-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ଖାଉଟି ଅଦାଲତରେ ଦଣ୍ଡିତ ହେଲା ହେଲ୍‌ଥ ଇନସ୍ୟୁରେନ୍ସ କଂପାନୀ

25-Mar-2026



ବଲାଙ୍ଗିର(ଦେବାଶିଷ ବହିଦାର): ବଲାଙ୍ଗୀର ରାମେଶ୍ୱର ନଗରର ବିଶ୍ୱନାଥ ଦାସ ଗତ ୨ଠ୨୨ ମସିହା ମାର୍ଚ୍ଚ ୩ଠ ତାରିଖରେ ନିଭା ବୁପା ଇନସ୍ୟୁରେନ୍ସ କଂପାନୀ ଅଧିନରେ ଏକ ୩ବର୍ଷିଆ ସ୍ୱାସ୍ଥ୍ୟ ବୀମା କରିଥିଲେ । ୧ଠଲକ୍ଷ ଟଙ୍କା ପର୍ଯ୍ୟନ୍ତ ବୀମା ସୁବିଧା ଅନ୍ତର୍ଭୁକ୍ତ ଥିବା ଏହି ବୀମା କଂପାନୀକୁ ବିଶ୍ୱନାଥ ୩ଠହଜାର ୪୯୭ଟଙ୍କାର ବାର୍ଷିକ ପ୍ରିମିୟମ ମଧ୍ୟ ପଇଠ କରିଥିଲେ । ତେବେ ଗତ ୨ଠ୨୫ ସେପ୍ଟେମ୍ବର ୨୬ ତାରିଖରେ ବିଶ୍ୱନାଥଙ୍କ ସ୍ୱାସ୍ଥ୍ୟ ଗୁରୁତର ହେବାରୁ ସେ ଭୁବନେଶ୍ୱର ସମ୍ ଅଲଟିମେଟ ମେଡିକେୟାରରେ ଭତ୍ତି ହୋଇଥିଲେ ଏବଂ ଅକ୍ଟୋବର ୧ଠ ତାରିଖରେ ହସ୍ପିଟାଲରୁ ଡିସଚାର୍ଜ ହୋଇଥିଲେ । ପୁଣି ସେ  ହାଇଦ୍ରାବାଦର ଏଆଇଜି ହସ୍ପିଟରେ ଚିକିତ୍ସିତ ହୋଇଥିଲେ । ଏହା ପରେ ବିଶ୍ୱନାଥ ତୃତୀୟ ଥର ପାଇଁ ଉନ୍ନତତର ଚିକିତ୍ସା ପାଇଁ ହାଇଦ୍ରାବାଦର ଗାଛିବୋଲି ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ବୀମା ପଇଠ ଅବଧି ମଧ୍ୟରେ ବିଶ୍ୱାନଥ ଏହି ୩ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ମଧ୍ୟ କୌଣସି ବି ହସ୍ପିଟାଲରେ ସେ ସ୍ୱାସ୍ଥ୍ୟ ବୀମା ର ସୁବିଧା ପାଇନଥିଲେ । ନିଜ ହାତରୁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରି ସେ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଇନସ୍ୟୁରେନ୍ସ କଂପାନୀଙ୍କୁ ବାରମ୍ବାର ଅନୁରୋଧ ସତ୍ୱେ ନିଭା ବୁପା ଇନସ୍ୟୁରେନ୍ସ କଂପାନୀ ବିଶ୍ୱନାଥଙ୍କ କୌଣସି କଥା ଶୁଣିନଥିଲା କି ମେଡିକାଲ ଖର୍ଚ୍ଚ ବାବଦକୁ ରୋଗୀକୁ ଟଙ୍କା ଟିଏ ମଧ୍ୟ ଦେଇନଥିଲେ । ଠକାମୀର ଶିକାର ହୋଇଥିବା ଜାଣିବା ପରେ ନିଭା ବୁପା ଇନସ୍ୟୁରେନ୍ସ କଂପାନୀର ଏକଚାଟିଆ କାରବାର ବିରୁଦ୍ଧରେ ବିଶ୍ୱନାଥ ବଲାଙ୍ଗୀର ଜିଲ୍ଲା ଖାଉଟି ଅଦାଲତର ଆଶ୍ରୟ ନେଇଥିଲେ । ଅଦାଲତ ଦୁଇ ପକ୍ଷଙ୍କ ଅଭିଯୋଗ ଶୁଣିବା ପରେ ନିଭା ବୁପା ଇନସ୍ୟୁରେନ୍ସ କଂପାନୀକୁ ଦଣ୍ଡିତ କରିଛନ୍ତି । ନିଜ କାର୍ଯ୍ୟରେ ଅବହେଳା ଯୋଗୁଁ କୋର୍ଟ ନିର୍ଦ୍ଦେଶ କ୍ରମେ ନିଭା ବୁପା ଇନସ୍ୟୁରେନ୍ସ କଂପାନୀ ରୋଗୀଙ୍କୁ ବାର୍ଷିକ ୯ପ୍ରତିଶତ ସୁଧରେ ଏକ ମାସ ଭିତରେ ୧ଠଲକ୍ଷ ଟଙ୍କା ପ୍ରଦାନ କରିବା ପାଇଁ ଆଦେଶ ଦେଇଛନ୍ତି । ଏଥିସହ ରୋଗୀର ମାନସିକ ଯନ୍ତ୍ରଣା ବାବଦକୁ ୧ଲକ୍ଷ ୫ଠହଜାର ଓ ମୁକଦ୍ଦମା ପରିଚାଳନା ବାବଦକୁ ୧ଠହଜାର ଟଙ୍କ ମଧ୍ୟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଆବେଦନକାରୀଙ୍କ ତରଫରୁ ଅମ୍ବୁଜ ମହାନ୍ତି ଓ ଡୋଳାମଣି ପଧାନ ଏହି ମୁକଦ୍ଦମାକୁ ପରିଚାଳନା କରୁଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like