍ଲ୍ୟୁଓ ଶାଖା ଏବଂ ଜାସ୍ମିନ୍ ସିଂହ, କେସ୍ ଓର୍କର (ୱନ୍‌ ଷ୍ଟପ୍ ସେଣ୍ଟର), ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଉପସ୍ଥିତ ଥିଲେ।
ସିଆରସିସି ବାବୁଲାଲ ସାଗର   ପ୍ରତ୍ୟେକ ଶିଶୁଙ୍କୁ ଶୋଷଣ, ହିଂସା ଓ ଶିଶୁ ଶ୍ରମରୁ ସୁରକ୍ଷା ମିଳିବା ଦରକାର। ଶିଶୁମାନେ ଦେଶର ଭବିଷ୍ୟତ, ତେଣୁ ସେମାନଙ୍କ ସମ୍ପୂର୍ଣ୍ଣ ବିକାଶ ପାଇଁ ସମାଜର ସମସ୍ତଙ୍କ ଦାୟିତ୍ୱ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।
ଶେଷରେ, ଶିଶୁ ଅଧିକାର ସୁରକ୍ଷା ପାଇଁ ସମସ୍ତଙ୍କୁ ଏକତାବଦ୍ଧ ହୋଇ ନିଜ ଦାୟିତ୍ୱ ପାଳନ କରିବାକୁ ଆହ୍ୱାନ କରାଯାଇଥିଲା। ସୈାରଭ ସାର ଜିଲ୍ଲାର ସମସ୍ତ କେଜି ବିଭି ବିଦ୍ୟାଳୟରେ ସଚେତନତା ସୃଷ୍ଟି ଓ ବାଲ୍ୟ ବିବାହ ଉଚ୍ଛେଦ ପାଇଁ ମିଶନ କାର୍ଯ୍ୟକ୍ରମ ବୋଲି  ମତ ନେଇଥିଲେ।ଛାତ୍ର ଛାତ୍ରୀଙ୍କ ଅଂଶ ଗ୍ରହଣ ଦମଦାର ରେ ସିଆରସିସି ବାବୁଲାଲ , ସୌରଭ ସାର ପିଲାଙ୍କୁ ପ୍ରଶଂସା କରିଥିଲେ।ସମସ୍ତଙ୍କ  ଆଗ୍ରହ ଯୋଗୁଁ କାର୍ଯ୍ୟ ସଫଳ ହେବା ମତ ପ୍ରକାଶ ପାଇଁ ଏଭଳି ସଚେତନତା ଦ୍ୱାରା ଛାତ୍ରୀ ଶକ୍ତିକୁ ସଜାଗ ହେଲେ ସାମଗ୍ରିକ ବିକାଶ ପାଇଁ ବୁଦ୍ଧିଜୀବି ମହଲରେ ଚର୍ଚ୍ଚା ସୃଷ୍ଟି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like