-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ପରିବହନ ବିଭାଗର ସ୍ୱତନ୍ତ୍ର ସଡ଼କ ସୁରକ୍ଷା ସଚେତନତା ଅଭିଯାନ

25-Mar-2026



ସୁବର୍ଣ୍ଣପୁର( ମନୋରଞ୍ଜନ ତ୍ରିପାଠୀ ) ସାରା ରାଜ୍ୟରେ ମାର୍ଚ୍ଚ ୨୧ ରୁ ୩୧ ମାର୍ଚ୍ଚ ପର୍ଯ୍ୟନ୍ତ ଆୟୋଜିତ ହେଉଥିବା ସ୍ୱତନ୍ତ୍ର ସଡ଼କ ସୁରକ୍ଷା ସଚେତନତା ଅଭିଯାନ ଅବସରରେ ସୋନପୁର ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ମଧ୍ଯ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଚାଲିଛି । ପରିବହନ ଅଧିକାରୀ ଶ୍ରୀ ପ୍ରିୟବ୍ରତ ମହାନ୍ତିଙ୍କ ତତ୍ତ୍ଵାବଧାନରେ ମାର୍ଚ୍ଚ ୨୧ ଦିନ ସୋନପୁର ଥାନାଧିକାରୀ ଙ୍କ ସହିତ ସମନ୍ୱୟ ରଖି ସୋନପୁରର ତେଲ ନଦୀ ସେତୁ ନିକଟରେ ସ୍ୱତନ୍ତ୍ର ମିଳିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା । ଏଥିରେ ମଦ୍ୟପାନ କରି ଗାଡି ଚଳାଉ ଥିବା ଅମାନିଆ ଚାଳକଙ୍କର ଚାଲାଣ କଟା ଯାଇଥିଲା । ସେହିପରି ୨୨ ତାରିଖ ଦିନ ତମାମ ବିଭିନ୍ନ ପ୍ରକାର ସଚେତନତା ଓ ଯାନ ବାହାନ ଯାଞ୍ଚ ଅୟୋଜନ ହୋଇଥିଲା ଏହି ଅବସରରେ ଅର୍ଜୁନପୁର ଛକରେ ଗାଡ଼ି ମଟର ଗୁଡ଼ିକର କାଗଜ ପତ୍ର ଯାଞ୍ଚ କରାଯାଇଥିଲା ଏବଂ ବିନିକା ବ୍ଲକରେ ଅଟୋ ଚାଳକମାନଙ୍କୁ ନେଇ ଏକ ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

ଯେଉଁଥିରେ ଅଧିକ ଯାତ୍ରୀ ନେଇ ଗାଡି ଚାଳନା ନ କରିବା, ଟ୍ରାଫିକ୍ ନିୟମ ପାଳନ କରିବା, ଯାନର ସଠିକ୍ କାଗଜପତ୍ର ସୁନିଶ୍ଚିତ କରିବା ଏବଂ ଯାତ୍ରୀଙ୍କ ସୁରକ୍ଷାକୁ ପ୍ରାଥମିକତା ଦେବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ତତ୍ ସହିତ ବିନିକା ଥାନ ପୋଲିସ ବିଭାଗ ସହିତ ସମନ୍ୱୟ ରକ୍ଷାକରି ସନ୍ଧ୍ୟାରେ ମହାଦେବପାଲି ଠାରେ ବେପରୁଆ ଗାଡି ଚାଳନାଙ୍କ ବିରୁଦ୍ଧରେ କଡାକଡି ଭାବରେ ଯାଞ୍ଚ କରାଯାଇ ମଦ୍ୟପ ଚାଳକଙ୍କ ଚାଲାଣ କଟାଯାଇଥିଲା । ଏହା ସହିତ ବିଭିନ୍ନ ସ୍ଥାନରେ ବିଭିନ୍ନ ପ୍ରକାର ଯାନ ବାହାନରେ ସଡ଼କ ସୁରକ୍ଷା ସମ୍ପର୍କିତ ଇକୋ ଭିନାଇଲ୍ ପାମ୍ଫଲେଟ୍ ମଧ୍ଯ ଲଗାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମ ରେ ମୋଟର ଯାନ ନିରୀକ୍ଷକ ଶ୍ରୀ ଅଜିତ କୁମାର ନାୟକ, କନିଷ୍ଠ ମୋଟର ଯାନ ନିରୀକ୍ଷକ ଶ୍ରୀ ଦେବବ୍ରତ ପଟ୍ଟା, ଟ୍ରାଫିକ ସବ ଇନ୍ସପେକ୍ଟର ମିସ ପୂଜା ଭେଙ୍ଗରା ଓ କାର୍ଯ୍ୟାଳୟର ପ୍ରବର୍ତ୍ତନ ଟିମର ସମସ୍ତ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like