-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||      ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jul-2026)       ||      କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   (08-Jul-2026)       ||      ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||     

HOME   ଜିଲ୍ଲା

*ମଝିପଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ-୨୦୨୬*-

25-Mar-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ମଝିପଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଓ ପୁରସ୍କାର ବିଚରଣ ଉତ୍ସବ-୨୦୨୬ ବିଦ୍ୟାଳୟ ପରିଚାଳନା କମିଟୀ ସଭାପତି ଶ୍ରୀମତୀ ସଂଯୁକ୍ତା ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଉକ୍ତ ସଭାରେ ସୋନପୁର ପୌର ପରିଷଦର ପୁର୍ବତନ ନଗରପାଳ ତଥା କାଉନ୍‌ସିଲର ଶ୍ରୀ କଇରୁ ସ୍ବାଇଁ ମୁଖ୍ୟ ଅତିଥି ଏବଂ ଶ୍ରୀ ବୁଦ୍ଧଦେବ ସା, ସି.ଆର୍.ସି.ସି., ଗଡ଼ଭିତର ମୁଖ୍ୟବକ୍ତା ଭାବରେ ଯୋଗଦାନ କରି ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ  । ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ରୀମତୀ ମିନାକ୍ଷୀ ନାଏକ ବାର୍ଷିକ ବିବରଣୀ ପଠନ କରିଥିଲେ । ସହକାରୀ ଶିକ୍ଷୟିତ୍ରୀ ଶ୍ରୀମତୀ ଜୟଶ୍ରୀ ପଧାନ ସଭାମଂଚ ପରିଚାଳନା କରିଥିଲେ । ଚଳିତ ବର୍ଷ ବିଦ୍ୟାଳୟର ବିଜ୍ଞାନ ପ୍ରଦର୍ଶନୀ, ଗଣିତ ମେଳା, ମାତୃଭାଷା ଦିବସ ସମତେ ବିଭିନ୍ନ କ୍ରୀଡ଼ା ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ମୁଖ୍ୟ ଅତିଥ୍‌ ପୁରସ୍କାର ପ୍ରଦାନ କରିଥିଲେ । ସଭା ଶେଷରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ତଥା ନାଚ, ଗୀତ ପରିବେଷଣ କରାଯାଇଥିଲା । ଉତ୍ସବରେ ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ଶ୍ରୀମତୀ ମମତା ଶତପଥ, ଶ୍ରୀମତୀ ଗୀତାଞ୍ଜଳୀ ତାଣ୍ଡି ଏବଂ ଶ୍ରୀମତୀ ଅଞ୍ଜଳୀ ମାହାଣା ସହ‌ଯୋଗ କରି ଉତ୍ସବକୁ ସଫଳ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    08-Jul-2026
  ଜିଲ୍ଲା  
ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   08-Jul-2026
  ଜିଲ୍ଲା  
କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   08-Jul-2026
  ଜିଲ୍ଲା  
ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ   08-Jul-2026
  ଜିଲ୍ଲା  
ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ   08-Jul-2026
  ଜିଲ୍ଲା  
ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   08-Jul-2026
  ଜିଲ୍ଲା  
ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   08-Jul-2026
  ଜିଲ୍ଲା  
କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   08-Jul-2026
  ଜିଲ୍ଲା  
ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା   08-Jul-2026
  ଜିଲ୍ଲା  
ଶହୀଦ୍ ପୀଠରେ ବୃକ୍ଷରୋପଣ ।   08-Jul-2026
  ଜିଲ୍ଲା  
ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   08-Jul-2026
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026

You Might Also Like