-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||     

HOME   ଜିଲ୍ଲା

ମହୁଲପଡା ସେବାଶ୍ରମର ବାର୍ଷିକ ଉତ୍ସବ

25-Mar-2026



ନୂଆପଡ଼ା (ରାମନାଥ ପଣ୍ଡା )
ନୂଆପଡା ଜିଲ୍ଲା ବୋଡ଼େନ ବ୍ଲକ ଅନ୍ତର୍ଗତ ଅନୁସୂଚୀତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଦ୍ଵାରା ପରିଚାଳିତ ମହୁଲପଡା ସେବାଶ୍ରମ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ କମଳ ସିଂ ମାଝୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ରୂପେ
 ମଙ୍ଗଳ ସଂପ୍ରସାରଣ ଅଧିକାରୀ  କ୍ଷଣପ୍ରଭା ପାଣିଗ୍ରାହୀ , ବିଶିଷ୍ଟ ଅତିଥି ପୂର୍ବତନ ଗୋଷ୍ଠୀ ଶିକ୍ଷା ଅଧିକାରୀ ଜଗଦୀଶ ପ୍ରସାଦ ଖମାରୀ, ମୁଖ୍ୟ ବକ୍ତା ବୋର୍ଡର ଡ଼ିଗ୍ରୀ କଲେଜ କାଙ୍କେରୀ କଳାହାଣ୍ଡିର ଅଧ୍ୟକ୍ଷ ଗୁପ୍ତେଶ୍ବର ମେହେର, ସମ୍ମାନୀତ ଅତିଥି ଭାବରେ ବାବେବୀର ସରପଞ୍ଚ ଯୁଗେଶ୍ବର ପାଣ୍ଡେ, ସିଆରସିସି ମଧୁସୂଦନ ମାଝୀ, ପୂର୍ବତନ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରେମାନନ୍ଦ ନାଏକ,ସମାଜସେବୀ ବସନ୍ତ ମାଝୀ ମଞ୍ଚାସିନ ହୋଇଥିଲେ । ଦେବପୂଜନ ସହ ବିଦ୍ୟାଳୟ ଛାତ୍ରଛାତ୍ରୀ ମାନଙ୍କ ଦ୍ବାରା ପ୍ରାରମ୍ଭିକ ସଂଗୀତ ଗାନ କରାଯାଇଥିଲା । ସେବିକା ଜ୍ୟୋସ୍ନାମୟୀ ଜଗତ ବିଦ୍ୟାଳୟର ବାର୍ଷିକ ବିବରଣୀ ପଠନ କରିଥିଲେ । ବିଦ୍ୟାଳୟ ତଥା ଛାତ୍ରଛାତ୍ରୀ ମାନଙ୍କ ପ୍ରତିଭାର‌ ପରିସ୍ଫୁଟ ପାଇଁ ବାର୍ଷିକ ଉତ୍ସବର ଗୁରୁତ୍ବ ଓ‌ ଶିକ୍ଷାର ମହତ୍ତ୍ଵ ସଂପର୍କରେ ସମସ୍ତ ଅତିଥି ଓ‌ ବକ୍ତା ଛାତ୍ରଛାତ୍ରୀ ମାନଙ୍କୁ ଦିଗଦର୍ଶନ ଦେଇଥିଲେ । ବିଭିନ୍ନ ବିଭାଗରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ପ୍ରଶଂସା ପତ୍ର ସହ ପୁରସ୍କୃତ କରାଯାଇଥିଲା ଓ ଛାତ୍ରୀନିବାସର ବିଭିନ୍ନ କାର୍ଯ୍ୟକୁ ସୁଚାରୁରୂପେ ପରିଚାଳନା କରୁଥିବା ଦୁଇଜଣ ସିସିଏ ଝରଣା ମାଝୀ ଓ ବେଳମତୀ ମାଝୀଙ୍କୁ ସମ୍ବର୍ଦ୍ଧନା ପତ୍ର ପ୍ରଦାନ କରାଯାଇଥିଲା । ଶେଷରେ ଶିକ୍ଷାର୍ଥୀମାନଙ୍କ ଦ୍ବାରା କ୍ଷୁଦ୍ର ନାଟକ-କନ୍ୟାରତ୍ନ, ମାଁ ଖୋଜେ ମମତା ଏବଂ ସାଂସ୍କୃତିକ ନୃତ୍ୟ,ଫେସନ ସୋ ଆଦି ପରିବେଷଣ ହୋଇଥିଲା । ଏହି କାର୍ଯ୍ୟକ୍ରମକୁ ଶିକ୍ଷକ ଡିସମ୍ବର ମେହେର ପରିଚାଳନା କରୁଥିବା ବେଳେ ଶିକ୍ଷୟତ୍ରୀ ମୋନାଲିସା ପତି ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026

You Might Also Like