-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

୨୭ ରାମନବମୀରେ ଶିବସେନା ପକ୍ଷରୁ। ଦୀପଦାନ

25-Mar-2026



ବିନିକା(ହିମାଂଶୁ ଶେଖର ପୁଟେଲ)ମର୍ଯ୍ୟାଦା ପୁରୁଷୋତ୍ତମ ପ୍ରଭୁ ରାମଚନ୍ଦ୍ର ତାଙ୍କର ପ୍ରଜା ବତ୍ସଳତା,ତ୍ୟାଗ ଓ ଆଦର୍ଶ ଚରିତ୍ର ପାଇଁ କେବଳ ଭାରତର ହିନ୍ଦୁ ମାନଙ୍କର ଆରାଧ୍ୟ ଦେବତା ନୁହନ୍ତି ;ସମଗ୍ର ବିଶ୍ୱରେ ତାଙ୍କର ଚାରିତ୍ରିକ ବୈଶିଷ୍ଟ୍ୟ ମାନବ ଜାତିର ଧ୍ୟେୟ ହୋଇରହିଛି। ଜାତି,ଧର୍ମ,ବର୍ଣ୍ଣ ନିର୍ବିଶେଷରେ ତାଙ୍କର ଆଦର୍ଶ ମାନବ ସମାଜକୁ ପ୍ରଭାବିତ କରିଛି ।ତାଙ୍କର ଗୁଣ ଓ ଗାଥା ରାମାୟଣ ସର୍ବତ୍ର ପଠିତ ଓ ପୂଜିତ ।ସେହି ମର୍ଯ୍ୟାଦା ପୁରୁଷଙ୍କର ଜନ୍ମଦିନକୁ ବହୁ ଆଡମ୍ବର ସହକାରେ ଆଗାମୀ ୨୭ତାରିଖ ଦିନ ୧୧ଘଣ୍ଟା ସମୟରେ ପବିତ୍ର ରାମନବମୀ ତିଥିରେ ପାଳନ କରିବା ନେଇ ସ୍ଥାନୀୟ ମୁକ୍ତିତୀର୍ଥ ବିନିକା ସ୍ଥିତ ପାପକ୍ଷୟ ଘାଟ ପରିସରରେ ସୁବର୍ଣ୍ଣପୁର ଜିଲ୍ଲା ଶିବସେନା ସଭାପତି ଶିବୁ ପ୍ରସାଦ ଦାଶଙ୍କ ଆବାହକତ୍ୱରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।ଏଥିରେ ବହୁ ମାତ୍ରାରେ ରାମନବମୀ ଭକ୍ତ ମାନେ ଯୋଗଦେଇଥିଲେ। ଜିଲ୍ଲା ଉପ ସଭାପତି ଅଗସ୍ତି ପଣ୍ଡା ପ୍ରଭୁ ରାମଚନ୍ଦ୍ର ହେଉଛନ୍ତି ତ୍ୟାଗର ପୁରୁଷ ଓ ବିବେକର ମୂର୍ତ୍ତିମନ୍ତ୍ରର ପ୍ରତୀକ ବୋଲି କହିଥିଲେ ।ତାଙ୍କ ଜନ୍ମଦିନରେ ଏକ ଦୀପଦାନ କାର୍ଯ୍ୟକ୍ରମ ମହାଆଡମ୍ବରରେ କରାଯିବ ବୋଲି ବୈଠକରେ ସ୍ଥିର ହୋଇଥିଲା।ଅନୁଷ୍ଟିତ ଏହି ପ୍ରସ୍ତୁତି ବୈଠକରେ ଜିଲ୍ଲା ଉପସଭାପତି ଧ୍ରୁବ ଚରଣ ପ୍ରଧାନ,ସାଧାରଣ ସମ୍ପାଦକ ଶମ୍ଭୁ ପ୍ରସାଦ ହୋତା,ସାଂସ୍କୃତିକ ସମ୍ପାଦକ ଚନ୍ଦନ ଦେହେରି,କୃଷକ ସଂଗଠନ ସଭାପତି ବାବୁଲୁ ବରିହା,ପଛୁଆବର୍ଗ ଜିଲ୍ଲା ସଭାପତି ସରୋଜ ବାରିକ,ଯୁବ ସଭାପତି ପ୍ରଶାନ୍ତ ମହାନନ୍ଦ, ଏସି/ଏଟି ସଭାପତି ରାଜେନ୍ଦ୍ର ଜଗଦଳା ପ୍ରମୁଖ ଉପସ୍ଥିତ ରହି ପ୍ରଭୁ ରାମଚନ୍ଦ୍ରଙ୍କ ପୌରାଣିକ କଥା ବସ୍ତୁ   ବର୍ଣ୍ଣନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like