-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ରୋତ କଲେଜରେ ଜିଲ୍ଲା ସ୍ତରୀୟ ରକ୍ତହୀନତା ସଚେତନତା ସ୍ବାସ୍ଥ୍ୟ ଶିବିର

25-Mar-2026



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗିର ଜିଲ୍ଲା ଆଗଲପୁର ପଞ୍ଚାୟତ ସମିତି ମହାବିଦ୍ୟାଳୟ, ବାଣୀନିକେତନ, ରୋତରେ ଆଜି ଜିଲ୍ଲା ସ୍ତରୀୟ ଏକଦିବସୀୟ ରକ୍ତହୀନତା ସଚେତନତା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି l ଉଚ୍ଚଶିକ୍ଷା ବିଭାଗ, ଓଡିଶା ସରକାରଙ୍କ ସହଯୋଗରେ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା ଓ ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ, ବଲାଙ୍ଗିରର ମିଳିତ ଆନୁକୁଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ଦଶଟି ମହାବିଦ୍ୟାଳୟର ସ୍ବେଚ୍ଛାସେବୀ ଛାତ୍ରୀ ଓ କାର୍ଯ୍ୟକ୍ରମ ଅଧିକାରୀବୃନ୍ଦ ଯୋଗଦାନ କରିଥିଲେ l

ଏହି ଅବସରରେ ଆୟୋଜିତ ଏକ ସାଧାରଣ ସଭାରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରଦୀପ କୁମାର ଷଡଙ୍ଗୀ ସଭାପତିତ୍ବ କରିଥିବା ବେଳେ ରାଜେନ୍ଦ୍ର ବିଶ୍ବବିଦ୍ୟାଳୟର ପ୍ରାଧ୍ୟାପକ ତଥା ଜାତୀୟ ସେବା ଯୋଜନାର ଜିଲ୍ଲା ସଂଯୋଜକ ଡକ୍ଟର ବଂଶୀଧର ଦୀପ ମୁଖ୍ୟଅତିଥି, ଜିଲ୍ଲା କାର୍ଯ୍ୟକ୍ରମ ଅଧିକାରୀ ଡକ୍ଟର ଅଜିତ କୁମାର ଭୋଇ ସମ୍ମାନୀତ ଅତିଥି, ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡକ୍ଟର ଧୀରେନ୍ଦ୍ର କୁମାର ମେହେର ମୁଖ୍ୟବକ୍ତା ଭାବରେ ଯୋଗଦାନ କରି ରକ୍ତହୀନତାର କାରଣ ଓ ନିରାକରଣ ସଂପର୍କରେ ବକ୍ତବ୍ଯ ରଖିଥିଲେ। ସଭାକୁ ଅଧ୍ୟାପକ ଡକ୍ଟର ଲିଙ୍ଗରାଜ ମେହେର ସଂଯୋଜନା କରିଥିବା ବେଳେ ମହାବିଦ୍ୟାଳୟର କାର୍ଯ୍ୟକ୍ରମ ଅଧିକାରୀ ଶ୍ରୀଯୁକ୍ତ ଦୈତାରୀ ଶବର ସ୍ବାଗତ ଭାଷଣ ଓ ଉଦ୍ଦେଶ୍ଯ ଜ୍ଞାପନ କରିଥିଲେ l ଶେଷରେ ଛାତ୍ରୀ ମାମୀ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ l ଏଥିରେ ବଲାଙ୍ଗିରର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ, ସରକାରୀ ମହିଳା ମହାବିଦ୍ୟାଳୟ, ସରକାରୀ ମହାବିଦ୍ୟାଳୟ, ଲୋଇସିଂହା ମହାବିଦ୍ୟାଳୟ, ଚନ୍ଦନଭାଟିର ସୁଦାମ ଚରଣ ମହାବିଦ୍ୟାଳୟ, କୁସଙ୍ଗର ଆଞ୍ଚଳିକ ମହାବିଦ୍ୟାଳୟ, ଆଗଲପୁରର ପଞ୍ଚାୟତ ସମିତି ମହାବିଦ୍ୟାଳୟ, ବିଜ୍ଞାନ ଡିଗ୍ରୀ ମହାବିଦ୍ୟାଳୟ ଓ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରାୟ ଦୁଇଶହ ପଚାଶ ଜଣ ଛାତ୍ରୀ ଯୋଗଦାନ କରିବା ସହ ନିଜ ନିଜର ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ l ଏଥିରେ ବିଭିନ୍ନ ମହାବିଦ୍ୟାଳୟରୁ ଡକ୍ଟର ମିନତୀ ଦେବତା, ଡକ୍ଟର ରମଣୀ ନାଏକ, ଦୀପ୍ତିମୟୀ ନାଏକ, ଦେବକୀ ନାଏକ, ଡକ୍ଟର ଲକ୍ଷଣ ମେହେର, ଜଗମୋହନ ଦର୍ଜି, ଯୁଧିଷ୍ଠିର ପଧାନ, ବିରେନ୍ଦ୍ର କୁମାର ବାଗ ପ୍ରଭୃତି କାର୍ଯ୍ୟକ୍ରମ ଅଧିକାରୀ ଭାବେ ଯୋଗଦାନ କରିଥିଲେ। ଏଥିରେ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନାର ସମସ୍ତ ସ୍ବେଚ୍ଛାସେବୀ, ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀବୃନ୍ଦ ଉପସ୍ଥିତ ରହି ବିଶେଷ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like