-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳଙ୍କ ବହିସ୍କାର ଆଦେଶ ହାଇକୋର୍ଟରେ ଖାରଜ ପାଇକବାହାଲ ସରପଞ୍ଚ ଭାବେ ଗଣନାଥ ସାହୁ ପୁନଃଅବସ୍ଥାପିତ

25-Mar-2026



ତରଭା(ପ୍ରେରଣା ଖବର)-ହାଇକୋର୍ଟ ନିର୍ଦ୍ଦେଶରେ ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ଅନ୍ତର୍ଗତ ପାଇକବାହାଲ ସରପଞ୍ଚ ଭାବେ ଗଣନାଥ ସାହୁ ପୁନଃଅବସ୍ଥାପିତ ହୋଇଛନ୍ତି । ଆଜି ଦିନ ୧୨ଟାରେ ସେ ତାଙ୍କ ସମର୍ଥକମାନଙ୍କ ସହିତ ଡାହିମାଳ ସ୍ଥିତ ପଞ୍ଚାୟତ କାର୍ଯ୍ୟାଳୟକୁ ଆସି କାର୍ଯ୍ୟରେ ଯୋଗଦାନ କରିଛନ୍ତି । ପ୍ରାୟ ଦେଢବର୍ଷ ହେଲା ପାଇକବାହାଲ ପଞ୍ଚାୟତରେ ଉନ୍ନୟନକାମ ଠପ ହୋଇପଡିଥିଲା । ଏବେ ଉନ୍ନୟନ କାମ ତ୍ୱରାନ୍ୱିତ ହେବ ବୋଲି ଆଶା କରାଯାଉଛି । ପଞ୍ଚାୟତରେ ଲଗାତାର ତିନିଟି ବୈଠକ କରିନଥିବା ଅଭିଯୋଗରେ ତାଙ୍କୁ ଗତ ୧୨.୯.୨୦୨୪ ରେ ଜିଲ୍ଲାପାଳ ଅନ୍ୟା ଦାସ ପଦରୁ ବହିସ୍କାର କରିଦେଇଥିଲେ । ସେହି ନିର୍ଦ୍ଦେଶକୁ ଗଣନାଥ ସାହୁ ପ୍ରଥମେ ପଞ୍ଚାୟତରାଜ ବିଭାଗ ଓ ପରେ ମାନ୍ୟବର ଓଡିଶା ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ । ମାନ୍ୟବର ହାଇକୋର୍ଟ ଏହି ମାମଲାର ବିଚାରକରି ୧୮.୭.୨୦୨୫ରେ ଜିଲ୍ଲାପାଳଙ୍କ ଦ୍ୱାରା କରାଯାଇଥିବା ବହିସ୍କାର ଆଦେଶକୁ ଖାରଜ କରିଦେଇ ପଞ୍ଚାୟତିରାଜ ବିଭାଗ ୪ ସପ୍ତାହ ମଧ୍ୟରେ ଏହାର ପୁନଃର୍ବିଚାର କରିବାକୁ ନିର୍ଦ୍ଦେଶ କରିଥିଲେ । କିନ୍ତୁ ତଥାପି ପଞ୍ଚାୟତରାଜ ବିଭାଗ କୌଣସି ପଦକ୍ଷେପ ନନେବାରୁ ଗଣନାଥ ପୁଣିଥରେ ହାଇକୋର୍ଟର ଦ୍ୱାରସ୍ଥ ହୋଇଥିଲେ । ଏହାର ବିଚାର କରି ହାଇକୋର୍ଟ ଗତ ୧୦.୩.୨୦୨୬ରେ ଗଣନାଥ ସାହୁଙ୍କୁ ସରପଞ୍ଚ ଭାବେ ପୁନଃଅବସ୍ଥାପିତ କରିବାକୁ ରାଜ୍ୟସରକାରଙ୍କ ପଞ୍ଚାୟତରାଜ ବିଭାଗକୁ ନୋଟିଫିକେସନ କରିବାକୁ ନିର୍ଦ୍ଦେଶ କରିଥିଲେ । ମାନ୍ୟବାର ହାଇକୋର୍ଟଙ୍କ ନିର୍ଦ୍ଦେଶରେ ପଞ୍ଚାୟତିରାଜ ବିଭାଗର ନିର୍ଦ୍ଦେଶକ ଗତ ୨୪.୩.୨୦୨୬ରେ ଏକ ଘୋଷଣାନାମା ଜାରିକରି ଗଣନାଥ ସାହୁଙ୍କୁ ସରପଞ୍ଚ ଭାବରେ ପୁନଃଅବସ୍ଥାପିତ କରିବାକୁ ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ କରିଥିଲେ । ସୁବର୍ଣ୍ଣପୁର ଜିଲ୍ଲାପାଳ ତାଙ୍କ ପତ୍ରସଂଖ୍ୟା ୩୪୫ ତା.୨୪.୩.୨୦୨୬ରେ ଗଣନାଥ ସାହୁଙ୍କୁ ସରପଞ୍ଚ ଭାବରେ ପୁନଃଅବସ୍ଥାପିତ କରିଛନ୍ତି । ଜିଲ୍ଲାପାଳଙ୍କ ଚିଠି ପାଇଲା ପରେ ଆଜି ଗଣନାଥ ତାଙ୍କ ଶତାଧିକ ସମର୍ଥକଙ୍କ ସହିତ ପଞ୍ଚାୟତ କାର୍ଯ୍ୟାଳୟକୁ ଆସି କାର୍ଯ୍ୟରେ ଯୋଗଦେଇଛନ୍ତି । ସେ କୌଣସି ଅପରାଧ କରିନାହାଁନ୍ତି କି ଅର୍ଥତୋଷରପାତ କାରିନାହାଁନ୍ତି । କେବଳ ରାଜନୈତିକ ଚକ୍ରାନ୍ତରେ ତାଙ୍କୁ ବହିସ୍କାର କରାଯାଇଥିଲା । ଏବେ ସତ୍ୟର ଜୟ ହୋଇଛି । ରାଜ୍ୟରେ ଚାଲିଥିବା ମୋହନ ସରକାରଙ୍କ ଲୋକାଭିମୁଖି ଯୋଜନାଗୁଡିକ କିଭଳି ସାଧାରଣ ଜନତାଙ୍କ ପାଖରେ ପହଞ୍ଚିବ ସେନେଇ କାମ କରିବେ ବୋଲି ସରପଞ୍ଚ ଗଣନାଥ ସାହୁ କହିଛନ୍ତି । ହାଇକୋର୍ଟରେ ଗଣନାଥ ସାହୁଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବି ଧରଣୀଧର ନାୟକ ଓ ତାଙ୍କ ପୁଅ ଆଇନଜୀବି ପ୍ରତୀକ ନାୟକ ମାମଲାକୁ ପରିଚାଳନା କରୁଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା   08-Jul-2026
  ଜିଲ୍ଲା  
ଶହୀଦ୍ ପୀଠରେ ବୃକ୍ଷରୋପଣ ।   08-Jul-2026
  ଜିଲ୍ଲା  
ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   08-Jul-2026
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026

You Might Also Like