-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||     

HOME   ଜିଲ୍ଲା

ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି ପ୍ରଦର୍ଶନୀ

25-Mar-2026



ନୂଆପଡ଼ା  (ରାମନାଥ ପଣ୍ଡା )
ନୁଅପଡ ଜିଲ୍ଲା ବୋଡେନ ବ୍ଲକ  ଫରସରା ସେବାଶ୍ରମ ବିଦ୍ୟାଳୟରେ କେରାପଦର ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି ପ୍ରଦର୍ଶନୀ ମେଳା ଅନୁଷ୍ଠିତ ହୋଇଥିଲା । କେରାପଦର ଆଞ୍ଚଳିକ ସାଧନା କର୍ମୀ ସଂଯୋଜକ ଧର୍ମେନ୍ଦ୍ର ନାଏକ ଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ କେରାପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ନରେନ୍ଦ୍ର ନାଗ  ମୁଖ୍ୟ ଅତିଥି,  ପୁଟୁପଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବରିଷ୍ଠ ଶିକ୍ଷକ ତ୍ରିଲୋଚନ ମାଝୀ,  କନକପୁର ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ପ୍ରଦିପ ଧରୁଆ, ଅର୍ଜୁନା ପ୍ରାଥମିକ ବିଦ୍ୟାଳୟ  ପ୍ରଧାନ ଶିକ୍ଷକ ସୁଶାନ୍ତ ବେହେରା,  ଫରସରା ସେବାଶ୍ରମ ପ୍ରଧାନ ଶିକ୍ଷକ ଶ୍ଯାମକୁମାର ଦଣ୍ଡସେନା, ସମ୍ମାନିତ ଅତିଥି ଭାବେ ଯୋଗଦାନ କରିଥିଲେ । ବକଲିଖୁଣ୍ଟି ଉଚ୍ଚ ବିଦ୍ୟାଳୟ ଶିକ୍ଷକ  ନିରୋଜ ଖମାରୀ ଆରପି ଭାବେ କାର୍ଯ୍ଯକ୍ରମ ତୁଲାଇଥିଲେ । କ୍ଳଷ୍ଟର ଅନ୍ତର୍ଗତ ୧୦ଗୋଟି  ବିଦ୍ଯାଳୟ ଏଫ ଏଲ ଏନ ଶିକ୍ଷକ ଓ  ପ୍ରଧାନ ଶିକ୍ଷକ  ଟିଏଲ ଏମ  ମେଳା ଯୋଗ ଦାନ କରିଥିଲେ । ସେମାନଙ୍କ ମଧ୍ୟରୁ ବୁଢିପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଥମ, ଉନ୍ନତି ଉଚ୍ଚ ବିଦ୍ୟାଳୟ ବକଲିଖୁଣ୍ଟି ଦ୍ବିତୀୟ, ପଲସାମାଲ ପ୍ରାଥମିକ ବିଦ୍ୟାଳୟ ତୃତୀୟ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଥିଲେ । ଶିକ୍ଷକ ଗୋପାଲ ପଟେଲ, ପ୍ରଦେଶ କହର, ଅଭିରାମ ମାଝୀ,  ଶିକ୍ଷୟତ୍ରୀ ନିତୁଶ୍ରୀ ବାଗ ଯାଦବ,ନଳିନୀ ମାଝୀ, ଭକ୍ତିମୂନୀ ନାଏକ ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା   08-Jul-2026
  ଜିଲ୍ଲା  
ଶହୀଦ୍ ପୀଠରେ ବୃକ୍ଷରୋପଣ ।   08-Jul-2026
  ଜିଲ୍ଲା  
ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   08-Jul-2026
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026

You Might Also Like